ପ୍ରଣବ କୁମାର ଦାସ ପ୍ରମୁଖ ସିସିଆଇଟି ନିଯୁକ୍ତ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ଭାରତୀୟ ରାଜସ୍ବ ସେବା (ଆଇଆର୍ଏସ୍)ର ଓଡ଼ିଆ ଅଧିକାରୀ ପ୍ରଣବ କୁମାର ଦାସ ପ୍ରିନ୍ସିପାଲ ଚିଫ୍ କମିଶନର ଅଫ୍ ଇନ୍କମ୍ ଟ୍ୟାକ୍ସ(ପିଆର. ସିସିଆଇଟି) ଭାବେ ପଦୋନ୍ନତି ସହ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟରେ ନିଯୁକ୍ତି ପାଇଛନ୍ତି। ପ୍ରଣବଙ୍କ ନିଯୁକ୍ତି ନେଇ ଚଳିତ ମାସ…
ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍ଧାରୀଙ୍କୁ ଝଟକା
ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି…
ଗ୍ରାମବାସୀଙ୍କ ଦ୍ବାରା ଚୋରା ଝାଉଁ କାଠ ଜବତ
ବାହାନଗା,୧୨।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବରିପଦା ପଞ୍ଚାୟତର ଅଟାସପୁର ଛକରୁ ରବିବାର ବେଆଇନ ଝାଉଁ କାଠ ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ବାରା ଜବତ କରାଯାଇଛି। ଏ ନେଇ ଗ୍ରାମବାସୀ ଫରେଷ୍ଟ ଗାର୍ଡଙ୍କୁ ଖବର ଦେଇଥିଲେ ସୁଦ୍ଧା ଏଯାବତ୍ ଘଟଣାସ୍ଥଳରେ ସେମାନେ…
ଅବାଧ ଗଛକଟା, ଶିକାରୀମାନଙ୍କର ପ୍ରବେଶ: ବନ୍ୟଜନ୍ତୁ ଗାଁମୁହାଁ
ହାଟଡିହୀ,୧୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବିଦ୍ୟାଧରପୁର ହରିଜନ ସାହିରୁ ରବିବାର ଏକ ହରିଣ ଉଦ୍ଧାର କରାଯାଇଛି । କାୈଣସି କାରଣବଶତଃ ହରିଣଟି ଗାଁ ଭିତରକୁ ପଶି ଆସିଥିଲା। ଗାଁ ଲୋକେ ହରିଣକୁ ଉଦ୍ଧାର କରି ବନ କର୍ମଚାରୀଙ୍କୁ ଖବର…
ବକେୟା ଦରମା ଦାବିରେ ଓଏସ୍ଆରଟିସି କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଭଞ୍ଜନଗର,୧୨।୫(ଡି.ଏନ୍.ଏ.): ୭ ମାସର ବକେୟା ଦରମା ପ୍ରଦାନ ଦାବିରେ ଭଞ୍ଜନଗର ଓଏସ୍ଆରଟିସିର ଠିକା କର୍ମଚାରୀମାନେ ରବିବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଫଳରେ ଭଞ୍ଜନଗର…
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ପରିବାରର ୬ ବଖରା
ଭଞ୍ଜନଗର,୧୨।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ତହସିଲ ଅନ୍ତର୍ଗତ ଗାୟଗଣ୍ଡାରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୬ ବଖରା ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଏଥିରେ ରଞ୍ଜୁ ବେହେରା, ଅମ୍ବିକା…
ରାତି ୭ଟା ସୁଦ୍ଧା ୭୧.୧% ମତଦାନ
ଢେଙ୍କାନାଳ ଅଫିସ, ୨୪।୪- ତୃତୀୟ ପର୍ଯ୍ୟାୟ ନିର୍ବାଚନର ଯବନିକା ପଡ଼ିଛି। ଢେଙ୍କାନାଳ ଲୋକ ସଭା ସମେତ ଜିଲାର ୪ ନିର୍ବାଚନମଣ୍ଡଳୀର ୩୯ ପ୍ରାର୍ଥୀଙ୍କ ଭାଗ୍ୟ କଏଦ ହୋଇଛି ଇଭିଏମ୍ରେ। ଏହି ଭାଗ୍ୟ ପେଡ଼ି ଖୋଲିବ ମେ ୨୩ ଭୋଟଗଣତି ଦିନ। ସନ୍ଧ୍ୟା…
ଅନୁଗୋଳ ଜିଲାରେ ୭୦ ପ୍ରତିଶତ ମତଦାନ: ଇଭିଏମ୍ରେ ସିଲ୍ ୪୨ ପ୍ରାର୍ଥୀଙ୍କ ଭାଗ୍ୟ
ଅନୁଗୋଳ ଅଫିସ, ୨୪।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ମତଦାନ ଶେଷ ହୋଇଛି। ରାତି ପ୍ରାୟ ୧୧ଟା ପର୍ଯ୍ୟନ୍ତ ବିଭିନ୍ନ ବୁଥ୍ରେ ମତଦାନ ହୋଇଥିଲା। କେତେକରେ ଇଭିଏମ୍ରେ ତ୍ରୁଟି ଯୋଗୁ ବିଳମ୍ବ ହୋଇଥିବା ବେଳେ ଆଉ କେତେକ ବୁଥରେ ସମୟ…
ଇଭିଏମ୍ରେ ତ୍ରୁଟି, ପରିଚାଳନାରେ ଅବ୍ୟବସ୍ଥା: ବହୁ ବୁଥ୍ରେ ମତଦାନ ବିଳମ୍ବିତ
ଅନୁଗୋଳ ଅଫିସ/ ବଅଁରପାଳ/ ପାଲଲହଡ଼ା/ ଛେଣ୍ଡିପଦା/ ବଇଣ୍ଡା/ ଆଠମଲ୍ଲିକ/ ତାଳଚେର, ୨୪।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ହୋଇଥିବା ମୋଟ୍ ୧୧୬୩ ବୁଥ୍ ମଧ୍ୟରୁ ଅନେକ ସ୍ଥାନରେ ଇଭିଏମ୍ରେ ତ୍ରୁଟି ଓ ପରିଚାଳନାଗତ ଅବ୍ୟବସ୍ଥା ପରିଲକ୍ଷିତ ହୋଇଥିଲା। ଭୋଟରମାନେ ସକାଳୁ ଦୀର୍ଘ…
ମାଓବାଦୀ ପ୍ରବଣ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ମତଦାନ
ଅନୁଗୋଳ ଅଫିସ, ୨୪।୪- ଅନୁଗୋଳ ଜିଲାର ମାଓବାଦୀ ପ୍ରବଣ ଅଞ୍ଚଳରେ ଥିବା ୨୭ଟି ବୁଥ୍ରେ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। କଁା ଭଁା ମତଦାନ କେନ୍ଦ୍ରରେ ଛୋଟ ଛୋଟ ନିର୍ବାଚନୀ ହିଂସା ଦେଖା ଦେଇଥିଲା। ତେବେ ମୋଟାମୋଟି ଭାବେ ଜିଲାରେ…
ମତଦାତାଙ୍କୁ ଟାଣିଲା ମଡେଲ ବୁଥ୍
କାମାକ୍ଷାନଗର, ୨୪।୪(ଡି.ଏନ୍.ଏ.)- ସାରା ରାଜ୍ୟରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍), ଭିଭିପିଏଟିରେ ଯାନ୍ତ୍ରିକ ତ୍ରୁଟି ମତଦାତାଙ୍କ ମନରେ ଅସନ୍ତୋଷକୁ ଦ୍ୱିଗୁଣିତ କରିଥିବାବେଳେ ଆଦର୍ଶ ବୁଥରେ କିନ୍ତୁ ଦେଖିବାକୁ ମିଳିଥିଲା ଭିନ୍ନ ମାହୋଲ। କାମାକ୍ଷାନଗର ଏନ୍ଏସିରେ ହୋଇଥିବା ଆଦର୍ଶ ବୁଥ୍ରେ ଏମିତି କିଛି…
ବିଭ୍ରାଟ ଭିତରେ ଭୋଟ: ଯାନ୍ତ୍ରିକ ତ୍ରୁଟି, ତାତି, କାଳବୈଶାଖୀ
ଢେଙ୍କାନାଳ ଅଫିସ/ ପରଜଙ୍ଗ/କାମାକ୍ଷାନଗର (ଡି.ଏନ୍.ଏ.), ୨୪।୪- ସକାଳେ ଇଭିଏମ୍ରେ ଯାନ୍ତ୍ରିକ ତ୍ରୁଟି, ମଧ୍ୟାହ୍ନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆଉ ଅପରାହ୍ନରେ କାଳବୈଶାଖୀ ଝଡ଼ବର୍ଷା, ଢେଙ୍କାନାଳ ଜିଲାର ଭୋଟରଙ୍କ ଉତ୍ସାହକୁ କମାଇପାରିନାହିଁ। ହେଲେ ମତଦାନ କେନ୍ଦ୍ରରେ ଦେଖାଦେଇଥିବା ଅବ୍ୟବସ୍ଥାକୁ ନେଇ କେତେକ ସ୍ଥାନରେ ଅସନ୍ତୋଷ…
Archives


