ଆଞ୍ଚଳିକ ଖବର

ଝିଅ ବାହାଘର ପାଇଁ ଥିବା ସୁନାଅଳଙ୍କାର ଚୋରି ଘଟଣା: ୪ ଅଭିଯୁକ୍ତ ଗିରଫ; ଅଳଙ୍କାର, ଟଙ୍କା ଜବତ

ଭାପୁର/ଖଣ୍ଡପଡା,୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)- ଭାପୁର ଅଞ୍ଚଳରେ ଜଣେ ବ୍ୟକ୍ତି ଝିଅର ବାହାଘର ପାଇଁ ରଖିଥିବା ଲକ୍ଷାଧିକ ଟଙ୍କା ଓ ସୁନା, ରୂପା ଗହଣା ଚୋରି ହେବା ଘଟଣାରେ ଫତେଗଡ଼ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଚୋରି ହୋଇଥିବା ସାମଗ୍ରୀକୁ ଜବତ କରି…

ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲା: ମହିଳାଙ୍କ ସମେତ ୪ଜଣଙ୍କୁ ଆଜୀବନ କାରାଦଣ୍ଡ

ନୟାଗଡ଼ ଅଫିସ,୨ା୬- ୨୦୧୬ରେ ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲାର ଶୁଣାଣି କରି ଶନିବାର ନୟାଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ସେମାନେ ହେଲେ ଓଡ଼ଗାଁ…

ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୫୮ ପ୍ରତିଶତ

ନୟାଗଡ଼ ଅଫିସ,୨ା୬-ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ (ଯୁକ୍ତ ୩ ଶେଷବର୍ଷ) ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ପୂର୍ବାହ୍ନ ୧୦ଟା ୩୦ରେ ଅଧ୍ୟକ୍ଷା ଡ. ବିଜୟଲକ୍ଷ୍ମୀ ପରିଡ଼ା ପରୀକ୍ଷାଫଳ ଘୋଷଣା କରିଛନ୍ତି। କଳା, ବିଜ୍ଞାନ ଓ ବାଣିଜ୍ୟରେ ମୋଟ ୭୨୦ ଛାତ୍ରୀଛାତ୍ର ପରୀକ୍ଷା…

ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ ଯିବେ ବୋଲି ଏକ ବୈଠକ କରି ନିଷ୍ପତ୍ତି ନେଇଛନ୍ତି। ଜିଲାରେ ସିବିଏସଇ ସିଲାବସ୍‌ ଅନୁଯାୟୀ…

ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି।…

ଓଡ଼ିଶା ବିଧାନସଭା ଟ୍ରେଣ୍ଡ୍‌: ବିଜେଡି ୭୫, ଭାଜପା ୨୩, କଂଗ୍ରେସ ୯ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ୧୪୬ଟି ବିଧାନସଭା ଆସନ ମଧ୍ୟରୁ ୧୦୮ଟି ଫଳାଫଳ ସାମ୍ନାକୁ ଆସୁଛି। ଏହି ସବୁ ଆସନରେ ଏବେବି ଗଣତି ଚାଲିଥିବା ବେଳେ ୭୫ଟି ଆସନରେ ବିଜେଡି ଆଗରେ ରହିଥିବାବେଳେ ଭାଜପା ୨୩ଟି, କଂଗ୍ରେସ ୯ଟି ଏବଂ ଅନ୍ୟାନ୍ୟ…

ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ ରହିଛି।…

ପ୍ରଣବ କୁମାର ଦାସ ପ୍ରମୁଖ ସିସିଆଇଟି ନିଯୁକ୍ତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌)ର ଓଡ଼ିଆ ଅଧିକାରୀ ପ୍ରଣବ କୁମାର ଦାସ ପ୍ରିନ୍ସିପାଲ ଚିଫ୍‌ କମିଶନର ଅଫ୍‌ ଇନ୍‌କମ୍‌ ଟ୍ୟାକ୍ସ(ପିଆର. ସିସିଆଇଟି) ଭାବେ ପଦୋନ୍ନତି ସହ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟରେ ନିଯୁକ୍ତି ପାଇଛନ୍ତି। ପ୍ରଣବଙ୍କ ନିଯୁକ୍ତି ନେଇ ଚଳିତ ମାସ…

ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍‌ଧାରୀଙ୍କୁ ଝଟକା

ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍‌ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି…

ଗ୍ରାମବାସୀଙ୍କ ଦ୍ବାରା ଚୋରା ଝାଉଁ କାଠ ଜବତ

ବାହାନଗା,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବରିପଦା ପଞ୍ଚାୟତର ଅଟାସପୁର ଛକରୁ ରବିବାର ବେଆଇନ ଝାଉଁ କାଠ ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ବାରା ଜବତ କରାଯାଇଛି। ଏ ନେଇ ଗ୍ରାମବାସୀ ଫରେଷ୍ଟ ଗାର୍ଡଙ୍କୁ ଖବର ଦେଇଥିଲେ ସୁଦ୍ଧା ଏଯାବତ୍‌ ଘଟଣାସ୍ଥଳରେ ସେମାନେ…

ଅବାଧ ଗଛକଟା, ଶିକାରୀମାନଙ୍କର ପ୍ରବେଶ: ବନ୍ୟଜନ୍ତୁ ଗାଁମୁହାଁ

ହାଟଡିହୀ,୧୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବିଦ୍ୟାଧରପୁର ହରିଜନ ସାହିରୁ ରବିବାର ଏକ ହରିଣ ଉଦ୍ଧାର କରାଯାଇଛି । କାୈଣସି କାରଣବଶତଃ ହରିଣଟି ଗାଁ ଭିତରକୁ ପଶି ଆସିଥିଲା। ଗାଁ ଲୋକେ ହରିଣକୁ ଉଦ୍ଧାର କରି ବନ କର୍ମଚାରୀଙ୍କୁ ଖବର…

ବକେୟା ଦରମା ଦାବିରେ ଓଏସ୍‌ଆରଟିସି କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ୭ ମାସର ବକେୟା ଦରମା ପ୍ରଦାନ ଦାବିରେ ଭଞ୍ଜନଗର ଓଏସ୍‌ଆରଟିସିର ଠିକା କର୍ମଚାରୀମାନେ ରବିବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଫଳରେ ଭଞ୍ଜନଗର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri