ଆଞ୍ଚଳିକ ଖବର

ଭୋଟର ଲିଷ୍ଟରେ ଡିଲିଟ ଷ୍ଟାମ୍ପ: ୪ଘଣ୍ଟା ଅପେକ୍ଷା କଲେ, ଭୋଟ ନ ଦେଇ ଫେରିଲେ

ପରଜଙ୍ଗ, ୨୪।୪(ଡି.ଏନ୍‌.ଏ.)- ସକାଳ ୭ଟାରୁ ଅପେକ୍ଷା କରିଥିଲେ ଭୋଟ ଦେବାକୁ। ଦୀର୍ଘ ୪ ଘଣ୍ଟା ପରେ ବୁଥ୍‌ ଭିତରକୁ ଯିବାକୁ ମିଳିଲା ସୁଯୋଗ। ତଥାପି ମନରେ ନ ଥିଲା ସାମାନ୍ୟ ଅନୁଶୋଚନା କି କ୍ଷୋଭ। ହେଲେ ଭୋଟର ଲିଷ୍ଟ ଉପରେ ବାଜିଥିବା…

ଟ୍ରେନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଧାରଣା କ୍ଷତିଗ୍ରସ୍ତ: ୬ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଓଡ଼ାପଡ଼ା, ୨୪।୪(ଡି.ଏନ.ଏ)- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଙ୍ଗୁରସିଂହ ରେଳଫାଟକ ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ଇଞ୍ଜିନ୍‌ରେ ଯାନ୍ତ୍ରିକ ତ୍ରୁଟି କାରଣରୁ ରେଳଧାରଣା କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଦୀର୍ଘ ୬ଘଣ୍ଟା…

କାହାଠୁ ଟିକେଟ ନେଇ ଲଢ଼ିବାକୁ ଚାହୁଁନି: ତଥାଗତ

ଢେଙ୍କାନାଳ ଅଫିସ, ୨୪।୪- ସାଧାରଣ ନିର୍ବାଚନ-୨୦୧୯ରୁ ନିଜକୁ ଦୂରେଇ ରଖିଥିବା ବରିଷ୍ଠ ବିଜେଡି ନେତା ତଥା ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀ ମଙ୍ଗଳବାର କୁଞ୍ଜକାନ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମତଦାନ କେନ୍ଦ୍ରକୁ ଭୋଟ ଦେବାକୁ ଆସିଥିଲେ। ଏହି ଅବସରରେ ସେ ଗଣମାଧ୍ୟମ…

ଖୁସି ବ୍ୟକ୍ତ କଲେ ଯୁବ ଭୋଟର

ଅନୁଗୋଳ ଅଫିସ, ୨୪।୪-ପ୍ରଥମ ଥର ପାଇଁ ଭୋଟ୍‌ ଦେବେ। ସେଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଥିଲା। କାଳେ କିଛି ଭୁଲ ହୋଇଯିବ ତାହାକୁ ନେଇ ମନରେ ଭୟ ବି ଟିକେ ଥିଲା। ହେଲେ ନିର୍ଭୁଲ ଭାବେ ଭୋଟ୍‌ ଦେବା…

ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ

ବଇଣ୍ଡା, ୨୩ା୪(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟରେ ମାନସିକ ଭିନ୍ନକ୍ଷମ ଆଲୋକ କୁଦେଇ(୨୮) ଭୋଟ ଦେଇଛନ୍ତି। ନୁନୁକାପଶି ଗ୍ରାମର ଆଲୋକ ପରିବାର ସହ ଭୋଟ ଦେବାକୁ ଆସିଥିଲେ। ଦୀର୍ଘ ଦିନ ହେଲା ସେ…

ପିଙ୍କ୍‌ ବୁଥ୍‌ରେ ଉତ୍ସାହ

ଢେଙ୍କାନାଳ ଅଫିସ/କାମାକ୍ଷାନଗର, (ଡି.ଏନ୍‌.ଏ.) ୨୪।୪- ସବୁ କ୍ଷେତ୍ରରେ ପୁରୁଷଙ୍କୁ ପଛରେ ଛାଡ଼ିଦେଲେଣି ମହିଳା। ସଶକ୍ତ ନାରୀ ଏବେ ଦେଶ ପ୍ରଗତିର ସାରଥି। ଗଣତନ୍ତ୍ରର ମହାନ୍‌ ପର୍ବରେ ପ୍ରଥମ ଥର ପରିକଳ୍ପନା କରାଯାଇଥିବା ପିଙ୍କ୍‌ ବୁଥ୍‌ରେ ଦେଖିବାକୁ ମିଳିଛି ଏହାର ଝଲକ। ଏଠାରେ…

କେନ୍ଦୁପତ୍ର ତୋଳାଳିଙ୍କ ପ୍ରାପ୍ୟ ଦେଉନାହାନ୍ତି କ୍ରୟକାରୀ ସଂସ୍ଥା: ଲାଇସେନ୍ସ ରଦ୍ଦ ପାଇଁ ଡିଏଫ୍‌ଓଙ୍କ ଚିଠି

ଜୟପୁର,୨୪।୪(ଡି.ଏନ୍‌.ଏ.) – ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ ଗ୍ରାମର କେନ୍ଦୁପତ୍ର ତୋଳାଳି ଏ ନେଇ ଡିଏଫ୍‌ଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାପରେ ଡିଏଫ୍‌ଓ…

ଅବ୍ୟବସ୍ଥା ଘେରରେ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ନୂଆଗାଁ,୨୪।୪(ଡି.ଏନ.ଏ.)-ନୟାଗଡ ଜିଲା ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ତା’ ଅଧୀନରେ ଥିବା ୪ ଗୋଟି ସରକାରୀ ଚିକିତ୍ସାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ରହିଛି। ଏଥିନେଇ ଅଞ୍ଚଳବାସୀ ଯେତେ ଅଭିଯୋଗ କଲେ ମଧ୍ୟ ସମସ୍ୟା ସମାଧାନ ହେଉନାହିଁ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ…

କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ: ୩ ବୁଥ୍‌ରେ ଉତ୍ତେଜନା : ଜଣେ ଆହତ, ୨ ଗିରଫ

କୃଷ୍ଣପ୍ରସାଦ,୨୪ା୪(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ମଙ୍ଗଳବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି| ଭୋଟ ଆରମ୍ଭରୁ ହିଁ ମୋଟ ୮୭ ବୁଥ୍‌ରେ ମତଦାତାଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ା ମଧ୍ୟାହ୍ନରେ  ରୌଦ୍ରତାପ ବୃଦ୍ଧି ପାଇବା ଆଶଙ୍କା ଯୋଗୁ ଏବଂ…

ଟାଙ୍ଗୀ ବ୍ଲକ: ଇଭିଏମ୍‌ରେ ତ୍ରୁଟି ନେଇ ଉତ୍ତେଜନା; ପ୍ରଶାସନିକ ହସ୍ତକ୍ଷେପ ଯୋଗୁ ଶୃଙ୍ଖଳିତ ମତଦାନ

ଟାଙ୍ଗୀ(ଖୋର୍ଦ୍ଧା),୨୪ା୪(ଡି.ଏନ.ଏ.)-ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ ବ୍ଲକସ୍ଥିତ ୧୪୨ଟି ମତଦାନ କେନ୍ଦ୍ରରେ ମଙ୍ଗଳବାର ଶୃଙ୍ଖଳିତ ଭାବେ ମତଦାନ  ଶେଷହୋଇଛି। ତେବେ କନ୍ତଳବାଇ ପଞ୍ଚାୟତସ୍ଥ ୧୮୨ ନଂ ବୁଥ୍‌ ଇଭିଏମ୍‌ରେ ତ୍ରୁଟି ଦେଖାଦେବାରୁ ଭୋଟ ଗ୍ରହଣରେ ବିଳମ୍ବ ନେଇ ଭୋଟର୍‌ଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ…

ଟ୍ରାଫିକ୍‌ ନିୟନ୍ତ୍ରଣକୁ ଧ୍ୟାନ ଦେଉନି ପୋଲିସ

ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ ଅସ୍ଥାୟୀ ପୀଠକୁ ଦର୍ଶନ ପାଇଁ ଆସୁଛନ୍ତି। ଏହା ସହିତ ଦକ୍ଷିଣ ଓଡ଼ିଶା, ପଡ଼ୋଶୀ ଆନ୍ଧ୍ରପ୍ରଦେଶ, ପୁରୀ ଓ…

ମାଓବାଦୀ ଅଞ୍ଚଳରୁ ଗାଡ଼ି ଆଣିଲେ ମାଲିକ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୪ା୪ -କନ୍ଧମାଳ ଜିଲାରେ ନିର୍ବାଚନ ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଯୋଗୁ ସେସବୁ ଅଞ୍ଚଳରେ ନିୟୋଜିତ ଗାଡି ନିର୍ବାଚନ ପରେ ଆସିପାରି ନଥିଲା। କର୍ମଚାରୀଙ୍କୁ ଜଞ୍ଚଲ ରାସ୍ତାରେ ସୁରକ୍ଷାକର୍ମୀ ଆଣି ନିର୍ବାଚନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଏହାପରେ ପ୍ରଶାସନ ସେ ସବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri