ଆଞ୍ଚଳିକ ଖବର

ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ

ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ…

ପୋଲିସ ପରିଚୟ ଦେଇ ଯୁବକଙ୍କୁ ଅପହରଣ ଅଭିଯୋଗ

ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ  ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ  ପରିଚୟ ଦେଇ ବନ୍ଧୁକ ଦେଖାଇ ଅପହରଣ କରି ନିସ୍ତୁକ ମାଡ଼ ମାରିଥିବା ଗୋଳନ୍ଥରା ଥାନାରେ ମଙ୍ଗଳବାର ରାତି ପ୍ରାୟ…

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) – ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ…

ଖରାଛୁଟିରେ ରୋଜଗାର

ବାଲେଶ୍ୱର ଅଫିସ, ୨୪।୪-ଏବେ ଚାଲିଛି ଖରାଛୁଟି। ଏହି ସମୟରେ ସାଧାରଣତଃ ପିଲାମାନେ ମଉଜମସ୍ତି କରିବାରେ ବ୍ୟସ୍ତ ରହିଥାନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ମିତ୍ରପୁର ଅଞ୍ଚଳରେ କେତେକ ପିଲା ରାସ୍ତାକଡରେ କୋଳି ବିକ୍ରି କରି ରୋଜଗାର କରୁଥିବା ଦେଖିବାକୁ ମିଳିଛି।…

ମିଳୁନି ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପ୍ରୋତ୍ସାହନ ରାଶି, ହିତାଧିକାରୀ ନିରାଶ

କୁଆଁରମୁଣ୍ଡା, ୨୪।୪(ଡି.ଏନ.ଏ.)-ଗ୍ରାମାଞ୍ଚଳର ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ଗରିବ ପରିବାରକୁ ଚିହ୍ନଟ କରାଯାଇ ସରକାରଙ୍କ ବିଭିନ୍ନ ଯୋଜନାରେ କଂକ୍ରିଟ ଛାତ ଘର ନିର୍ମାଣ ନିମନ୍ତେ ସରକାରୀ ସହାୟତା ପ୍ରଦାନ କରାଯାଉଛି। ପୁଣି ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ଯଦି ହିତାଧିକାରୀ…

ପୁସ୍ତକ ମଣିଷର ଅନ୍ତରଙ୍ଗ ବନ୍ଧୁ

ସୋନପୁର,୨୪।୪(ନି.ପ୍ର.)- ଦୁଃଖ ଓ ସୁଖ ସମୟରେ ପୁସ୍ତକ ସାଥି ହୋଇଥାଏ। ପୁସ୍ତକ ପଢିଲେ ଜ୍ଞାନ ବଢେ, ଆତ୍ମ ସନ୍ତୋଷ ମିଳେ। ଦୁଶ୍ଚିନ୍ତା ଦୂର ହୁଏ। ତେଣୁ ପୁସ୍ତକ ହିଁ ମଣିଷର ଅନ୍ତରଙ୍ଗ ବନ୍ଧୁ ବୋଲି ବିଶ୍ୱ ପୁସ୍ତକ ଦିବସ ଅବସରରେ ବହୁ…

କାମେ ନାଇଁ ଆଏବାର ସ୍ବଜଳଧାରା ପ୍ରକଳ୍ପ: ପାଏନ୍‌ ଲାଗି ଗୁଲଗୁଲା ଦେଣ୍ଡୁପଦରବାସୀ

ବିନିକା, ୨୪ା୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ର ଦେଣ୍ଡୁପଦର ଗାଁ। ୨ଟା ଓ୍ବାର୍ଡ ଥିବାର ଇ ଗଁାରେ ପାଖାପାଖି ୮ଶହ ଲୋକ୍‌ ବାସ୍‌ କରୁଛନ୍‌। ଗଁାରେ ଗଲା ୧୨ ବଛର ହେଲା ପିଇଲା ପାଏନ୍‌ ସମସିଆ ଲାଗିରହିଥିଲେ ବି…

ସିନାପାଲି ବ୍ଲକରେ ଆବାସ ଯୋଜନା ବାଟବନା

ନୂଆପଡା ଅଫିସ,୨୪ା୪- ସରକାର ସବୁ ଗରିବ୍‌ ପରିବାରକେ ପକାଘର ଆର ଜମି ପଟ୍ଟା ଦେବାର ବେବସ୍‌ତା କରୁଛନ୍‌। ହେଲେ ବହୁତ୍‌ ଜାଗାରେ ଇ ସବୁ ଯୋଜନା କାଗଜ କଲମରେ ସୀମିତ ହେଇ ରହିଯାଉଛେ। ଯେନ୍‌ଥିରଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ…

ବଡ଼ଭାଇ ଟାଙ୍ଗିଆ ଚୋଟରେ ସାନଭାଇ ଗୁରୁତର

ଝାରସୁଗୁଡା ଅଫିସ୍‌/ ଲଖନପୁର, ୨୪।୪(ଡି.ଏନ୍‌.ଏ)-ଝାରସୁଗୁଡା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଆର୍‌ଆର୍‌ କଲୋନୀରେ ମଙ୍ଗଳବାର ସକାଳ ସାଢେ ୭ଟାରେ ବଡ଼ଭାଇ ସୁଶିଲ ଧୁରୁଆଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ସୁରେଶ ଧୁରୁଆ(୩୫)ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ପ୍ରଥମେ ଝାରସୁଗୁଡା ଜିଲା ମୁଖ୍ୟଚିକିତ୍ସାଳୟରେ…

ଋତୁ ଶାଗ୍‌ କୁଲେରର ଚାହିଦା କାହିଁରେ କେତେ

ପଦ୍ମପୁର, ୨୪।୪ (ଡି.ଏନ.ଏ)-  ପଶ୍ଚିମ ଓଡ଼ିଶାର ଅନେକ ଜିଲା ଆଦିବାସୀ ବହୁଲ। ଇଠାନେ ଭିନେ ଭିନେ ସମିଆରେ ଅନେକ କିସମର ସାଗ୍‌, ଫଲମୂଲ, କଁଦା ଖାଏବାକେ ମିଲସି। ଯେନ୍‌ଥିର ସୁଆଦ୍‌ ବି ଭିନେ କିସମର। ଏନ୍‌ତା ଖରାଦିନେ ମିଲୁଥିବାର ଗୁଟେ ଶାଗ୍‌…

୪ ଶିଶୁ ଶ୍ରମିକଙ୍କୁ ବିହାରରୁ ଉଦ୍ଧାର କରିବ ଶିଶୁ କଲ୍ୟାଣ ସମିତି

ପାରଳାଖେମୁଣ୍ଡି, ୧୯।୪ (ସ୍ବ.ପ୍ର.) – ଗଜପତି ଜିଲା ସଦର ପାରଳାଖେମୁଣ୍ଡିସ୍ଥିତ ଶିଶୁ କଲ୍ୟାଣ ସମିତି ପକ୍ଷରୁ ବିହାରରେ ଥିବା ୪ଜଣ ଶିଶୁ ଶ୍ରମିକଙ୍କୁ ଆଣିବା ପାଇଁ ବ୍ୟବସ୍ଥା ହେଉଥିବା ଶିଶୁକଲ୍ୟାଣ ସମିତି ପକ୍ଷରୁ କୁହାଯାଇଛି। ଏହି ଶିଶୁମାନେ ସେଠାରେ ନିର୍ଯାତିତ ହେଉଥିବା…

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଅନୁଗୋଳ ଅଫିସ, ୧୯।୪- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଶେଷ ହୋଇଥିବାରୁ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଜୋର ଧରିଛି। ଇତିମଧ୍ୟରେ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୩ ଦିନ ବାକି ରହିଛି। ୨୩ ତାରିଖରେ ଭୋଟ୍‌ ଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri