ଖୁସି ବ୍ୟକ୍ତ କଲେ ଯୁବ ଭୋଟର
ଅନୁଗୋଳ ଅଫିସ, ୨୪।୪-ପ୍ରଥମ ଥର ପାଇଁ ଭୋଟ୍ ଦେବେ। ସେଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ ଥିଲା। କାଳେ କିଛି ଭୁଲ ହୋଇଯିବ ତାହାକୁ ନେଇ ମନରେ ଭୟ ବି ଟିକେ ଥିଲା। ହେଲେ ନିର୍ଭୁଲ ଭାବେ ଭୋଟ୍ ଦେବା…
ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ
ବଇଣ୍ଡା, ୨୩ା୪(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟରେ ମାନସିକ ଭିନ୍ନକ୍ଷମ ଆଲୋକ କୁଦେଇ(୨୮) ଭୋଟ ଦେଇଛନ୍ତି। ନୁନୁକାପଶି ଗ୍ରାମର ଆଲୋକ ପରିବାର ସହ ଭୋଟ ଦେବାକୁ ଆସିଥିଲେ। ଦୀର୍ଘ ଦିନ ହେଲା ସେ…
ପିଙ୍କ୍ ବୁଥ୍ରେ ଉତ୍ସାହ
ଢେଙ୍କାନାଳ ଅଫିସ/କାମାକ୍ଷାନଗର, (ଡି.ଏନ୍.ଏ.) ୨୪।୪- ସବୁ କ୍ଷେତ୍ରରେ ପୁରୁଷଙ୍କୁ ପଛରେ ଛାଡ଼ିଦେଲେଣି ମହିଳା। ସଶକ୍ତ ନାରୀ ଏବେ ଦେଶ ପ୍ରଗତିର ସାରଥି। ଗଣତନ୍ତ୍ରର ମହାନ୍ ପର୍ବରେ ପ୍ରଥମ ଥର ପରିକଳ୍ପନା କରାଯାଇଥିବା ପିଙ୍କ୍ ବୁଥ୍ରେ ଦେଖିବାକୁ ମିଳିଛି ଏହାର ଝଲକ। ଏଠାରେ…
କେନ୍ଦୁପତ୍ର ତୋଳାଳିଙ୍କ ପ୍ରାପ୍ୟ ଦେଉନାହାନ୍ତି କ୍ରୟକାରୀ ସଂସ୍ଥା: ଲାଇସେନ୍ସ ରଦ୍ଦ ପାଇଁ ଡିଏଫ୍ଓଙ୍କ ଚିଠି
ଜୟପୁର,୨୪।୪(ଡି.ଏନ୍.ଏ.) – ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ ଗ୍ରାମର କେନ୍ଦୁପତ୍ର ତୋଳାଳି ଏ ନେଇ ଡିଏଫ୍ଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାପରେ ଡିଏଫ୍ଓ…
ଅବ୍ୟବସ୍ଥା ଘେରରେ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର
ନୂଆଗାଁ,୨୪।୪(ଡି.ଏନ.ଏ.)-ନୟାଗଡ ଜିଲା ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ତା’ ଅଧୀନରେ ଥିବା ୪ ଗୋଟି ସରକାରୀ ଚିକିତ୍ସାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ରହିଛି। ଏଥିନେଇ ଅଞ୍ଚଳବାସୀ ଯେତେ ଅଭିଯୋଗ କଲେ ମଧ୍ୟ ସମସ୍ୟା ସମାଧାନ ହେଉନାହିଁ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ…
କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ: ୩ ବୁଥ୍ରେ ଉତ୍ତେଜନା : ଜଣେ ଆହତ, ୨ ଗିରଫ
କୃଷ୍ଣପ୍ରସାଦ,୨୪ା୪(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ମଙ୍ଗଳବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି| ଭୋଟ ଆରମ୍ଭରୁ ହିଁ ମୋଟ ୮୭ ବୁଥ୍ରେ ମତଦାତାଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ା ମଧ୍ୟାହ୍ନରେ ରୌଦ୍ରତାପ ବୃଦ୍ଧି ପାଇବା ଆଶଙ୍କା ଯୋଗୁ ଏବଂ…
ଟାଙ୍ଗୀ ବ୍ଲକ: ଇଭିଏମ୍ରେ ତ୍ରୁଟି ନେଇ ଉତ୍ତେଜନା; ପ୍ରଶାସନିକ ହସ୍ତକ୍ଷେପ ଯୋଗୁ ଶୃଙ୍ଖଳିତ ମତଦାନ
ଟାଙ୍ଗୀ(ଖୋର୍ଦ୍ଧା),୨୪ା୪(ଡି.ଏନ.ଏ.)-ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ ବ୍ଲକସ୍ଥିତ ୧୪୨ଟି ମତଦାନ କେନ୍ଦ୍ରରେ ମଙ୍ଗଳବାର ଶୃଙ୍ଖଳିତ ଭାବେ ମତଦାନ ଶେଷହୋଇଛି। ତେବେ କନ୍ତଳବାଇ ପଞ୍ଚାୟତସ୍ଥ ୧୮୨ ନଂ ବୁଥ୍ ଇଭିଏମ୍ରେ ତ୍ରୁଟି ଦେଖାଦେବାରୁ ଭୋଟ ଗ୍ରହଣରେ ବିଳମ୍ବ ନେଇ ଭୋଟର୍ଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ…
ଟ୍ରାଫିକ୍ ନିୟନ୍ତ୍ରଣକୁ ଧ୍ୟାନ ଦେଉନି ପୋଲିସ
ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ ଅସ୍ଥାୟୀ ପୀଠକୁ ଦର୍ଶନ ପାଇଁ ଆସୁଛନ୍ତି। ଏହା ସହିତ ଦକ୍ଷିଣ ଓଡ଼ିଶା, ପଡ଼ୋଶୀ…
ମାଓବାଦୀ ଅଞ୍ଚଳରୁ ଗାଡ଼ି ଆଣିଲେ ମାଲିକ
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୪ା୪ -କନ୍ଧମାଳ ଜିଲାରେ ନିର୍ବାଚନ ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଯୋଗୁ ସେସବୁ ଅଞ୍ଚଳରେ ନିୟୋଜିତ ଗାଡି ନିର୍ବାଚନ ପରେ ଆସିପାରି ନଥିଲା। କର୍ମଚାରୀଙ୍କୁ ଜଞ୍ଚଲ ରାସ୍ତାରେ ସୁରକ୍ଷାକର୍ମୀ ଆଣି ନିର୍ବାଚନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଏହାପରେ ପ୍ରଶାସନ ସେ ସବୁ…
ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ
ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ…
ପୋଲିସ ପରିଚୟ ଦେଇ ଯୁବକଙ୍କୁ ଅପହରଣ ଅଭିଯୋଗ
ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ ପରିଚୟ ଦେଇ ବନ୍ଧୁକ ଦେଖାଇ ଅପହରଣ କରି ନିସ୍ତୁକ ମାଡ଼ ମାରିଥିବା ଗୋଳନ୍ଥରା ଥାନାରେ ମଙ୍ଗଳବାର ରାତି ପ୍ରାୟ…
ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’
ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) – ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ…

