ଆଞ୍ଚଳିକ ଖବର

ଖରାଛୁଟିରେ ରୋଜଗାର

ବାଲେଶ୍ୱର ଅଫିସ, ୨୪।୪-ଏବେ ଚାଲିଛି ଖରାଛୁଟି। ଏହି ସମୟରେ ସାଧାରଣତଃ ପିଲାମାନେ ମଉଜମସ୍ତି କରିବାରେ ବ୍ୟସ୍ତ ରହିଥାନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ମିତ୍ରପୁର ଅଞ୍ଚଳରେ କେତେକ ପିଲା ରାସ୍ତାକଡରେ କୋଳି ବିକ୍ରି କରି ରୋଜଗାର କରୁଥିବା ଦେଖିବାକୁ ମିଳିଛି।…

ମିଳୁନି ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପ୍ରୋତ୍ସାହନ ରାଶି, ହିତାଧିକାରୀ ନିରାଶ

କୁଆଁରମୁଣ୍ଡା, ୨୪।୪(ଡି.ଏନ.ଏ.)-ଗ୍ରାମାଞ୍ଚଳର ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ଗରିବ ପରିବାରକୁ ଚିହ୍ନଟ କରାଯାଇ ସରକାରଙ୍କ ବିଭିନ୍ନ ଯୋଜନାରେ କଂକ୍ରିଟ ଛାତ ଘର ନିର୍ମାଣ ନିମନ୍ତେ ସରକାରୀ ସହାୟତା ପ୍ରଦାନ କରାଯାଉଛି। ପୁଣି ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ଯଦି ହିତାଧିକାରୀ…

ପୁସ୍ତକ ମଣିଷର ଅନ୍ତରଙ୍ଗ ବନ୍ଧୁ

ସୋନପୁର,୨୪।୪(ନି.ପ୍ର.)- ଦୁଃଖ ଓ ସୁଖ ସମୟରେ ପୁସ୍ତକ ସାଥି ହୋଇଥାଏ। ପୁସ୍ତକ ପଢିଲେ ଜ୍ଞାନ ବଢେ, ଆତ୍ମ ସନ୍ତୋଷ ମିଳେ। ଦୁଶ୍ଚିନ୍ତା ଦୂର ହୁଏ। ତେଣୁ ପୁସ୍ତକ ହିଁ ମଣିଷର ଅନ୍ତରଙ୍ଗ ବନ୍ଧୁ ବୋଲି ବିଶ୍ୱ ପୁସ୍ତକ ଦିବସ ଅବସରରେ ବହୁ…

କାମେ ନାଇଁ ଆଏବାର ସ୍ବଜଳଧାରା ପ୍ରକଳ୍ପ: ପାଏନ୍‌ ଲାଗି ଗୁଲଗୁଲା ଦେଣ୍ଡୁପଦରବାସୀ

ବିନିକା, ୨୪ା୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ର ଦେଣ୍ଡୁପଦର ଗାଁ। ୨ଟା ଓ୍ବାର୍ଡ ଥିବାର ଇ ଗଁାରେ ପାଖାପାଖି ୮ଶହ ଲୋକ୍‌ ବାସ୍‌ କରୁଛନ୍‌। ଗଁାରେ ଗଲା ୧୨ ବଛର ହେଲା ପିଇଲା ପାଏନ୍‌ ସମସିଆ ଲାଗିରହିଥିଲେ ବି…

ସିନାପାଲି ବ୍ଲକରେ ଆବାସ ଯୋଜନା ବାଟବନା

ନୂଆପଡା ଅଫିସ,୨୪ା୪- ସରକାର ସବୁ ଗରିବ୍‌ ପରିବାରକେ ପକାଘର ଆର ଜମି ପଟ୍ଟା ଦେବାର ବେବସ୍‌ତା କରୁଛନ୍‌। ହେଲେ ବହୁତ୍‌ ଜାଗାରେ ଇ ସବୁ ଯୋଜନା କାଗଜ କଲମରେ ସୀମିତ ହେଇ ରହିଯାଉଛେ। ଯେନ୍‌ଥିରଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ…

ବଡ଼ଭାଇ ଟାଙ୍ଗିଆ ଚୋଟରେ ସାନଭାଇ ଗୁରୁତର

ଝାରସୁଗୁଡା ଅଫିସ୍‌/ ଲଖନପୁର, ୨୪।୪(ଡି.ଏନ୍‌.ଏ)-ଝାରସୁଗୁଡା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଆର୍‌ଆର୍‌ କଲୋନୀରେ ମଙ୍ଗଳବାର ସକାଳ ସାଢେ ୭ଟାରେ ବଡ଼ଭାଇ ସୁଶିଲ ଧୁରୁଆଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ସୁରେଶ ଧୁରୁଆ(୩୫)ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ପ୍ରଥମେ ଝାରସୁଗୁଡା ଜିଲା ମୁଖ୍ୟଚିକିତ୍ସାଳୟରେ…

ଋତୁ ଶାଗ୍‌ କୁଲେରର ଚାହିଦା କାହିଁରେ କେତେ

ପଦ୍ମପୁର, ୨୪।୪ (ଡି.ଏନ.ଏ)- ପଶ୍ଚିମ ଓଡ଼ିଶାର ଅନେକ ଜିଲା ଆଦିବାସୀ ବହୁଲ। ଇଠାନେ ଭିନେ ଭିନେ ସମିଆରେ ଅନେକ କିସମର ସାଗ୍‌, ଫଲମୂଲ, କଁଦା ଖାଏବାକେ ମିଲସି। ଯେନ୍‌ଥିର ସୁଆଦ୍‌ ବି ଭିନେ କିସମର। ଏନ୍‌ତା ଖରାଦିନେ ମିଲୁଥିବାର ଗୁଟେ ଶାଗ୍‌…

୪ ଶିଶୁ ଶ୍ରମିକଙ୍କୁ ବିହାରରୁ ଉଦ୍ଧାର କରିବ ଶିଶୁ କଲ୍ୟାଣ ସମିତି

ପାରଳାଖେମୁଣ୍ଡି, ୧୯।୪ (ସ୍ବ.ପ୍ର.) – ଗଜପତି ଜିଲା ସଦର ପାରଳାଖେମୁଣ୍ଡିସ୍ଥିତ ଶିଶୁ କଲ୍ୟାଣ ସମିତି ପକ୍ଷରୁ ବିହାରରେ ଥିବା ୪ଜଣ ଶିଶୁ ଶ୍ରମିକଙ୍କୁ ଆଣିବା ପାଇଁ ବ୍ୟବସ୍ଥା ହେଉଥିବା ଶିଶୁକଲ୍ୟାଣ ସମିତି ପକ୍ଷରୁ କୁହାଯାଇଛି। ଏହି ଶିଶୁମାନେ ସେଠାରେ ନିର୍ଯାତିତ ହେଉଥିବା…

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଅନୁଗୋଳ ଅଫିସ, ୧୯।୪- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଶେଷ ହୋଇଥିବାରୁ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଜୋର ଧରିଛି। ଇତିମଧ୍ୟରେ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୩ ଦିନ ବାକି ରହିଛି। ୨୩ ତାରିଖରେ ଭୋଟ୍‌ ଗ୍ରହଣ…

ମାଇକ୍ରୋ ଅବଜରଭରଙ୍କୁ ତାଲିମ କାର୍ଯ୍ୟକ୍ରମ: ବୁଥ୍‌ରେ ସ୍ବଚ୍ଛତା ମୁଖ୍ୟ ଦାୟିତ୍ୱ

ଢେଙ୍କାନାଳ ଅଫିସ, ୧୯ା୪- ଢେଙ୍କାନାଳ ଜିଲାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ନିମନ୍ତେ ନିୟୋଜିତ ମାଇକ୍ରୋ ଅବଜରଭର (ଅଣୁ ପର୍ଯ୍ୟବେକ୍ଷକ)ମାନଙ୍କର ତାଲିମ କାର୍ଯ୍ୟକ୍ରମ ଗୁରୁବାର ପୂର୍ବାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା ନିର୍ବାଚନ ଅଧିକାରୀ…

ବିଜୟ ସଂକଳ୍ପ ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ପରଘର ତିଅଣରେ ନବୀନଙ୍କ ଅତିଥି ସତ୍କାର

କଣିହାଁ/ ଛେଣ୍ଡିପଦା/ ଭୁବନ/ ପରଜଙ୍ଗ, ୧୯।୪ (ଡି.ଏନ୍‌.ଏ.)- ରାଜ୍ୟ ସରକାର କାଳିଆ ଯୋଜନାରେ ଲୋକମାନଙ୍କୁ ଠକିଛନ୍ତି। ଏହି ଯୋଜନାକୁ ବନ୍ଦ କରିବା ପାଇଁ ଭାଜପା ଉଦ୍ୟମ କରୁଥିବା ମିଛ ପ୍ରଚାର କରୁଛନ୍ତି। ଗରିବ ଲୋକଙ୍କୁ ପ୍ରଦାନ କରାଯାଉଥିବା ୧ ଟଙ୍କିଆ ଚାଉଳ…

ସେକ୍ଟର ଅଫିସରମାନଙ୍କୁ ତାଲିମ: ଗାଡ଼ିରେ ଲାଗିବ ଜିପିଏସ୍‌

ଅନୁଗୋଳ ଅଫିସ, ୧୯।୪- ଚଳିତ ସାଧାରଣ ନିର୍ବାଚନକୁ ମୁକ୍ତ ଓ ଅବାଧ ଭାବେ ପରିଚାଳନା କରିବା ପାଇଁ ନିୟୋଜିତ ସେକ୍ଟର ଅଫିସରମାନଙ୍କୁ ଗୁରୁବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ତାଲିମ ପ୍ରଦାନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏହି କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?