ଆଞ୍ଚଳିକ ଖବର

ଓ୍ବାର୍ଡକୁ ନେବାକୁ କର୍ମଚାରୀ ନାହାନ୍ତି: ଷ୍ଟ୍ରେଚରରେ ଘଣ୍ଟାଏ ପଡ଼ିରହିଲେ ରୋଗୀ

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗୁରୁତର ଥିବା ଜଣେ ମହିଳା ରୋଗୀଙ୍କୁ ଡାକ୍ତର ଓ୍ବାର୍ଡକୁ ରେଫର କରିଥିଲେ ବି ତାଙ୍କୁ ଷ୍ଟ୍ରେଚରରେ ଓ୍ବାର୍ଡକୁ ନେବାକୁ କୌଣସି କର୍ମଚାରୀ ନ…

ଅନୁଗୋଳ-ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ମୁଁ ଥିବା ଯାଏ କାଳିଆ ଥିବ’

ଅନୁଗୋଳ ଅଫିସ/ ବନ୍ତଳା/ ପାଲଲହଡ଼ା/ ଢେଙ୍କାନାଳ ଅଫିସ/ ପରଜଙ୍ଗ/ ଓଡାପଡା, ୧୯।୪- କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି। କିନ୍ତୁ କେନ୍ଦ୍ରର ଭାଜପା ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି। ମୁଁ ଥିବା ପର୍ଯ୍ୟନ୍ତ କାଳିଆ…

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ ଅଭିଯୋଗ

କଣିହାଁ, ୧୯।୪(ଡି.ଏନ.ଏ.)- କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ ସାଇଟ୍‌ ବଜାର ମେଡିକାଲ ଛକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ କିଛିଦିନ ହେଲା କେହି ଦୁର୍ବୃତ୍ତ ମଇଳା କପଡା ଗୁଡାଇ ଦେଉଥିବା ନେଇ ଗୁରୁବାର ରେଙ୍ଗାଳି ଥାନାରେ ଅଭିଯୋଗ ହୋଇଛି। ତୁରନ୍ତ…

ହିଙ୍ଗୁଳା ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା: ବାଇକ୍‌-କାର୍‌ ଧକ୍କା, ୨ ଗୁରୁତର

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ସହର ଉପକଣ୍ଠ ଆମ୍ବପାଳ ନତଡ଼ାଠାରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣ ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ। ଏଥିସହ କାର୍‌ରେ…

ପାଳନ ହେଲାନି ବିଶ୍ୱ ଐତିହ୍ୟ ଦିବସ: ଖରାରେ ଛିଡ଼ା ହୋଇ ଫେରିଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ,୧୯।୪- ଢେଙ୍କାନାଳ ଜିଲା ସଦର ମହକୁମାରେ ଚଳିତ ବର୍ଷ ବିଶ୍ୱ ଐତିହ୍ୟ ଦିବସ ପାଳନ ହୋଇନାହିଁ। ଫଳରେ ସ୍କୁଲ ଛାତ୍ରୀଛାତ୍ରୀମାନେ ୨ ଘଣ୍ଟା ଖରାରେ ଛିଡ଼ା ହୋଇ ନିରାଶ ହୋଇ ଫେରିଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ସାଧାରଣରେ…

ଖଣ୍ଡପଡ଼ାରେ ଭୋଟରମାନଙ୍କ ମଧ୍ୟରେ ଆଗ୍ରହ ନାହିଁ: କଂଗ୍ରେସ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଖଣ୍ଡପଡ଼ା,୧୯ା୪(ସ୍ବ.ପ୍ର.)-ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ବିଭିନ୍ନ ଦଳୀୟ ପ୍ରାର୍ଥୀ ଚୟନକୁ ନେଇ ସାଧାରଣ ଭୋଟରମାନଙ୍କ ମଧ୍ୟରେ ଆଗ୍ରହ ନ ଥିବା ପରିଲକ୍ଷିତ ହୋଇଛି| ତେବେ ବିଜେଡି ଦଳୀୟ ବିଧାୟକ ପ୍ରାର୍ଥୀ ଭାବେ ଆମ ଓଡିଶାର ମୁଖ୍ୟ ତଥା ବିଜେଡି ରାଜ୍ୟ ସଭା ସାଂସଦ ସୌମ୍ୟ…

ପୋଲିସ ଗାଡ଼ି, ବାଇକ୍‌ ଦୁର୍ଘଟଣା: ୧୯ ଘଣ୍ଟାଧରି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରଣପୁର,୧୯ା୪(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା କେରେଣ୍ଡାଟାଙ୍ଗୀ ପଞ୍ଚାୟତସ୍ଥ ରାଇପଡା ଛକରେ ବୁଧବାର ସନ୍ଧ୍ୟାରେ ଏକ ପୋଲିସ ବୋଲେରୋ ଗାଡି ଧକ୍କାରେ ସେହି ଗ୍ରାମର ବାଇକ୍‌ ଆରୋହୀ ସୁନୀଲ ଚମ୍ପତ୍ତି (୨୨) ଗୁରୁତର ହୋଇଥିଲେ। ଦୁର୍ଘଟଣା ଘଟାଇ ପୋଲିସ ଗାଡିଟି ଘଟଣା ସ୍ଥଳରୁ…

ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ ଅଭିଯୁକ୍ତ ସେକ ମୁମତାଜଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ସେକଙ୍କ ନାମରେ ବଡବିଲ…

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଯୋଗଦେଇଥିଲେ। ନବମ ଶ୍ରେଣୀ ଛାତ୍ରୀ ଅନୁସ୍କା…

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା ଦିଆଯାଇଛି। ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟୁତ୍‌୍‌ ସେବା ବ୍ୟାହତ ହେବାର…

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ କେନ୍ଦୁଝର ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର କରିଛନ୍ତି। ସେ କେନ୍ଦ୍ରୀୟ ଯୋଜନା…

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ – କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲା ନିର୍ବାଚନ ଅଧିକାରୀ ଜ୍ଞାନରଞ୍ଜନ ଦାସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?