ଆଞ୍ଚଳିକ ଖବର

ଅଚଳ ପମ୍ପ ବଢ଼ାଉଛି ସଙ୍କଟ: ଜଳ ପାଇଁ ଡହଳବିକଳ

ବଇଣ୍ଡା,୧୭।୪(ଡି.ଏନ.ଏ.)- ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ସରକାର ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବହୁ ପ୍ରକଳ୍ପ ଅଚଳ ହୋଇପଡ଼ିଥିଲେ ବି ସେଗୁଡ଼ିକର ମରାମତି କରାଯାଉ ନାହିଁ। ବର୍ତ୍ତମାନ ଗ୍ରୀଷ୍ମଋତୁରେ ଅଧିକ ଜଳର…

ସୁସ୍ଥ ହୋଇ ଫେରିଲେ କେପି

ଢେଙ୍କାନାଳ ଅଫିସ୍‌, ୧୭ା୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ତଥା ବରିଷ୍ଠ କଂଗ୍ରେସ ନେତା କାମାକ୍ଷା ପ୍ରସାଦ ସିଂଦେଓ (କେପି) ସୁସ୍ଥ ହୋଇ ଫେରିଛନ୍ତି। ଖୁବ୍‌ ଶୀଘ୍ର ସେ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ସ୍ଥାନୀୟ ରାଜବାଟୀ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ…

ଓଡ଼ଗାଁ ରାମ ନବମୀ ଯାତ୍ରାର ଚତୁର୍ଥ ସନ୍ଧ୍ୟା: ଧନୁଭଗ୍ନ ପାଇଁ ଶ୍ରୀରାମଙ୍କ ଗଙ୍ଗା ପାର

୧୭ା୩(ସ୍ବ.ପ୍ର.)-ନୟାଗଡ ଜିଲା ଓଡ଼ଗାଁ ଶ୍ରୀରଘୁନାଥଜୀଉଙ୍କ ପୀଠରେ ଅନୁଷ୍ଠିତ ହେଉଥିବା ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରାର ମଙ୍ଗଳବାର ହେଉଛି ଚତୁର୍ଥ ସନ୍ଧ୍ୟା| ପ୍ରଭୁ ଶ୍ରୀରାମ, ଅନୁଜ ଲକ୍ଷ୍ମଣ ଓ ଋଷି ବିଶ୍ୱାମିତ୍ରଙ୍କ ସହିତ ପୁରାଣ ବର୍ଣ୍ଣିତ ଜନକପୁରୀ ଗମନ ସମୟରେ ପ୍ରଭୁ ଅନ୍ୟ…

ରେଳ ଧାରଣାରୁ ଯୁବକ, ମହିଳାଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୧୭ା୪-ରେଳବାଇ ପୋଲିସ ସ୍ଥାନୀୟ ନାରୀ ସେବା ସଦନ ନିକଟ ରେଳ ଧାରଣାରୁ ମଙ୍ଗଳବାର ସକାଳେ ଜଣେ ଯୁବକ ଓ ଜଣେ ମହିଳାଙ୍କ ମୃତଦେହ ଜବତ କରିଥିଲା। ସେଠାରୁ ମିଳିଥିବା ମୋବାଇଲ ଫୋନରୁ ଯୁବକଙ୍କ ପରିବାର ସହ ପୋଲିସ ଯୋଗାଯୋଗ କରିଥିଲା।…

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ୭ ଗିରଫ

ଗୋପାଳପୁର/କନିଷି,୧୭ା୪(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ସୋମବାର ରାତିରେ ଏକ ବ୍ୟାଙ୍କରୁ ଡକାୟତି ଯୋଜନା କରୁଥିବା ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁନା ବେହେରା, ସୁରଜ ପରିଡା, ତୋଫାନ ଦାସ, ଲିଲୁ ଦଳେଇ, ଅମର କୁମାର ଦଳେଇ, ବିକ୍ରମ ଦାସ ଓ…

ରକ୍ତଭଣ୍ଡାର ଖାଲି, ଆବଶ୍ୟକଠାରୁ ସଂଗ୍ରହ କମ୍‌

ବ୍ରହ୍ମପୁର ଅଫିସ୍‌,୧୭ା୪-ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତ ଖାଲି ହେବାରେ ଲାଗିଛି । ଏପରିକି ଅତ୍ୟାବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ଦେବା ପାଇଁ ରକ୍ତ ନାହିଁ । ପ୍ରତି ବର୍ଷ ଗ୍ରୀଷ୍ମରେ ଏଭଳି ରକ୍ତ ସଂକଟ ଦେଖାଦେଇଥାଏ । ସଂଗ୍ରହ…

କଂଗ୍ରେସ କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

ହାଟଡିହୀ,୧୭।୪(ଡି.ଏନ.ଏ.): ଆନନ୍ଦପୁର ନିର୍ବାଚନମଣ୍ଡଳୀ ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ର ସଡ଼ଙ୍ଗଠାରେ କଂଗ୍ରେସ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀ କଂଗ୍ରେସର ବରିଷ୍ଠ ନେତା ଶିଳ୍ପପତି ଅଲେଖ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଆୟୋଜିତ…

ପାହାଡ଼ ଉପରେ ବିତୁଛି ଜୀବନ

ଝୁମ୍ପୁରା, ୧୭।୪(ଡି.ଏନ୍‌.ଏ.): କେନ୍ଦୁଝର ସଦର ନିର୍ବାଚନମଣ୍ଡଳୀ ତଥା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନିଶ୍ଚିନ୍ତପୁର ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ପାହାଡ଼ ଉପରେ ଥିବା ୩ ଗାଁ କନକନା, ହରିଡ଼ାଯୋଡ଼ି, ଦେଓଝରକୁ ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଏ ନେଇ ଲୋକେ ଚଳିତ ନିର୍ବାଚନରେ…

ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ

ଚାନ୍ଦବାଲି,୧୭।୪(ଡି.ଏନ୍‌.ଏ.)-ଭଦ୍ରକ ନେସ୍କୋ ବିଦ୍ୟୁତ୍‌ ଡିଭିଜନ, ତିହିଡ଼ି ସବ୍‌ଡିଭିଜନ ଓ ଚାନ୍ଦବାଲି ସେକ୍ସନ ଅଧୀନ ମତୋ ୩୩/୧୧ କେଭି ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ହେଉଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ବିଜୁଳି ସମସ୍ୟା ଲାଗିରହିଛି। ଖରାଦିନେ କାଳବୈଶାଖୀ ପ୍ରଭାବରେ ବିଦ୍ୟୁତ୍‌ ଲାଇନରେ…

ତ୍ରୁଟିପୂର୍ଣ୍ଣ ପରିଚୟପତ୍ର: ଚିନ୍ତାରେ ଭୋଟର

ସିମୁଳିଆ,୧୭।୪(ଡି.ଏନ୍‌.ଏ.)-ଭୋଟର ତାଲିକା ସଂଶୋଧନ ଓ ନୂଆ ଭୋଟରଙ୍କ ନାମ ସଂଯୋଗ କାର୍ଯ୍ୟ ଠିକ୍‌ ଭାବେ କରା ନ ଯିବାରୁ ତଥ୍ୟଗତ ତ୍ରୁଟି ଥାଇ ବହୁ ଭୋଟରଙ୍କୁ ନୂଆ ପରିଚୟପତ୍ର ବଣ୍ଟାଯାଇଛି। ଅଭିଯୋଗକଲେ ସଫ୍ଟଓ୍ବେର ଅପ୍‌ଡେଟ୍‌ ନ ହେବା କାରଣରୁ ଏଭଳି ତ୍ରୁଟି…

କଂଗ୍ରେସର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ: ହାତରେ ଧରି ଭୋଟରଙ୍କୁ ବୁଝାଉଛନ୍ତି ନେତା

ବାଲେଶ୍ୱର ଅଫିସ,୧୭।୪-ଚଳିତ ନିର୍ବାଚନରେ କଂଗ୍ରେସର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ତଥା ବିଧାନସଭା ପ୍ରାର୍ଥୀମାନଙ୍କର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ। ଯୁବକ, ମହିଳା ଏବଂ ଚାଷୀମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାର ଲିଖିତ ପ୍ରତିଶ୍ରୁତି ଦେଉଛି କଂଗ୍ରେସ। ଏହି ପରିପ୍ରେକ୍ଷୀରେ ଭୋଗରାଇ ବ୍ଲକ…

ମଉଲିକ ସୁବିଧାରୁ ବଁଚିତ ଗାଁବାସୀ: ଗାଁକେ ରାସ୍‌ତା ହେଲେ ବିକାଶ ଆପେ ହେବା

ଜାମଟିକ୍ରା, ୧୭।୪ (ଡି.ଏନ.ଏ): କେହେନ୍‌ସି ଗାଁର ବିକାଶ କଥା ଚିନ୍‌ତା କଲେ ସରକାର ପହେଲା ସେ ଗଁାକେ ରାସ୍‌ତାଘାଟର ସୁବିଧା କରସନ୍‌। ରାସ୍‌ତାଘାଟ, ବିଜଲି, ପିଇଲା ପାଏନ୍‌, ସୁଆସ୍‌ତିଅ ସେବା, ଶିକ୍ଷା ସମକର ମଉଲିକ୍‌ ଅଧିକାର ଆଏ। ହେଲେ ଇ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?