ଘାଟିକୁଣ୍ଡ୍ରୁରେ ଲାଗିଛି ମାଓବାଦୀ ପୋଷ୍ଟର
ଭବାନୀପାଟଣା,୨୯।୧୦(ଡି.ଏନ୍.ଏ.): ବେଶ୍ କିଛି ଦିନ ନୀରବତା ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଲାଲବାହିନୀ ତାର ଉପସ୍ଥିତି ଜାହିର କରିଛି। ଗୁରୁବାର ସକାଳୁ ମାଳିଯୁବାଙ୍ଗ ପଞ୍ଚାୟତ ଘାଟିକୁଣ୍ଡ୍ରୁଠାରେ ମାଓବାଦୀ ବ୍ୟାନର ଓ ପୋଷ୍ଟର ମାରିବା ସହ ସରକାର ଓ ପୋଲିସର...
କାଠଯୋଡ଼ିରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ନରାଜ,୨୮।୧୦(ଡି.ଏନ୍.ଏ.): ବାରଙ୍ଗ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀରେ ବୁଡ଼ି ଜଣେ ଯୁବକ ବୁଧବାର ନିଖୋଜ ହୋଇଥିଲେ। ସେ ହେଲେ ଝାଡଖଣ୍ଡ ବର୍ଜମଡ଼ ଗ୍ରାମର ରୋହିତ ସାହାଣୀ (୨୦)। ଖବରପାଇ ବାରଙ୍ଗ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି ଜାରି...
କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ
ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ, ଜନା, ସୋରିଷ, ତିଳା, କାନ୍ଦୁଲ, ହଳଦୀ, ଅଦା, ଧୂଆଁପତ୍ର ଭଳି ତେଲ...
ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା: ୨ ସନ୍ଦିଗ୍ଧ ଅଟକ
ଦିଗପହଣ୍ଡି,୨୪।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ସକାଳେ ଜଣେ ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ବନ୍ଥପଲ୍ଲୀ ଗାଁର ବଚ୍ଚନ ସ୍ବାଇଁ। ଗାଁ ମଣ୍ଡପରେ ବଚ୍ଚନ...
ଅପେକ୍ଷାରେ ୫୦ ବର୍ଷ
ଯାଜପୁର ଅଫିସ/ ଚଣ୍ଡିଖୋଲ, ୧୭।୧୦(ଡି.ଏନ.ଏ.): କଟକ ଫରେଷ୍ଟ ଡିଭିଜନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶନର ୫୦ ବର୍ଷ ପରେ ମଧ୍ୟ ଡାଳିଯୋଡ଼ା ରେଞ୍ଜ ଅନ୍ତର୍ଗତ ଯାଜପୁର ଜିଲାର ୧୫ଟି ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ (ପିଆର୍ଏଫ୍)କୁ ଏଯାଏ ସଂରକ୍ଷିତ ଜଙ୍ଗଲ(ଆର୍ଏଫ୍) ଭାବେ ଘୋଷଣା...
ବର୍ଷାଜଳ ଘରେ ପଶିବା ଭଳି ପରିସ୍ଥିତି: ନିଆଗଲା ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ
ଗଞ୍ଜାମ,୧୪।୧୦(ଡି.ଏନ୍.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ବର୍ଷାଜଳ ଜମି ରହିଛି। ଏହ ଘରେ ପଶିବା ଭଳି ପରିସ୍ଥିତି ଉପୁଜିଥିଲା। ଏ ନେଇ ଏନ୍ଏସି ପ୍ରଶାସନକୁ ଗ୍ରାମବାସୀ ଅଭିଯୋଗ କରିବାରୁ...
ଭଙ୍ଗା କୁଡୁଆରେ ଅବଢ଼ା ଖାଇଲେ
ପୁରୀ ଅଫିସ,୧୧।୧୦: ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଆଖି ପୂରେଇ ଦେଖିବାର ସୁଯୋଗ ନାହିଁ। ସାତଦରିଆ ପାରି ହୋଇ ଶ୍ରୀକ୍ଷେତ୍ରକୁ ଆସିଥିଲେ ବି ବାଇଶ ପାହାଚରେ ସେମାନଙ୍କୁ ପାଦ ପକାଇବା ମନା। ଚକାଆଖି ସହ ଆଖି ମିଶାଇବା ସୁଯୋଗ ନ ଥାଉ...
ସହାୟତା ଅପେକ୍ଷାରେ କେନ୍ଦରା କଳାକାର
ଚମ୍ପୁଆ, ୮।୧୦ (ଡି.ଏନ.ଏ)-ହଜି ଯାଉଥିବା ଲୋକ ସଙ୍ଗୀତ ଓ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ଯେଉଁ କେତେଜଣ କଳାକାର ପ୍ରୟାସ ଚଳାଇ ଆସିଛନ୍ତି ସେମାନଙ୍କ ମଧ୍ୟରେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ସରଙ୍ଗି ପଞ୍ଚାୟତ ଅନ୍ତର୍ଗତ ନିଉଣ୍ଡି ଗ୍ରାମର ସାହେବ...
ବରଗଡ଼ରୁ ୬୮ ନୂଆ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଲା
ବରଗଡ଼ ଅଫିସ,୬।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୮ ଜଣ ରହିଛନ୍ତି । ସେହିପରି ଭେଡେନ...
ପୀଡ଼ିତାଙ୍କୁ ନ୍ୟାୟ ଦାବି: କଳାହାଣ୍ଡିରେ ବିକ୍ଷୋଭ
ଭବାନୀପାଟଣା,୩।୧୦(ଡି.ଏନ୍.ଏ.): ଉତ୍ତରପ୍ରଦେଶର ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସବୁଠି ଦାବି ହେଉଛି। ଏ ନେଇ ଭବାନୀପାଟଣାରେ କଳାହାଣ୍ଡି ୟୁନାଇଟେଡ୍ ଆମ୍ବେଡକର ରାଇଟ୍ ଫୋରମ୍ ଏବଂ କଳାହାଣ୍ଡି ଦଳିତ ମଞ୍ଚ ତରଫରୁ ଗଣ ବିକ୍ଷୋଭ କରାଯାଇଛି। ଏଥିରେ ଏପିଆଇର ଛବିଲାଲ...
୨୪ ଘଣ୍ଟାରେ ଲକ୍ଷାଧିକ ଟଙ୍କା ଜୋରିମାନା ଆଦାୟ
ବରଗଡ଼ ଅଫିସ,୨୯।୯: ବରଗଡ଼ ଜିଲା ପୋଲିସ କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଗତ ୨୪ ଘଣ୍ଟାରେ ୧ଲକ୍ଷ ୩ହଜାର ୫ଶହ ଟଙ୍କା ଜୋରିମାନା ଆଦାୟ କରିଛି। ସେଥିମଧ୍ୟରୁ ମାସ୍କ ପିନ୍ଧି ନ ଥିବାରୁ ୧୧ହଜାର ୫ଶହ, ସାମାଜିକ ଦୂରତ୍ୱ ଅବମାନନା...
ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୮ ଗିରଫ
ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ପୋଲିସ ବୁଧିଆପାଲିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଚଢ଼ାଉରେ ଜୁଆଖେଳରେ ବ୍ୟବହୃତ ସାମଗ୍ରୀ ସହିତ ୧୨ଟି ବାଇକ୍, ନଗଦ ୧୫ ହଜାର ୮୧୦ ଟଙ୍କା ଜବତ କରିଛି। ଏହା...
Archives


