ଆଞ୍ଚଳିକ ଖବର

ବରଗଡ଼ରୁ ୬୮ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଲା

ବରଗଡ଼ ଅଫିସ,୬।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୮ ଜଣ ରହିଛନ୍ତି । ସେହିପରି ଭେଡେନ ବ୍ଲକର…

ପୀଡ଼ିତାଙ୍କୁ ନ୍ୟାୟ ଦାବି: କଳାହାଣ୍ଡିରେ ବିକ୍ଷୋଭ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସବୁଠି ଦାବି ହେଉଛି। ଏ ନେଇ ଭବାନୀପାଟଣାରେ କଳାହାଣ୍ଡି ୟୁନାଇଟେଡ୍‌ ଆମ୍ବେଡକର ରାଇଟ୍‌ ଫୋରମ୍‌ ଏବଂ କଳାହାଣ୍ଡି ଦଳିତ ମଞ୍ଚ ତରଫରୁ ଗଣ ବିକ୍ଷୋଭ କରାଯାଇଛି। ଏଥିରେ ଏପିଆଇର ଛବିଲାଲ ନିଆଲ,…

୨୪ ଘଣ୍ଟାରେ ଲକ୍ଷାଧିକ ଟଙ୍କା ଜୋରିମାନା ଆଦାୟ

ବରଗଡ଼ ଅଫିସ,୨୯।୯: ବରଗଡ଼ ଜିଲା ପୋଲିସ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଗତ ୨୪ ଘଣ୍ଟାରେ ୧ଲକ୍ଷ ୩ହଜାର ୫ଶହ ଟଙ୍କା ଜୋରିମାନା ଆଦାୟ କରିଛି। ସେଥିମଧ୍ୟରୁ ମାସ୍କ ପିନ୍ଧି ନ ଥିବାରୁ ୧୧ହଜାର ୫ଶହ, ସାମାଜିକ ଦୂରତ୍ୱ ଅବମାନନା ଯୋଗୁ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୮ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ପୋଲିସ ବୁଧିଆପାଲିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଚଢ଼ାଉରେ ଜୁଆଖେଳରେ ବ୍ୟବହୃତ ସାମଗ୍ରୀ ସହିତ ୧୨ଟି ବାଇକ୍‌, ନଗଦ ୧୫ ହଜାର ୮୧୦ ଟଙ୍କା ଜବତ କରିଛି। ଏହା ସହିତ…

ସ୍ବତନ୍ତ୍ର ପ୍ୟାକେଜ ଦାବିକଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ,୨୬।୯: ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଚାଲିଛି। ମାତ୍ର ଏହି ପ୍ରକଳ୍ପ ଲାଗି କ୍ଷତିଗ୍ରସ୍ତ ହେବାକୁ ଥିବା ଜନସାଧାରଣ ଓ ବ୍ୟବସାୟୀ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କୁ ଭେଟିଛନ୍ତି। କରୋନାକୁ ନଜରରେ…

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୩ ପଜିଟିଭ

ଭୁବନେଶ୍ୱର, ୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ରବିବାର ୪୮୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସେଥିମଧ୍ୟରୁ ୨୦୫ ଜଣ କ୍ୱାରାଣ୍ଟାଇନରୁ ଏବଂ ୨୭୮ ଜଣ ଲୋକାଲ କେସ୍‌…

ବାଲୁବଜାରକୁ ମୂର୍ତ୍ତିପୂଜା ଅନୁମତି

କଟକ ଅଫିସ,୧।୯:  କଟକରେ ଦୁର୍ଗାପୂଜାକୁ ନେଇ ନାନା କଳ୍ପନାଯଳ୍ପନା ଜାରି ରହିଥିବା ବେଳେ ସହରର ସର୍ବପୁରାତନ ବାଲୁ ବଜାର ପୂଜା କମିଟିକୁ ମୂର୍ତ୍ତି ନିର୍ମାଣ ଓ ପୂଜା ପାଇଁ ସୋମବାର ହାଇକୋର୍ଟ ଅନୁମତି ଦେଇଛନ୍ତି। କିନ୍ତୁ ଏହି ପୂଜା ସରକାରୀ କୋଭିଡ୍‌…

ହାତୀର ସ୍ମୃତିରେ ‘ହାତୀ ମୀନାର’: ପର୍ଯ୍ୟଟନ ମାନ୍ୟତାକୁ ଅପେକ୍ଷା

କେନ୍ଦୁଝର, ୨୪।୮(ସ୍ବ.ପ୍ର.)-ହାତୀ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ହେଲେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅଞ୍ଚଳର ଜଣେ ଅବସରପ୍ରାପ୍ତ ବରିଷ୍ଠ ଅଧ୍ୟାପକ ଏକ ହାତୀର ସ୍ମୃତିରେ ହାତୀମିନାର ପ୍ରତିଷ୍ଠା କରି ଅନ୍ୟମାନଙ୍କ…

ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୧୧।୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ମଙ୍ଗଳବାର ହେଉଛି ପବିତ୍ର ଜନ୍ମାଷ୍ଟମୀ। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି…

ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ

ପୁରୀ ଅଫିସ୍‌,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ଙ୍କୁ…

ବୁଗୁଡ଼ାରେ ଶଟ୍‌ଡାଉନ୍‌ ଶେଷ ଦିନ: ପୋଲିସ, ପ୍ରଶାସନ ପକ୍ଷରୁ କଡ଼ା ବ୍ୟବସ୍ଥ୍ୟା

ବୁଗୁଡ଼ା,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜାରି ହୋଇଛି ୮ ଦିନିଆ ଶଟଡାଉନ। ମଙ୍ଗଳବାର ଶଟଡାଉନ ଶେଷ ଦିନ। ଏ ନେଇ ରାସ୍ତାଘାଟ ଜନଶୂନ୍ୟ ହୋଇଥିବା ବେଳେ ଜୀବନଯାତ୍ରା ପ୍ରଭାବିତ ହୋଇଛି…

ଗଞ୍ଜାମରୁ କୌଣସି ଲୋକ ଯାଇପାରିବେନି ସହର ବାହାରକୁ, କି କେହି ଆସିପାରିବେନି

ଗଞ୍ଜାମ,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ବଢ଼ିବାରେ ଲାଗିଛି । ଜିଲାର ପ୍ରମୁଖ ସହର ଗଞ୍ଜାମରେ ମଧ୍ୟ ପ୍ରତ୍ୟେକ ଦିନ ପଜଟିଭ୍‌ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri