ଆଞ୍ଚଳିକ ଖବର

ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କଲା ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ଏଥିସହିତ ୱାଡ୍‌ ନଂ. ୩ ଓ ୪ ଦୁର୍ଗା ଦେବୀ ସାହି, ମଧ୍ୟଖଣ୍ଡ ସାହି ଓ…

ଏସ୍‌ସିବିରେ ଖୋଲିବ ଫୁସ୍‌ଫୁସ୍‌ ରୋଗ ଔଷଧୀୟ ପାଠ୍ୟକ୍ରମ

ଭୁବନେଶ୍ୱର, ୪।୭(ବ୍ୟୁରୋ)- କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଫୁସ୍‌ଫୁସ୍‌ ରୋଗ ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ପାଠ୍ୟକ୍ରମ ଖୋଲିବ। ଏଥିପାଇଁ ଭାରତୀୟ ମେଡିକାଲ କାଉନ୍‌ସିଲ୍‌ (ଏମ୍‌ସିଆଇ) ଅନୁମତି ପ୍ରଦାନ କରିଛନ୍ତି। ଚଳିତ ୨୦୨୦-୨୧ ଶିକ୍ଷାବର୍ଷରୁ ସୁପର ସ୍ପେଶିଆଲିଟି ବିଭାଗରେ…

ଗଞ୍ଜାମରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଗତ ୩୦ ଜୁନ ମଧ୍ୟରେ ବିଭିନ୍ନ ପଞ୍ଚାୟତରେ ଚାଲୁ ରହିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରାଯାଇ, ନୂତନ ଭାବେ ଗଠନ ହୋଇଥିବା କ୍ଲଷ୍ଟର ଅସ୍ଥାୟୀ…

ଜିଲାପାଳଙ୍କ ଗଞ୍ଜାମ ବ୍ଲକ ଗସ୍ତ : ମେଡିଶିନଷ୍ଟୋର, ହୋଟଲ ସିଲ୍‌

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳକୁ ଶଟ୍‌ଡାଉନ୍‌ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନଜର ଏବେ ଗଞ୍ଜାମ ସହର ଉପରେ। ବୁଧବାର ଜିଲାପାଳ କୁଲାଙ୍ଗେ ଗଞ୍ଜାମ ବ୍ଲକ ଗ୍ରସ୍ତ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟଙ୍କ ସହ କରୋନା…

ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯ ଜଣ…

ବିଶ୍ୱ ପରିବେଶ ଦିବସ: ବ୍ରହ୍ମକ୍ଷେତ୍ରରେ ବୃକ୍ଷରୋପଣ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଜୁନ୍‌ ୫ ତାରିଖରେ ବିଶ୍ୱପରିବେଶ ଦିବସ ପାଳିତ ହୋଇଛି। ଏହି ଅବସରରେ ବ୍ଲକର ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଗ୍ରୀନ ଭିଜନ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯାଇଛି। ଅନୁଷ୍ଠାନର…

ବାଳସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ଘଟଣା: ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କ ମିଳୁନି ପତ୍ତା

ବ୍ରହ୍ମପୁର ଅଫିସିି,୧।୬: ପର୍ଯ୍ୟବେକ୍ଷଣ ଆବାସ ଓ ବାଳସୁଧାର ଗୃହରୁ ୭ ଅନ୍ତେବାସୀ ଚମ୍ପଟ ମାରିଥିବା ଘଟଣାର ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କର ପତ୍ତା ମିଳିପାରିନାହିଁ। ଫଳରେ ଏବେ ଉଭୟ ପୋଲିସ ଓ ବାଳସୁଧାରଗୃହର ଅଧୀକ୍ଷକ ପାଇଁ ଚିନ୍ତାର କାରଣ…

କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ…

ଭଦ୍ରକରେ ପହଞ୍ଚିଲା ଦୁଇ ଓଡ୍ରାଫ୍‌ ଟିମ୍‌

ଭଦ୍ରକ ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ ମୁକାବିଲା ପାଇଁ ଭଦ୍ରକରେ ଦୁଇଟି ଓଡ୍ରାଫ୍‌ ଟିମ୍‌ ପହଞ୍ଚିଛନ୍ତି। ରବିବାର ମଧ୍ୟ ଦୁଇ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚିଥିଲା। ସେମାନଙ୍କୁ ପ୍ରଶାସନ ପକ୍ଷରୁ ଗୋଟିଏ ଟିମ୍‌କୁ ଭଦ୍ରକରେ ମୁତୟନ କରାଯାଇଥିବା ବେଳେ ଅନ୍ୟ ଏକ ଟିମ୍‌କୁ…

ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୧୬ା୫: ଏକ ହତ୍ୟା ମାମଲାର ସାକ୍ଷୀଙ୍କୁ ଆକ୍ରମଣ ଘଟଣାର ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଶନିବାର ସଦର ଥାନା ରୋହିଗାଁର ଆକ୍ରମଣର ଶିକାର ହୋଇଥିବା ପରିବାରବର୍ଗ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଗତ ୧୦ ତାରିଖରେ ଗଞ୍ଜାମ…

ଉଦ୍ଧାର ପାଇଁ ପ୍ରବାସୀ ଓଡ଼ିଆଙ୍କ ନିବେଦନ

ବରଗଡ଼ ଅଫିସ୍‌,୧୦।୫: ଲକ୍‌ ଡାଉନ୍‌ ଯୋଗୁ ବରଗଡ଼ ଜିଲାର ପ୍ରାୟ ୩୦ଜଣ ଯୁବତୀଯୁବକ ତାମିଲନାଡ଼ୁର ତିରପୁରରେ ଫସି ରହିଛନ୍ତି । ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ସେମାନେ ସକ୍ଷମ ହୋଇ ପାରିନାହାନ୍ତି । ଗାଡ଼ି, ମୋଟର ଚାଲୁ ନ ଥିବାବେଳେ ଗାଡ଼ିଭଡ଼ା…

ଛଟେଇ ଆରମ୍ଭ କଲେଣି ଠିକା ସଂସ୍ଥା

ଝାରସୁଗୁଡା ଅଫିସ,୯ା୫: ଝାରସୁଗୁଡାରେ ଏବେ ଠିକା ସଂସ୍ଥାଗୁଡିକ ଛଟେଇ ଆରମ୍ଭ କଲେଣି। ଫଳରେ ବାହାର ଅଞ୍ଚଳରୁ ଆସୁଥିବା ଶ୍ରମିକ ଏବେ ଘର ମୁହାଁ ହେଲେଣି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶନିବାର ଛଟେଇ ହୋଇଥିବା ଶ୍ରମିକ ଘରକୁ ଯିବା ପାଇଁ ବସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri