ପୋଚ ନଷ୍ଟ କଲେ ଗାଁ ମହିଳା
ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ଟିକ୍ଟକ୍ କରିବା ଘଟଣା: ୬ ଜଣଙ୍କ ନାମରେ ମାମଲା ରୁଜୁ
ଭଦ୍ରକ ଅଫିସ,୪ା୫: ତିହିଡ଼ି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍ ସେଣ୍ଟରରେ ଟିକ୍ଟକ୍ କରିବା ଘଟଣାରେ ସରପଞ୍ଚଙ୍କ ଏତଲା ଆଧାରରେ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ତିହିଡ଼ି ଥାନା ଭାଟପଡ଼ା କ୍ୱାରାଣ୍ଟାଇନ ସେଣ୍ଟରରେ ରହି ସାମାଜିକ ଦୂରତା ନିୟମ ନ ମାନି…
ରକ୍ତଭଣ୍ଡାରର ଆବଶ୍ୟକତା ପୂରଣ କରିବାକୁ ୩୫ ୟୁନିଟ ରକ୍ତ ସହାୟକ ହେଲା
ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍ ଡାଉନ କରାଯାଇଛି । ଏହା ଦ୍ୱାରା ରକ୍ତ ଭଣ୍ଡାର ଗୁଡିକରେ ରକ୍ତ ମଧ୍ୟ ଗଚ୍ଛିତ ନାହିଁ । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଭାଜପା ଯୁବ…
ଭୋକିଲା ପେଟରେ ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ
ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ ପୂଜାର୍ଚ୍ଚନା ରୀତିନୀତି ଓ ପରମ୍ପରାରେ କରାଯାଉଛି । ମନ୍ଦିର ଟ୍ରଷ୍ଟ ବୋର୍ଡ ପୂଜା ଲାଗି…
ହାଟରେ ରହିଲାନି ସାମାଜିକ ଦୂରତ୍ୱ: ପୋଲିସ ନାକେଦମ୍
ରତ୍ନଗିରି, (ଡି.ଏନ୍.ଏ.)/ବରୀ, (ସ୍ବ.ପ୍ର.) ୨୭।୪-ଯାଜପୁର ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ସୋମବାର ମଧ୍ୟାହ୍ନ ୧୨ଟା ଠାରୁ ଯାଜପୁର ଜିଲାର କେତେକ ବ୍ଲକ ଓ ଯାଜପୁର ପୌରାଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯିବା ସହ…
ପୋର୍ଟ ଭିତରେ ଜଳିଗଲା ହାଇଓ୍ବା
ପାରାଦୀପ, ୨୪।୪ (ସ୍ବ.ପ୍ର.)-ପାରାଦୀପ ପୋର୍ଟର ୧ନମ୍ବର ଗେଟ୍ ପାଖରେ ଚାଲିଥିବ ଏକ ନୂତନ ପ୍ରକଳ୍ପ(ଜେଏସ୍ଡବ୍ଲ୍ୟୁ)ରେ ଶୁକ୍ରବାର ଏକ ହାଇଓ୍ବାରେ ନିଆଁ ଲାଗି ଗାଡ଼ିଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଗାଡ଼ିଟି ପେଟ୍ କୋକ୍ ବୋଝେଇ କରି ନିଷିଦ୍ଧାଞ୍ଚଳ ପ୍ଲଟକୁଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି।…
ଗଣ୍ଡାବାଜା କଳାକାରଙ୍କୁ କରୋନା ମାଡ଼
ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ ଡାଉନ୍ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଣୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଅଞ୍ଚଳର ଗଣ୍ଡାବାଜା କଳାକାର ମଧ୍ୟ ଦୁର୍ଦିନରେ ଦିନ…
ଅସହାୟ ପରିବାରକୁ ସାହାଯ୍ୟର ହାତ ବଢ଼ାଇଲେ ସରପଞ୍ଚ
ଲାଠୋର, ୨୨।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସ୍ବର୍ଗତ ଦୁର୍ଯ୍ୟୋଧନ ମେହେରଙ୍କ ପରିବାରକୁ ସ୍ଥାନୀୟ ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସହଯୋଗର ହାତ ବଢାଇଛନ୍ତି। ଜ୍ୱରରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପାଟଣାଗଡ ହସ୍ପିଟାଲରେ…
ଏମ୍ଜିଏନ୍ଆର୍ଇଜିଏସ୍ କାର୍ଯ୍ୟ ତଦାରଖ କଲେ ଜିଲାପାଳ
ରାଜକନିକା, ୨୨।୪ (ଡି.ଏନ୍.ଏ.)-କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ରାଜକନିକା ବ୍ଲକ ଗସ୍ତ କରିଛନ୍ତି। ଏହି ସମୟରେ ସେ ସିହୋପଡ଼ା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ରେ ଆରମ୍ଭ ହେଇଥିବା କାର୍ଯ୍ୟର ତଦାରଖ କରିଛନ୍ତି। ସେ ପ୍ରଥମେ ମଡେଲ ପୋଖରୀ କାର୍ଯ୍ୟ ଦେଖିବା ସହିତ ସ୍ଥାନୀୟ ଲୋକଙ୍କ…
ନିମ୍ନମାନର ଚାଉଳ ଦେଇ ଫସିଲା ଯୋଗାଣକାରୀ ସଂସ୍ଥା
ବରଗଡ଼ ଅଫିସ୍,୨୨।୪: ମହାମାରୀ କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ନେଇ ସଂକ୍ରମିତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଫଳରେ ଏହାକୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍ ଡାଉନ୍ କଟକଣା ଲାଗୁ କରାଯାଇଛି । କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନକୁ ଏଥିରୁ…
ମହୁମାଛି ଆକ୍ରମଣରେ ଜୀବନ ଗଲା
ଦେବଗଡ଼,୨୨ା୪(ଡି.ଏନ.ଏ.): ଦେବଗଡ ସହରର ମିରଗିଡିଆ ସାହିର ଅର୍ଜୁନ ମୁଣ୍ଡା (୫୫) ନାମକ ଜଣେ ବ୍ୟକ୍ତିଙ୍କ ମହୁମାଛି ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ନିଜର କେତେକ ସାଥୀଙ୍କ ସହ ନିକଟସ୍ଥ ଜଙ୍ଗଲକୁ ଭୋଜି କରିବାକୁ ଯାଇଥିଲେ। ଏହି ସମୟରେ ଜଙ୍ଗଲରେ ଥିବା ମହୁମାଛି…
ଅଟୋ, ଟ୍ୟାକ୍ସି ଚାଳକ ପାଇଲେ ଖାଦ୍ୟ ସାମଗ୍ରୀ
ବଲାଙ୍ଗୀର ଅଫିସ,୨୨ା୪: ବଲାଙ୍ଗୀର ସହର ମଧ୍ୟରେ ଚାଲୁଥିବା ଅଟୋ ଓ ଟ୍ୟାକ୍ସି ଚାଳକମାନେ ମାସେ ହେଲା ଘରେ ବସିଛନ୍ତି। ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର ଏମାନଙ୍କ ପାଇଁ ନିଜ ବିଧାୟକ ପାଣ୍ଠିରୁ ଶୁଖିଲା ଖାଦ୍ୟ ବ୍ୟବସ୍ଥା କରିଛନ୍ତି ା ପୌର ପରିଷଦ…
Archives


