ଆଞ୍ଚଳିକ ଖବର

ସୁନ୍ଦରଗଡ ଜିଲାରେ କରୋନା ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଲା: ବିଶ୍ରା ଅଞ୍ଚଳରେ ଆହୁରି ୪୮ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଅବଧି ବଢିଲା

ସୁନ୍ଦରଗଡ,୨୦।୪(ଡି.ଏନ୍‌.ଏ.) ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ୬ଟି ଜିଲାକୁ ହାଇରିସ୍କ ଜିଲା ଭାବେ ଘୋଷଣା କରାଯାଇଛି। ଏଥି ମଧ୍ୟରେ ସୁନ୍ଦରଗଡ ଜିଲା ରହିଛି। ଗତ ୧୧ ତାରିଖରେ ଏହି ଜିଲାର ୨ଜଣଙ୍କ ଠାରେ କରୋନା ଭୂତାଣୁ ପ୍ରଥମେ ଚିହ୍ନଟ ହେବା...

ପୂଜାର୍ଚ୍ଚନାରେ ସୀମିତ ହନୁମାନ ଜୟନ୍ତୀ

ସମ୍ବଲପୁର, ୧୩।୪ (ବ୍ୟୁରୋ)- କରୋନା ଭୂତାଣୁ ସମଗ୍ର ବିଶ୍ୱକୁ ଗ୍ରାସିଛି । ପ୍ରତିଷେଧକ ଭାବେ ଦେଶରେ ଲକ୍‌ ଡାଉନ ଚାଲିଛି । ସମସ୍ତ ଧାର୍ମିକ ପୀଠରେ ମଧ୍ୟ ତାଲା ଝୁଲୁଛି । ଏଣୁ ସମ୍ବଲପୁରର ପ୍ରସିଦ୍ଧ ହନୁମାନ ଜୟନ୍ତୀ ଶୋଭାଯାତ୍ରା...

ପ୍ରତି ଘରକୁ ଯାଇ ସ୍କ୍ରିନିଂ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ

ରାଜନଗର, ୧୧।୪ (ଡି.ଏନ୍‌.ଏ.)-କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳରେ ଜଣେ କରେନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିଯାଇଥିବା ବେଳେ ଲୋକମାନେ ଆତଙ୍କିତ ହୋଇରହିଛନ୍ତି। ଏଭଳିସ୍ଥିତିରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ରାଜନଗର ବ୍ଲକ ଅଧୀନ...

ମାଙ୍କଡ଼, କୁକୁରଙ୍କ ସାହାରା ଭୋଗଦୋକାନୀ: ୨୯ ଦିନ ହେଲା ଯୋଗାଉଛନ୍ତି ଖାଦ୍ୟ

ରଘୁନାଥପୁର, ୧୧।୪ (ଡି.ଏନ୍‌.ଏ.)-କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରାଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ରଘୁନାଥପୁର ବ୍ଲକ କେରେକେରାସ୍ଥିତ ଗୋରଖନାଥ ପୀଠ ମଧ୍ୟ ବନ୍ଦ ରହିଛି। ଫଳରେ ଏଠାକୁ ଶ୍ରଦ୍ଧାଳୁଙ୍କ ଆଗମନ ବନ୍ଦ ରହିବା ସହ ଟ୍ରଷ୍ଟ ବୋର୍ଡ ପକ୍ଷରୁ...

କରୋନା ମୁକାବିଲା ପାଇଁ ଶିକ୍ଷୟତ୍ରୀ, ଶିକ୍ଷକଙ୍କୁ ତାଲିମ

ସମ୍ବଲପୁର,୧୦।୪(ବ୍ୟୁରୋ): ସମ୍ବଲପୁରର ବିଭିନ୍ନ ସ୍କୁଲର ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ କରୋନା ମୁକାବିଲା ପାଇଁ ନିୟୋଜିତ କରାଯିବ । ଏ ନେଇ ଶୁକ୍ରବାର ସହରର ୧୫ଟି ସ୍କୁଲରେ ଦୁଇ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ୭୫୦ ଜଣ ଶିକ୍ଷୟିତ୍ରୀ,...

୧୨ଜଣଙ୍କୁ ଦିଆଗଲା କୁକୁର କାମୁଡା ଇଞ୍ଜେକସନ

ଜୁନାଗଡ,୯।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଗତ ୨ଦିନ ହେଲା ବୁଲା କୁକୁରଙ୍କ ଆତଙ୍କ ଦେଖିବାକୁ ମିଳିଛି। ସହରର ବିଭିନ୍ନ ପଡାରେ ଏହି କୁକୁରମାନେ ୨୦ଜଣଙ୍କୁ କାମୁଡିଥିବା ଅଭିଯୋଗ ହୋଇଥିଲା। ତେବେ ଜୁନାଗଡ ଡାକ୍ତରଖାନାରେ କୁକୁର କାମୁଡା ଇଞ୍ଜେକସନ ନ...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମଦ ଦୋକାନ

ଡେରାବିଶ, ୯।୪ (ସ୍ବ.ପ୍ର.)-ମହାମାରୀ କରୋନାକୁ ସାରାଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ରାଜ୍ୟରେ ଏହାକୁ କଡ଼ାକଡ଼ି କରାଯାଇଛି। ଲକ୍‌ଡାଉନ୍‌ ସମୟରେ ସମସ୍ତ ମଦ ଦୋକନ ବନ୍ଦ ରହିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ହେଲେ କେନ୍ଦ୍ରାପଡ଼ା ବ୍ଲକ ଅଧୀନ ବାଲିଆ ବଜାରରେ...

ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ: ଆଳିର ୧୧ଗାଁ ସିଲ୍‌

କେନ୍ଦ୍ରାପଡା ଅଫିସ/ଆଳି (ଡି.ଏନ୍‌.ଏ.), ୭।୪- କେନ୍ଦ୍ରାପଡ଼ା ଜିଲାର ପ୍ରଥମ କରୋନା ସଂକ୍ରମିତଙ୍କୁ ସୋମବାର ଚିହ୍ନଟ କରାଯାଇଛି। ଆଳି ଅଞ୍ଚଳରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଜିଲା ପ୍ରଶାସନ ସହାୟତାରେ ତାଙ୍କୁ କଟକ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇଛି। ସୋମବାର ରାତିରେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ନାଉଗଁା, ୬।୪ (ସ୍ବ.ପ୍ର.)-କୋଭିଡ୍‌-୧୯ର ମୁକାବିଲା ପାଇଁ ଫିଲ୍ମ ତାରକାଙ୍କଠାରୁ ଆରମ୍ଭ କରି ବିଭିନ୍ନ ସାମାଜିକ ସଂଗଠନ ଓ ସାଧାରଣ ଲୋକେ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଏହି କ୍ରମରେ ନାଉଗଁା...

ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ, ୧୦ ଅଟକ

ନୟାଗଡ ଅଫିସ୍‌/ଓଡ଼ଗାଁ, ୬।୪- ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ ଅଭିଯୋଗରେ ସରଣକୁଳ ଥାନା ପୋଲିସ ନରେନ୍ଦ୍ରପୁର ଗ୍ରାମର ୧୦ ଜଣଙ୍କୁ ଅଟକ ରଖିଛି। ଓଡ଼ଗାଁ ତହସିଲଦାର ବିଜୟିତା ସାମନ୍ତସିଂହାରଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ...

ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଲେ ଯେ, ଯେ ରାଜ୍ୟର ସବୁ ଜିଲାରେ କୋଭିଡ୍‌ ହସ୍ପିଟାଲ...

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି । ସେମାନଙ୍କ ଜୀବନ ଦୁଃଖରେ ବିତୁଛି । ତେବେ ସମ୍ବଲପୁର ରେଳ ଷ୍ଟେଶନ, ବସଷ୍ଟାଣ୍ଡ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri