ମେଟ୍ରୋ

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି ଜଣେ ଚାଷୀଙ୍କ ଟୋକନ ଲାପ୍ସ ଯିବନି ସେଥିପାଇଁ ଗୁରୁତ୍ୱ ଦିଆଯାଇଛି। ଚଳିତ ଖରିଫ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା ଉପାଖ୍ୟାନକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଅରୁଣ ତାଙ୍କ ଭାଷଣ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ ଟଙ୍କା ନେଇ ଯିବା ସମୟରେ ଖବରପାଇ ଭିଜିଲାନ୍ସ ଟିମ୍‌ ତାଙ୍କୁ ପିଛା କରିଥିଲା।…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ ଓଡ଼ିଆରେ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ନେଇ ବିବୃତି ରଖିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଆଶ୍ୱାସନା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ OPTCLର CMD ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଅନ୍ୟପକ୍ଷେ, CEO ଆର…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ ଓ ଅନ୍ୟ ଦୁଇ ପୋଲିସ ଅଫିସରଙ୍କ ନାଁରେ ଅଭିଯୋଗ ଆଣି ସେ କହିଛନ୍ତି,…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି। ଜବାହାରଲାଲ ନେହେରୁ ଦେଶର ପ୍ରଧାନମନ୍ତ୍ରୀ ଥିବାବେଳେ ବିଜୁ ବାବୁଙ୍କୁ ନିଜ କାର୍ଯ୍ୟାଳୟକୁ ଡକାଇଥିଲେ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ ଦୁଇ ଦିନ ବୃଦ୍ଧି କଲେ। ହେଲେ ଦୁଇ ଲକ୍ଷ କୁଇଣ୍ଟାଲରୁ ଅଧିକ ଧାନ…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍‌ଲାଇନ୍‌ ଧାର୍ଯ୍ୟ ହୋଇଥିବା ବେଳେ ଦରକାର ପଡ଼ିଲେ ଆଉ୨ ଦିନ ପର୍ଯ୍ୟନ୍ତ ଅବଧି…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂଙ୍କୁ ଫୋନ କଲ ମାଧ୍ୟମରେ ହତ୍ୟା ଧମକ ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri