ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍ ପଡିଲେ…
ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ…
ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…
ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ୨୩ ସେପ୍ଟେମ୍ବର ରାତି ସୁଦ୍ଧା କଳିଙ୍ଗପଟ୍ଟଣମ ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ…
ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା
ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ ପାଳନ ସହ ୭ ଦିନିଆ ‘ଇକୋନୋମିକ ବ୍ଲକେଡ’ କରିବାକୁ ଦଳ ଘୋଷଣା କରିଛି।…
କାର୍କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍
ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଥିବାବେଳେ ନୟାପଲ୍ଲୀ ପୋଲିସ ତାଙ୍କୁ ଉଦ୍ଧାର କରିଛି। ସୂଚନା ଅନୁଯାୟୀ, କଦଳୀ…
ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍ବେଗ
ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ ଶିକାରୀମାନେ ବିଭିନ୍ନ ଫନ୍ଦିଫିକର କରି ହାତୀଙ୍କୁ ମାରୁଛନ୍ତି। ଏହାବାଦ୍ ହାତୀଙ୍କ ଲାଗି ସୁରକ୍ଷିତ…
୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶାର ଦକ୍ଷିଣ…
ବିଶାଖାପାଟଣାମ୍-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…
ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ଗୋପାଳପୁରଠାରୁ ପ୍ରାୟ ୧୮୦ କି.ମି. ଦକ୍ଷିଣ-ଦକ୍ଷିଣପୂର୍ବ, ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍ରୁ ୧୮୦ କି.ମି ପୂର୍ବ-ଦକ୍ଷିଣପୂର୍ବ,…
ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍ପି
ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏହି ନୂତନ ନିଯୁକ୍ତି ଅନୁଯାୟୀ ସର୍ବଣା ବିବେକ ଏମ୍ଙ୍କୁ ଭୁବନେଶ୍ୱରର ନୂତନ…
IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା
ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ତାରିଖ ରାତିରେ ଉପକୂଳ ଛୁଇଁବ ବୋଲି IMD ଡିଜ…
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…
କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି ବ୍ଲକରେ ମୋଟ ୯୩୦.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାର ହାରାହାରି ପରିମାଣ…
ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତରେ ଆସିବେ। ୨୮ରେ ଦିଲ୍ଲୀ…
ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍ ୱାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ ୱାର୍ନିଂ, ୨୪, ୨୫ ପାଇଁ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରିକୁ ରେଡ୍ ୱାର୍ନିଂ…

