ମେଟ୍ରୋ

ଏଥର ସାଧାରଣ ନିର୍ବାଚନରେ ନୂଆ ବ୍ୟବସ୍ଥା: ଯେଉଁଠି ଡ୍ୟୁଟି, ସେଇଠି ଭୋଟ୍‌

ଭୁବନେଶ୍ୱର,୨୫ା୧: ଏଥର ସାଧାରଣ ନିର୍ବାଚନରେ ଭୋଟ୍‌ ଦେବା ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଭୋଟ୍‌ ଦେଇପାରିବେ। ଏଥିପାଇଁ ନିର୍ବାଚନ…

2 years ago

୨୭୭ ସାହସିକତା ପଦକ, ଓଡ଼ିଶାରୁ ପାଇବେ ୧୫ ଜଣ

ଭୁବନେଶ୍ୱର,୨୫ା୧: ସାଧାରଣତନ୍ତ୍ର ଦିବସରେ ବିଭିନ୍ନ କ୍ଷେତ୍ରରେ ୨୭୭ ଜଣଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯିବ। ଏଥିମଧ୍ୟରେ ଓଡ଼ିଶାର ୧୫ ଜଣଙ୍କ ନାଁ ରହିଥିବା ଏମ୍‌ଏଚ୍‌ଏ ପକ୍ଷରୁ ସୂଚନା…

2 years ago

ଆସନ୍ତା ୨୭ରେ ରାଜ୍ୟର ସମସ୍ତ ସ୍କୁଲ-କଲେଜ ଛୁଟି

ଭୁବନେଶ୍ବର,୨୫।୧(ଅସମାପିକା ସାହୁ): ଆସନ୍ତା ଶନିବାର (୨୭ ତାରିଖ)ରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ଲୋକାର୍ପଣ ହେବାକୁ…

2 years ago

ସାଧାରଣତନ୍ତ୍ର ଦିବସ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ରାଜଧାନୀରେ ୩୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୨୫।୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ଶୁକ୍ରବାର ରାଜ୍ୟସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସହରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା…

2 years ago

ଫେବୃଆରୀ ୧୬ରୁ ଓଡ଼ିଶା ମତ୍ସ୍ୟ, ପ୍ରାଣୀସମ୍ପଦ ସମାବେଶ

ଭୁବନେଶ୍ୱର,୨୫।୧(ଅନିଲ ଦାସ): ଆସନ୍ତା ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନଠାରେ ୩ ଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ସମାବେଶ ଆୟୋଜନ ହେବ। ସମାବେଶରେ…

2 years ago

୪ର୍ଥ ପର୍ଯ୍ୟାୟରେ ୬ ଜିଲାରେ ୨୮୬ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ…

2 years ago

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୬ ଜିଲାର ଏସ୍‌ପି

ଭୁବନେଶ୍ୱର,୨୪।୧: ଆଇପିଏସ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତି ପାଇଛନ୍ତି ୧୯୯୪ ବ୍ୟାଚ୍ ଆଇପିଏସ ଅଫିସର ସଂଜୀବ ପଣ୍ଡା।…

2 years ago

ଶିମିଳିପାଳରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜ ଜିଲାର ଶିମିଳିପାଳରେ କଳାବାଘର ସଫାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ବୁଧବାର ଘୋଷଣା କରିଛନ୍ତି। Glad to announce that #Odisha is setting…

2 years ago

୬ ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡ଼କ ଦୁର୍ଘଟଣାରେ ବୁଧବାର ୬ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି…

2 years ago

ଓଡ଼ିଆ ବିଶ୍ୱବିଦ୍ୟାଳୟର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୪।୧: ସତ୍ୟବାଦୀ ଠାରେ ଓଡ଼ିଆ ଭାଷାର ଏନ୍ତୁଡ଼ିଶାଳକୁ ରାଜ୍ୟ ସରକାର ଓଡ଼ିଆ ବିଶ୍ୱବିଦ୍ୟାଳୟ ରୂପରେ ଓଡ଼ିଶାବାସୀଙ୍କୁ ଭେଟିଦେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ…

2 years ago