ମେଟ୍ରୋ

ସିଡିଏସ୍‌ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍‌ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ…

2 years ago

ବିଧାନସଭା ସଚିବ କରୋନା ପଜିଟିଭ୍‌

ଭୁବନେଶ୍ୱର,୯।୧୨(ବ୍ୟୁରୋ): ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାସହ ତାଙ୍କ ଡ୍ରାଇଭର ମଧ୍ୟ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ପୂର୍ବରୁ…

2 years ago

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୮କୁ ବୃଦ୍ଧି ପାଇଛି। ମୃତକଙ୍କ…

2 years ago

ରାଜ୍ୟରେ ୧୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ…

2 years ago

ପାହାଡ଼ ଭିତରେ ପ୍ରାଚୀନ ଗୁମ୍ପା ଠାବ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଓଡ଼ିଶାରେ ଏବେ ବି ବହୁ ଐତିହାସିକ କୀର୍ତ୍ତିରାଜ ଲୁକ୍କାୟିତ ହୋଇ ରହିଛି। ସେଗୁଡ଼ିକୁ ଖୋଜିବା ସହ ଲୋକଲୋଚନ ତଥା ସରକାରଙ୍କ ଦୃଷ୍ଟିକୁ ଆଣିବା ପାଇଁ ଅନେକ…

2 years ago

ମାପ ଓଜନରେ ବ୍ୟାପକ ଠକେଇ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଗତ ୨ ବର୍ଷରେ ମାପ ଓ ଓଜନ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ୨ କୋଟି ୮୩ ଲକ୍ଷ ୬୮ ହଜାର ୩୬୫ ଟଙ୍କା ଆଦାୟ ହୋଇଛି…

2 years ago

ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ବିପତ୍ାତ…

2 years ago

୧୩ରେ ‘ଦିବ୍ୟ କାଶୀ-ଭବ୍ୟ କାଶୀ’ର ଲୋକାର୍ପଣ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭଗବାନ ଶିବଙ୍କ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଏକ ପ୍ରାଚୀନ ଧାର୍ମିକ ସହର କାଶୀ ବିଶ୍ୱନାଥ ଧାମର ସୌନ୍ଦର୍ଯ୍ୟକରଣ ଓ ସାମଗ୍ରିକ ବିକାଶ କାର୍ଯ୍ୟ ‘ଦିବ୍ୟ କାଶୀ-ଭବ୍ୟ…

2 years ago

ଫଟୋ ଦେଖାଇ ମୁହାଁମୁହିଁ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭା ଗତ ୭ ଦିନ ଧରି ଅଚଳ ରହିଛି। ପୂର୍ବରୁ ବିରୋଧୀ ଦଳ ବିଧାନସଭାରେ ହଟ୍ଟଗୋଳ କରୁଥିଲେ। ଗତ…

2 years ago

୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ୨୦୧୯-୨୦ ଶିକ୍ଷା ବର୍ଷରେ ୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି। ଏଥିମଧ୍ୟର ନୂଆପଡ଼ାରୁ ସର୍ବାଧିକ ୮୯୬, ଗଞ୍ଜାମ ୫୮୩, ମୟୂରଭଞ୍ଜ ୫୪୨, ସୁନ୍ଦରଗଡ଼ ୫୨୬,…

2 years ago