ମେଟ୍ରୋ

ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜ

କଟକ,୧୩।୨(କାର୍ତ୍ତିକ ସାହୁ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ କରିବାକୁ ନିବେଦନ କରି ଦାଖଲ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ…

3 years ago

ନିଲାମ ହେବ ଅର୍ଚ୍ଚନାଙ୍କ ଦୁଇ ଦାମୀ ଗାଡ଼ି

ଭୁବନେଶ୍ୱର,୧୩।୨(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଛନ୍ଦି ହୋଇଥିବା ଅର୍ଚ୍ଚନା ନାଗଙ୍କ ଦୁଇଟି ଦାମୀ ଗାଡ଼ି ନିଲାମ ହେବ। ଏନେଇ ପ୍ରବର୍ତ୍ତନ…

3 years ago

ଅଗ୍ନିପଥ ଯୋଜନା, ନିୟମିତ କ୍ୟାଡର ନିଯୁକ୍ତି ରାଲି ସାଧାରଣ ପ୍ରବେଶିକା ପରୀକ୍ଷା ପାଇଁ ଆରମ୍ଭ ହେଲା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ, ଏପ୍ରିଲ ୨୨ରେ ପରୀକ୍ଷା

କଟକ,୧୩ା୨ (କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ଆସନ୍ତା ଏପ୍ରିଲ ୨୨ରେ ଅନୁଷ୍ଠିତ…

3 years ago

ତୀର୍ଥ ଯାଇଥିବା ୨ମହିଳା ନିଖୋଜ

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୩।୨: ତୀର୍ଥଯାତ୍ରା ପାଇଁ ଯାଇଥିବା ଖୋର୍ଦ୍ଧା ଜିଲାର ୨ବରିଷ୍ଠ ମହିଳା ନିଖୋଜ ହୋଇନ୍ତି। ସେମାନେ ହେଲେ ବାଲିଅନ୍ତା ବ୍ଳକ ଦେଉଳି ଗାଁର ଗୀତାଞ୍ଜଳି ରାଉତ ଓ…

3 years ago

ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ରେ ସହାୟତା ରାଶି ୨ଗୁଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି…

3 years ago

ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସିଖବର: ବିଜୁଳି ଦର କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩।୨: ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଖବର। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟୋରୀ କମିଶନ(ଓଇଆର୍‌ସି) ପକ୍ଷରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଯାଇଛି।…

3 years ago

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଲା ଜାତୀୟ ସ୍କଚ ଆୱାର୍ଡ

ଭୁବନେଶ୍ୱର,୧୩।୨: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଛି ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩ । ସ୍କଚ ଆୱାର୍ଡ଼ କର୍ତ୍ତୃପକ୍ଷଙ୍କ ଦାରା ନୂଆଦିଲ୍ଲୀ ସ୍ଥିତ ସମ୍ଭିଧାନ…

3 years ago

ସ୍ବାସ୍ଥ୍ୟ ସମସ୍ୟାର ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଛି ଫିଜିଓଲୋଜି

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ବର୍ତ୍ତମାନ ସମାଜରେ ଦେଖାଯାଉଥିବା ଅନିୟନ୍ତ୍ରିତ ତଥା ତ୍ରୁଟିପୂର୍ଣ୍ଣ ଜୀବନ ଶୈଳୀ ଜନିତ ନାନା ବ୍ୟାଧି ଦିନକୁ ଦିନ ମାନବ ସମାଜ ପାଇଁ ଆହ୍ବାନ ପାଲଟିଛି।…

3 years ago

ଓଡ଼ିଶାରେ ପହଞ୍ଚୁ ପହଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଶିବରାଜ ସିଂ ଚୌହ୍ବାନ, କହିଲେ ଆଉଟସୋର୍ସିଂ ସରକାର ଚାଲିଛି

ଭୁବନେଶ୍ୱର,୧୩।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱରେ ପହଞ୍ଚୁ ପହଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।…

3 years ago

 ନାମାଙ୍କନ ଦାଖଲକଲେ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ, ଶୁଭାଶିଷ

ଭୁବନେଶ୍ୱର,୧୩।୨: ବିଜେଡି ସୋମବାର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ଏହି ଦୁଇ ପ୍ରାର୍ଥୀ ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ…

3 years ago