ମେଟ୍ରୋ

ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇଥିବା ପ୍ରଶାନ୍ତଙ୍କୁ କୋଳେଇ ନେଲା ଭାଜପା: ବିଜେଡି

ଭୁବନେଶ୍ୱର,୧ା୩(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବ ଯିଏକି ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଆପରାଧିକ ମାମଲାରେ ଜେଲ ଯାଇଥିଲେ, ଯାହାଙ୍କ ବିରୋଧରେ…

2 months ago

ମାତୃଭାଷାରେ ଶିକ୍ଷାରୁ ପିଲାଙ୍କ ବିକାଶ: ରାଷ୍ଟ୍ରପତି

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ସେ…

2 months ago

ଆଜି ଆଇଆଇଏମ୍‌ ସମ୍ବଲପୁରରେ ୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ର ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧ା୩(ସୁନିତ୍‌ ମିଶ୍ର):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓ ଶନିବାର ସମ୍ବଲପୁର ଗସ୍ତରେ ରହିବେ। ସେ ଆଇଆଇଏମ୍‌ ୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ର ଶୁଭାରମ୍ଭ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ…

2 months ago

୨୦୦୦ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ

ଭୁବନେଶ୍ୱର,୧ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ୬୭୯୮ଟି ଗ୍ରାମ ପଞ୍ଚାୟତ…

2 months ago

୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର

ଭୁବନେଶ୍ୱର,୧ା୩(ଅନିଲ ଦାସ):ରାଜ୍ୟର ସହର ବିକାଶ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ପାଇଁ ପିଇବା ପାଣି,…

2 months ago

ଓଡ଼ିଶାରେ କମୁଛି କଲରାପତରିଆ ବାଘଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ରାଜ୍ୟରେ କଲରାପତରିଆ ବାଘଙ୍କ ସଂଖ୍ୟା ହ୍ରାସ ପାଇଛି। ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ରୁ ଏହି ତଥ୍ୟ ସାମନାକୁ ଆସିଛି। ଗତ ୪ବର୍ଷରେ ୧୯୨ଟି କଲରପତରିଆ…

2 months ago

ପୁରୀ, ଭୁବନେଶ୍ୱର, କଟକ ଲୋକ ସଭା ପ୍ରାର୍ଥୀ ବଦଳାଇପାରେ ବିଜେଡି

ଭୁବନେଶ୍ୱର,୨୯।୨(ସୁନିତ୍‌ ମିଶ୍ର): ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆସନ୍ତା ୧୫ ଦିନ ମଧ୍ୟରେ ଆଦର୍ଶ ଆଚରଣ  ବିଧି ଲାଗୁ ହୋଇଯାଇପାରେ।  ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ଟିକେଟବଣ୍ଟା…

2 months ago

ଶତାଧିକ ସମର୍ଥକଙ୍କ ସହ ଭାଜପାରେ ସାମିଲ ହେଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୨୯।୨: ବିଜେଡିର ଦୁଇ ପୂର୍ବତନ ବିଧାୟକ ନବୀନ ନନ୍ଦ ଓ ଭାଦୋବ ହାଁସଦା ନିଜର ଶତାଧିକ ସମର୍ଥକଙ୍କ ସହ ଗୁରୁବାର ଭାଜପାରେ ମିଶିଛନ୍ତି । ଆଜି ରାଜ୍ୟ…

2 months ago

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୯।୨: ରାଜ୍ୟ ସରକାର ଗୁରୁବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,ବରିଷ୍ଠ ଓଏଏସ ସୁଚାରୂ କୁମାର…

2 months ago

ଭାଜପାରେ ସାମିଲ ହେଲେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ

ଭୁବନେଶ୍ୱର,୨୯।୨: ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଦଳର ରାଜ୍ୟ ନିର୍ବାଚନ ସହ…

2 months ago