ମେଟ୍ରୋ

ଭୁବନେଶ୍ୱରରେ ଡେଙ୍ଗୁ ରୋଗୀ ସଂଖ୍ୟା ହଜାରେ ଡେଇଁଲା

ଭୁବନେଶ୍ୱର, ୧୨।୮(ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରରେ କ୍ଷୀପ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ଜ୍ୱର ହେବା ମାତ୍ରେ ଲୋକଙ୍କୁ ଡେଙ୍ଗୁ ଭୟ ଘାରୁଛି। ଗତ କିଛିବର୍ଷ ହେବ ରାଜଧାନୀ…

3 years ago

ରାସ୍ତାକୁ ଗୋରୁ ଛାଡ଼ିଲେ ଉଠାଇ ନେବ ବିଏମ୍‌ସି

ଭୁବନେଶ୍ୱର, ୧୨।୮ (ବନ୍ଦନା ସେଠୀ): ରାଜଧାନୀରେ ଗୋରୁଙ୍କ ଅବାଧ ବିଚରଣ ଯୋଗୁ ବହୁ ସମୟରେ ଦୁର୍ଘଟଣା ଘଟୁଛି। ସେହିପରି ଟ୍ରାଫିକ୍‌ ସମସ୍ୟା ମଧ୍ୟ ଉପୁଜୁଛି। ତେଣୁ ଏହାକୁ…

3 years ago

ଆତ୍ମହତ୍ୟା ସ୍ପଷ୍ଟ, କାରଣ ଖୋଜିପାଉନି ପୋଲିସ

ଭୁବନେଶ୍ୱର,୧୨।୮(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡ୍‌ସ୍ଥିତ ଦୀପାଳି ହୋଟେଲ ଆଣ୍ଡ୍‌ ବାର୍‌ରେ ଯୁକ୍ତ୨ ଛାତ୍ରୀ ଭଦ୍ରକର ଶୁଭଲକ୍ଷ୍ମୀ ସାହୁ (୧୮)ଙ୍କ ଆତ୍ମହତ୍ୟା ଘଟଣାକୁ…

3 years ago

୪୩୭୩ ପଞ୍ଚାୟତରେ ମିଳିବ ବ୍ୟାଙ୍କ ସୁବିଧା

ଭୁବନେଶ୍ୱର,୧୨ା୮(ଅନିଲ ଦାସ): ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଖୋଲିବ। ଏଥିପାଇଁ ୫୦୦ କୋଟି ଟଙ୍କାର ବଜେଟ ସହାୟତା ଷ୍ଟେଟ୍‌ ବ୍ୟାଙ୍କ…

3 years ago

୨୫ ଦିନ ହେଲା ଧାରଣାରେ ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର,୧୧।୮(ଅନୁରାଧା ମହାରଣା) - ଓଡିଶାର ସମସ୍ତ ବେସରକାରୀ ଅନୁଦାନ ଓ ଅଣଅନୁଦାନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ତଥା ସଂସ୍କୃତ ଅନୁଷ୍ଠାନର ପରିଚାଳନା କମିଟି ଦ୍ୱାରା ୨୦୦୮ରୁ ୨୦୧୩…

3 years ago

ରାଜ୍ୟ କ୍ୟାବିନେଟ୍‌ ବୈଠକ: ୧୯ ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୧ା୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ…

3 years ago

୧୪ରୁ ୨ୟ ପର୍ଯ୍ୟାୟ ଡାକ୍ତରୀ ନାମଲେଖା

ଭୁବନେଶ୍ୱର,୧୧ା୮(ଅସମାପିକା ସାହୁ): ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ୨୦୨୩ ଶିକ୍ଷାବର୍ଷ ଲାଗି ନାମଲେଖା ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଏଫ୍‌ଏମ୍‌ ଏମ୍‌ସିଏଚ୍‌ ବାଲେଶ୍ୱରରେ ସବୁ…

3 years ago

ବର୍ଷା ନାହିଁ, ଘାରିଲାଣି ମରୁଡ଼ି ଚିନ୍ତା

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ୨୦ ତାରିଖ ଯାଏ ରାଜ୍ୟକୁ ବଡ଼ ବର୍ଷାର କୌଣସି ସୂଚନା ନାହିଁ। ଏହି ଖବର ଚାଷୀଙ୍କ ହୋସ ଉଡ଼ାଇ ଦେଇଛି। ଚାଷ କେମିତି…

3 years ago

କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ଅଗଷ୍ଟ ୧୫ ତାରିଖ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟମାନେ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ…

3 years ago

‘ସମବାୟ ବିଭାଗର ପ୍ରତି ସଭାସମିତିରେ କରାଯିବ ବୃକ୍ଷରୋପଣ’

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ଜଳବାୟୁ ପରିବର୍ତ୍ତନରୁ ପରିବେଶ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ମୁକାବିଲା କରିବା ପାଇଁ ପ୍ରତିଟି ସ୍ତରରେ ପ୍ରତିବଦ୍ଧତାର ସହ ପ୍ରୟାସ ଆରମ୍ଭ ସ୍ବରୂପ ସରକାରୀ…

3 years ago