ମେଟ୍ରୋ

କେବେ ମିଳିବ ମୃତଦେହ, ଚାହିଁ ବସିଛନ୍ତି ଦାବିଦାର

ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ୨୮୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚିହ୍ନଟ ଲାଗି ବାଲେଶ୍ୱରରୁ ୧୯୩ଟି ମୃତଦେହ ଭୁବନେଶ୍ୱରକୁ ଆସିଥିଲା। ଏଥିମଧ୍ୟରୁ ୧୨୩ଟି ମୃତଦେହକୁ ଏମ୍‌ସରେ ରଖାଯାଇଥିଲା। ତେବେ…

3 years ago

କର୍ଡନ ଭିତରେ ରହିବେ ସୀମିତ ସଂଖ୍ୟକ ପାସ୍‌ଧାରୀ

ପୁରୀ ଅଫିସ,୮ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଆସନ୍ତା ୨୦ ତାରିଖରେ ରଥଯାତ୍ରା ହେବାକୁ…

3 years ago

ବିପର୍ଯ୍ୟୟ ମୁକାବିଲା ପାଇଁ ମାଇକ୍ରୋ ପ୍ଲାନ୍‌ ପ୍ରସ୍ତୁତ ହେବ

କଟକ ଅଫିସ,୮ା୬: ପ୍ରାକୃତିକ ବିପର୍ଯ୍ୟୟ ଓ ସହରରେ ବର୍ଷାଜନିତ ଜଳବନ୍ଦୀର ମୁକାବିଲା ପାଇଁ ବୁଧବାର ଚୌଧୁରୀବଜାରସ୍ଥିତ ବିଜୁ ଭବନରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏକ…

3 years ago

ରେଳମନ୍ତ୍ରୀଙ୍କ ଇସ୍ତଫା, ଏସ୍‌ଆଇଟି ତଦନ୍ତ ଦାବିରେ ୧୨ ଦଳର ପ୍ରତିବାଦ

ଭୁବନେଶ୍ୱର,୮ା୬(ବ୍ୟୁରୋ): ସୁପ୍ରିମ୍‌କୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ(ଏସ୍‌ଆଇଟି) ଦ୍ୱାରା ବାହାନଗା ରେଳ ଦୁର୍ଘଟଣାର ତଦନ୍ତ କରାଯାଉ। କେନ୍ଦ୍ର ସରକାରଙ୍କ ହାତବାରିସୀ ସାଜି ଲୋକଙ୍କ ବିଶ୍ୱାସ…

3 years ago

ଟ୍ରେନ୍‌ ଦୁର୍ଘଟଣା ମୃତକଙ୍କ ସଂସ୍କାର ଲାଗି ବିଏମ୍‌ସିର ୫ ଶ୍ମଶାନରେ ବ୍ୟବସ୍ଥା

ଭୁବନେଶ୍ୱର,୮ା୬(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରେ ଟ୍ରେନ୍‌ ଦୁର୍ଘଟଣା ମୃତକଙ୍କ ମୃତଦେହ ରଖାଯାଇଛି। ଅନେକ ମୃତଦେହ ଏଯାଏ ଚିହ୍ନଟ ହୋଇପାରି ନାହିଁ। କେହି ଦାବିଦାର ନ ଥିବାରୁ ସେଗୁଡିକୁ ନେଇ…

3 years ago

ରେଳ ଦୁର୍ଘଟଣାକୁ ନେଇ ଦଳୀୟ ନେତାଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା ପ୍ରସଙ୍ଗରେ ୨ ବରିଷ୍ଠ ଭାଜପା ନେତା ମୁହଁାମୁହିଁ ହୋଇଛନ୍ତି। ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ମଙ୍ଗଳବାର ରେଳ ଦୁର୍ଘଟଣା ଉପରେ…

3 years ago

୨ ଥର ଆଲୋଚନା ପରେ ବି ତୁଟିପାରିଲାନି ଅମଲାଙ୍କ ସମସ୍ୟା

ଭୁବନେଶ୍ୱର,୮ା୬(ବ୍ୟୁରୋ): ତୁଟିପାରୁନି ରାଜ୍ୟସ୍ତରୀୟ ଅମଲା କର୍ମଚାରୀଙ୍କ ଦାବି ସମ୍ପର୍କିତ ସମସ୍ୟା। ୨ଥର ଆଲୋଚନା ପରେ ବି ଏ ପର୍ଯ୍ୟନ୍ତ କିଛି ସମାଧାନର ରାସ୍ତା ବାହାରିପାରିନାହିଁ। ଗତ ୨…

3 years ago

ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ…

3 years ago

ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ…

3 years ago

ଯାଜପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ୍‌ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲ୍‌ବାହୀ ଟ୍ରେନ୍‌ରେ କଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ…

3 years ago