ମେଟ୍ରୋ

ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡାକୁ ମାସରେ ୯ ଦିନ ଉଡ଼ିବ ବିମାନ

ଭୁବନେଶ୍ୱର,୩ା୪(ବ୍ୟୁରୋ):  ଭୁବନେଶ୍ୱରରୁ-ରଙ୍ଗେଇଲୁଣ୍ଡା, ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ବିମାନ ଉଡ଼ାଣର ତାରିଖ ଓ ସମୟ ଧାର୍ଯ୍ୟ କରିଛନ୍ତି ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ। ସପ୍ତାହକୁ ୨ଦିନ ଏବଂ ମାସକୁ ୯ଦିନ…

3 years ago

କୋଟିଆ: ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୩ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଟିଆ ଗସ୍ତକରି ସେଠାରେ ଜଣେ ଆନ୍ଧ୍ର ଅଧିକାରୀଙ୍କୁ ଉକ୍ତ ସ୍ଥାନରୁ ଘଉଡ଼ାଇବା ସହିତ ଏହା ଓଡ଼ିଶାର ବୋଲି କହିଥିଲେ। ଏହାକୁ ନେଇ…

3 years ago

୨୦୨୩ରେ ଜିଏସ୍‌ଟି ସଂଗ୍ରହ ୧୫.୧୪% ବଢ଼ିଛି

ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍‌ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬ କୋଟି…

3 years ago

ଆଜି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ସପ୍ତାହବ୍ୟାପୀ ଜାପାନ ଗସ୍ତରେ ଯାଉଛନ୍ତି। ତାଙ୍କର ଏହି ବିଦେଶ ଗସ୍ତକାଳରେ ଏକାଧିକ କାର୍ଯ୍ୟକ୍ରମ ରହିଛି। ଟୋକିଓ, କ୍ୟୁଟୋ ଏବଂ ଓସାକା…

3 years ago

‘ଜାତୀୟ ସମ୍ମିଳନୀରେ ଓଡ଼ିଶାର ଏସ୍‌ସି,ଏସ୍‌ଟିଙ୍କ ଅଧିକାର ନେଇ ଆଲୋଚନା ହେଉ’

ଭୁବନେଶ୍ୱର,୩।୪(ବ୍ୟୁରୋ): ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ ସୋମବାର ନୂଆଦିଲ୍ଲୀରେ ଦେଶର ସାମାଜିକ ନ୍ୟାୟ ସମ୍ପର୍କିତ ସମ୍ମିଳନୀ ଆୟୋଜନ କରୁଛନ୍ତି। ଏହି ସମ୍ମିଳନୀରେ ବିରୋଧୀ ଦଳଗୁଡ଼ିକର ନେତାମାନେ…

3 years ago

ଆଗକୁ ଅସମ୍ଭାଳ ତାତି

ଭୁବନେଶ୍ୱର,୩।୪(ବ୍ୟୁରୋ): ମାର୍ଚ୍ଚ ୧୪ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରବାହରେ ପୂର୍ବାହ୍ନରେ ଖରା ଓ ଅପରାହ୍ନରେ ଝଡ଼ବର୍ଷା ଓ କୁଆପଥର ମାଡ଼ ହେଉଥିଲା। ତେବେ ସମୁଦ୍ରପଟୁ କ୍ରମାଗତ ସ୍ଥଳଭାଗ…

3 years ago

ଆଗୁଆ ବିଧାନସଭା ବନ୍ଦ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୨।୪(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ୨୧ ଫେବୃୟାରୀରୁ ଆସନ୍ତା ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବା ପାଇଁ କାର୍ଯ୍ୟଦିବସ ନିର୍ଘଣ୍ଟ ହୋଇଥିଲା ା କିନ୍ତୁ ହଠାତ୍‌ ଅଗଣତାନ୍ତ୍ରିକ…

3 years ago

‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’

ଭୁବନେଶ୍ୱର,୨।୪:  କଳିଙ୍ଗ ହସ୍ପିଟାଲ ପକ୍ଷରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ‘କଳିଙ୍ଗ ହସ୍ପିଟାଲ ସେବା ପୁରସ୍କାର ସମାରୋହ’ର ଆୟୋଜନ କରାଯାଇଥିଲା। ବିଶେଷ…

3 years ago

ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଆଜି ବାହୁଡ଼ା

ପୁରୁଣା ଭୁବନେଶ୍ୱର,୨।୪(ଡି.ଏନ୍‌.ଏ.): ରବିବାର ଶ୍ରୀଲିଙ୍ଗରରାଜଙ୍କ ବାହୁଡ଼ା ଯାତ୍ରା। ଭଉଣୀ ମା’ ରୁକୁଣା ଦେବୀ ପ୍ରଭୁ ଦୋଳଗୋବିନ୍ଦଙ୍କ ସାଙ୍ଗରେ ଧରି ଶ୍ରୀ ଲିଙ୍ଗରାଜ ରୁକୁଣା ରଥଯାତ୍ରାରେ ମାଉସୀ ଘର…

3 years ago

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବାଲିପାଟଣା,୨୪(ଡି.ଏନ୍‌.ଏ.): ବାଲିପାଟଣା ଥାନା ଅନ୍ତର୍ଗତ ଭାକରସାହି ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରଶ୍ମିରଞ୍ଜନ ବିଶ୍ୱାଳ। ହେଲେ ରଶ୍ମିରଞ୍ଜନଙ୍କ ମୃତ୍ୟୁ…

3 years ago