ମେଟ୍ରୋ

ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ଗୁରୁବାର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର କ୍ୟାପିଟାଲ ହସ୍ପିଟାଲରୁ କଟକ…

3 years ago

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ ମାଧ୍ୟମରେ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା…

3 years ago

୪୮ ଘଣ୍ଟାରେ ଅଂଶୁଘାତ ମୃତ୍ୟୁ ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟକୁ ରିପୋର୍ଟ…

3 years ago

ଭୁବନେଶ୍ୱର ରେଳ ଷ୍ଟେଶନରେ ବିସ୍ଫୋରକ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ବିସ୍ଫୋରକ ମିଳିଛି। ଷ୍ଟେଶନରେ ଅଟକି ରହିଥିବା କୋଣାର୍କ ଏକ୍ସପ୍ରେସ୍‌ରୁ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଏହି ବିସ୍ଫୋରକକୁ ଜବତ କରିଛି। କଡ଼ା…

3 years ago

ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୧୪ା୪(ବ୍ୟୁରୋ): ପୁରୀରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ଲାଗି କରାଯାଇଥିବା ଜମି ଅଧିଗ୍ରହଣ ଅବୈଧ ବୋଲି ସୁପ୍ରିମ କୋର୍ଟ ରାୟ ଦେବାପରେ ଉଭୟ ରାଜ୍ୟ ସରକାର…

3 years ago

ନବ ଦାସଙ୍କ ହତ୍ୟା ହିଁ ଝାରସୁଗୁଡ଼ାର ମୁଖ୍ୟ ପ୍ରସଙ୍ଗ ହେବ: ଧର୍ମେନ୍ଦ୍ର

ଭୁବନେଶ୍ବର, ୧୪ା୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ଦଳୀୟ ପ୍ରସଙ୍ଗ କ’ଣ ରହିବ, ସେ ସମ୍ପର୍କିତ ପ୍ରଶ୍ନରେ ଧର୍ମେନ୍ଦ୍ର କହିଛନ୍ତି, ଦୁର୍ଭାଗ୍ୟବଶତଃ ଝାରସୁଗୁଡ଼ା ଉପନିର୍ବାଚନ ଯେଉଁଥିପାଇଁ ହେଉଛି, ତାହା ହିଁ…

3 years ago

ଚକନାଳ ପୋତି ପ୍ଲଟିଂ

ପୁରୁଣା ଭୁବନେଶ୍ୱର,୧୪ା୪ (ଡି.ଏନ୍‌.ଏ.): କେନ୍ଦ୍ର ସରକାର ଚାଷୀ ଓ ଚାଷର ଉନ୍ନତି ପାଇଁ ଅନେକ ନୀତି ନିୟମ ପ୍ରଣୟନ କରୁଛନ୍ତି। ମାତ୍ର ରାଜସ୍ବ ବିଭାଗର ନିଷ୍କ୍ରିୟତା ଯୋଗୁ…

3 years ago

ମୋବାଇଲ ଲୁଟେରା ଗ୍ୟାଙ୍ଗ୍‌ର ୩ ଗିରଫ

ଭୁବନେଶ୍ୱର,୧୪।୪ (ବ୍ୟୁରୋ): ମୋଟରସାଇକେଲରେ ପଛରୁ ଆସି ହାତରୁ ମୋବାଇଲ ଫୋନ୍‌ ଝାମ୍ପିନେଇ ଫେରାର ହୋଇଯାଉଥିବା ଏକ ଲୁଟେରା ଗ୍ୟାଙ୍ଗକୁ ଶହୀଦନଗର ଥାନା ପୋଲିସ ଧରିବାରେ ସଫଳ ହୋଇଛି।…

3 years ago

‘ରୋଜ୍‌ ଭ୍ୟାଲି’ ଚିଟ୍‌ଫଣ୍ଡ ଠକେଇ: ଆଉ ୬.୫୨ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ୍‌ ସଂସ୍ଥା ‘ରୋଜ୍‌ ଭ୍ୟାଲି’ର ୬.୫୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି।…

3 years ago

ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ,…

3 years ago