ମେଟ୍ରୋ

ନୂଆ ରୂପ ପାଇବ ରାଜଧାନୀ ଶ୍ମଶାନ

ଭୁବନେଶ୍ୱର,୧୦।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ୬୭ ୱାର୍ଡରେ ଥିବା ସମସ୍ତ ଶ୍ମଶାନକୁ ନୂଆ ରୂପ ମିଳିବ। ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏ ନେଇ ସ୍ବତନ୍ତ୍ର…

3 years ago

ଜାତୀୟ ଆନ୍ତଃ ବିଭାଗୀୟ ହକିରେ ଓଡ଼ିଆଙ୍କ କୃତିତ୍ୱ

ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି):ହକି ଇଣ୍ଡିଆ ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ବୁଧବାର ଜାତୀୟ ଆନ୍ତଃ ବିଭାଗୀୟ ହକି ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଫାଇନାଲରେ ପେଟ୍ରୋଲିୟମ ସ୍ପୋଟର୍‌ସ ପ୍ରମୋଶନ ବୋର୍ଡ…

3 years ago

କଂଗ୍ରେସକୁ ସୁଦୃଢ଼ କରିବାକୁ ସମସ୍ତଙ୍କ ସହଯୋଗ ଆବଶ୍ୟକ: ମୋକିମ୍‌

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ରାଜ୍ୟରେ ନିଜର ଅଣ୍ଟା ସଳଖିବା ପାଇଁ ଉଦ୍ୟମ କରୁଥିବାବେଳେ ଗୁରୁବାର ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ କଂଗ୍ରେସର ରାଜ୍ୟ ନେତୃତ୍ୱଙ୍କୁ…

3 years ago

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହି  ପରୀକ୍ଷା ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା…

3 years ago

ଅରୁନ୍ଧତୀ ମୋଷ୍ଟ ପ୍ରିଫର୍ଡ ଜୁଏଲେରି ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର,୧୦।୩:ଓଡ଼ିଶାର ସର୍ବବୃହତ୍‌ ଜୁଏଲେରି ବ୍ରାଣ୍ଡ୍‌ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ଷ୍ଟେଟ୍‌ ବିଜ୍‌ନେସ୍‌ ଲିଡରଶିପ ଆଓ୍ବାର୍ଡ…

3 years ago

ଗରିବଙ୍କ ଚାଉଳରୁ ୫ କେ.ଜି. କାଟିଛନ୍ତି: ନବୀନ

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍‌ପିଜି…

3 years ago

ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଅପରାହ୍ନ ୫ଟା ୨୦ମିନିଟରେ ସେ ରାଉରକେଲା ବିମାନବନ୍ଦରରେ ପହଞ୍ଚତ୍ବେ। ଏହାପରେ ୫ଟା ୩୦ରେ ସେ ବିଶ୍ରା ଛକ…

3 years ago

ମୁଣ୍ଡ ପିଛା ଋଣଭାର ୧୯,୮୨୫ ଟଙ୍କା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଋଣ ଭାର ବଢ଼ି ଚାଲିଛି। ମୁଣ୍ଡ ପିଛା ଋଣ ଭାର ୧୯,୮୨୫ ଟଙ୍କାରେ ପହଞ୍ଚିଲାଣି। ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟର ଋଣ ଭାର ୮୭୭୨୬.୬୧…

3 years ago

୨୦ରେ କୃଷକ ଆନ୍ଦୋଳନ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମିଲରଙ୍କ ଅଘୋଷିତ କଟ୍‌ନି ଛଟନିର ପ୍ରତିବାଦ ସହ ପେନ୍‌ସନ ବାବଦରେ ଚାଷୀଙ୍କୁ ୫ହଜାର ଟଙ୍କା ପ୍ରଦାନ ଓ ଅନ୍ୟାନ୍ୟ ଦାବି ନେଇ କୃଷକମାନେ ଆସନ୍ତା ୨୦ ତାରିଖରେ…

3 years ago

ଆୟତ୍ତରେ ନାହିଁ ଜଙ୍ଗଲ ନିଆଁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଜଙ୍ଗଲ ନିଅଁା ଆୟତ୍ତରେ ନାହିଁ। କେବଳ ବର୍ଷା ହି ଭରସା। ଗତ ନଭେମ୍ବରରୁ ରାଜ୍ୟରେ ବର୍ଷା ହୋଇନାହିଁ। ଅନ୍ୟପଟେ ତାପମାତ୍ରା ମଧ୍ୟ ବଢ଼ିଚାଲିଛି। ଗତ କିଛି…

3 years ago