ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା…
ଭୁବନେଶ୍ୱର,୧୦।୩:ଓଡ଼ିଶାର ସର୍ବବୃହତ୍ ଜୁଏଲେରି ବ୍ରାଣ୍ଡ୍ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ଷ୍ଟେଟ୍ ବିଜ୍ନେସ୍ ଲିଡରଶିପ ଆଓ୍ବାର୍ଡ…
ଭୁବନେଶ୍ବର, ୧୦ା୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍ପିଜି…
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଅପରାହ୍ନ ୫ଟା ୨୦ମିନିଟରେ ସେ ରାଉରକେଲା ବିମାନବନ୍ଦରରେ ପହଞ୍ଚତ୍ବେ। ଏହାପରେ ୫ଟା ୩୦ରେ ସେ ବିଶ୍ରା ଛକ…
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଋଣ ଭାର ବଢ଼ି ଚାଲିଛି। ମୁଣ୍ଡ ପିଛା ଋଣ ଭାର ୧୯,୮୨୫ ଟଙ୍କାରେ ପହଞ୍ଚିଲାଣି। ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟର ଋଣ ଭାର ୮୭୭୨୬.୬୧…
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମିଲରଙ୍କ ଅଘୋଷିତ କଟ୍ନି ଛଟନିର ପ୍ରତିବାଦ ସହ ପେନ୍ସନ ବାବଦରେ ଚାଷୀଙ୍କୁ ୫ହଜାର ଟଙ୍କା ପ୍ରଦାନ ଓ ଅନ୍ୟାନ୍ୟ ଦାବି ନେଇ କୃଷକମାନେ ଆସନ୍ତା ୨୦ ତାରିଖରେ…
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଜଙ୍ଗଲ ନିଅଁା ଆୟତ୍ତରେ ନାହିଁ। କେବଳ ବର୍ଷା ହି ଭରସା। ଗତ ନଭେମ୍ବରରୁ ରାଜ୍ୟରେ ବର୍ଷା ହୋଇନାହିଁ। ଅନ୍ୟପଟେ ତାପମାତ୍ରା ମଧ୍ୟ ବଢ଼ିଚାଲିଛି। ଗତ କିଛି…
ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜରିପାଟଣା ଗାଁରେ ଜଣେ ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ମୃତା ମହିଳା ଜଣକ ହେଲେ ଉକ୍ତ ଗାଁର ପ୍ରଭାତ ପରିଡ଼ାଙ୍କ…
ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି।…
କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ…