ମେଟ୍ରୋ

‘କାହା ଟଙ୍କା ଧରାପଡ଼ିବା ଭୟରେ ଡରୁଛି ଭାଜପା’

ଭୁବନେଶ୍ବର, ୩୦।୧୧(ବ୍ୟୁରୋ): ସୋମବାର ସାରେ ପଦ୍ମପୁର ଜଗଦମ୍ବା କ୍ଲଥ୍‌ ଷ୍ଟୋରରେ ଜିଏସ୍‌ଟି ଚଢ଼ାଉ ସମୟରେ ଭାଜପାର ୩ ଜଣ ନେତା ଠାକୁର ରଣଜିତ ଦାସ, ପିଙ୍କି ପ୍ରଧାନ…

3 years ago

ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାର ଅନୁମୋଦନ ଲାଭ କରିଛି। ସଂଶୋଧିତ ବିଲ୍‌ରେ ଜିଲା ଯୋଜନା କମିଟିର…

3 years ago

୧ରୁ ପୂର୍ବାହ୍ନ ୯ରୁ ସନ୍ଧ୍ୟା ୫ ଯାଏ କ୍ୟାପିଟାଲ ହସ୍ପିଟାଲ ଓପିଡି ଖୋଲା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟ ପରିବର୍ତ୍ତନ ହୋଇଛି। ଡିସେମ୍ବର ୧ରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ…

3 years ago

ଚଳଚ୍ଚିତ୍ର ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ଇଡିର ଜେରା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାରର ଚେର କେଉଁଆଡ଼େ ଲମ୍ବିଛି ତାହାର ଖୋଳତାଡ଼ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଅର୍ଚ୍ଚନାଙ୍କ…

3 years ago

୧୮ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର…

3 years ago

ଆଜିଠୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ

ଭୁବନେଶ୍ୱର,୩୦ା୧୧: ‘ମେକ୍‌ ଇନ୍‌ ଓଡ଼ିଶା’(ଏମ୍‌ଆଇଓ) କନ୍‌କ୍ଲେଭ-୨୦୨୨ ବୁଧବାରଠାରୁ ଆରମ୍ଭ ହେବ। ୫ଦିନ ବ୍ୟାପି ହେବାକୁ ଥିବା ଏହି କନ୍‌କ୍ଲେଭକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପରାହ୍ନ ସାଢ଼େ ୫ଟାରେ…

3 years ago

ଶିକ୍ଷକ ଆନ୍ଦୋଳନ: ଅଡୁଆରେ ସରକାର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଶିକ୍ଷକ ଆନ୍ଦୋଳନ ସରକାରଙ୍କ ଅଡୁଆ ବଢ଼ାଇ ଦେଇଛି। ଦାବି ପୂରଣ ନେଇ ସଚିବ ଓ ମୁଖ୍ୟ ଶାସନ ସଚିବ ସ୍ତରରେ ଆଲୋଚନା ଜାରି ରହିଥିଲେ ମଧ୍ୟ…

3 years ago

କ୍ୟାପିଟାଲ ହସ୍ପିଟାଲ ଓପିଡି ସମୟରେ ପରିବର୍ତ୍ତନ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟରେ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଡିସେମ୍ବର ୧ ତାରିଖରୁ ସକାଳ…

3 years ago

ସ୍ଥିତି ହରାଇଛି ଚଳଚ୍ଚିତ୍ର ପତ୍ରିକା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ) ଶର୍ମିଷ୍ଠା ପାଣିଗ୍ରାହୀ: ସମୟ ଥିଲା ଓଡ଼ିଆ ଚଳଚ୍ଚିତ୍ର ପତ୍ରିକା ପଢ଼ିବାକୁ ସହରଠୁ ଗାଁ  କାହିଁକେତେ ଉତ୍କଣ୍ଠା ପ୍ରକାଶ ପାଉଥିଲା। କେଉଁ ଗାଁକୁ ଜଣେ ଅଧେ ପାଖକୁ…

3 years ago

କମ୍ପାନୀର ବରିଷ୍ଠ ଉପସଭାପତି ହରିୟାଣାରୁ ଗିରଫ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରାଜଧାନୀର ୨ଟି ଘରୋଇ ହସ୍ପିଟାଲକୁ ଆମ୍ବୁଲାନ୍ସ ଦେବା ଓ ସେଥିରେ ସରଞ୍ଜାମ ଲଗାଇବା ଆଳରେ ଠକେଇ କରିଥିବା ଏକ ସଂସ୍ଥା ‘ଏମ୍‌/ଏସ୍‌ ବାଫ୍‌ନା ହେଲ୍‌ଥ କେୟାର…

3 years ago