ମେଟ୍ରୋ

ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ପତାକା…

3 years ago

ରାଜ୍ୟବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ସାରା ଦେଶରେ ୭୪ତମ ସାଧାରଣତନ୍ତ୍ର ଦିବସ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌…

3 years ago

୪ ଓଡ଼ିଆଙ୍କୁ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ବୁଧବାର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯିବ। ସେଥିମଧ୍ୟରୁ ୬ ଜଣଙ୍କୁ ପଦ୍ମ…

3 years ago

ବିଶ୍ୱକପ୍‌ ହକି: ସେମିରେ ଜର୍ମାନୀ

ଭୁବନେଶ୍ବର,୨୫।୧(ବ୍ୟୁରୋ): ପୁରୁଷ ହକି ବିଶ୍ବକପର ସେମିଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା କ୍ବାର୍ଟର ଫାଇନାଲ ମ୍ୟାଚରେ ଜର୍ମାନୀ ସୁଟ୍‌ଆଉଟ୍‌ରେ ଇଂଲଣ୍ଡକୁ ପରାସ୍ତ କରିଛି।…

3 years ago

ଭାଇରାଲ ହେଉଛି ନବୀନଙ୍କ ନୂଆ ଲୁକ୍‌

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଏକ ସବୁଜ ରଙ୍ଗର ଜର୍ସି ପିନ୍ଧି ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏକ ଧଳା ରଙ୍ଗର ଟ୍ରାଉଜର ସାଙ୍ଗକୁ ସବୁଜ…

3 years ago

ଖଣିଜପାଣ୍ଠିକୁ ଯେପରି ଟିକସ ଯିବା କଥା ସେଭଳି ଯାଉନି: ଅପରାଜିତା

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଦୀର୍ଘ ଦଶନ୍ଧି ପରେ ଓଡ଼ିଶାରେ ପୁଣିଥରେ ଲକ୍ଷାଧିକ କୋଟି ଟଙ୍କାର ଖଣି ଦୁର୍ନୀତି ଓ ଅନିୟମିତତା ହୋଇଛି। ରାଜ୍ୟ ସରକାର ଏହି ଅନିୟମିତତାକୁ ସ୍ବୀକାର କରିବା…

3 years ago

ତୁଟୁନି ବିଜେଡି-ଭାଜପା କଳି

ଭୁବନେଶ୍ବର,୨୫ା୧(ବ୍ୟୁରୋ): ବିଜେଡି ଏବଂ ଭାଜପା ମଧ୍ୟରେ ଆବାସ ତାଲିକା ପ୍ରସ୍ତୁତି ଏବଂ ଘର ବଣ୍ଟନକୁ ନେଇ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ମଙ୍ଗଳବାର ରାଜ୍ୟର କେତୋଟି ବ୍ଲକରେ…

3 years ago

ଭାଜପା ଛାଡ଼ିଲେ ଗମାଙ୍ଗ ବାପା-ପୁଅ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଗମାଙ୍ଗ ବାପା-ପୁଅ ଭାଜପା ଛାଡ଼ିଛନ୍ତି। ବୁଧବାର ଉଭୟ ବାପା ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ…

3 years ago

କୃଷି କ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସୁବିନିଯୋଗ ଦରକାର: ଓୟୁଏଟି କୁଳପତି

ଭୁବନେଶ୍ବର,୨୫ା୧(ବ୍ୟୁରୋ): କୃଷିକ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସଂରକ୍ଷଣ ସହ ସୁବିନିଯୋଗ ଦରକାର। ଏହାଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ନ ଘଟିଲେ ଆଗାମୀ ଦିନରେ ଦେଶରେ ଖାଦ୍ୟ ସମସ୍ୟା ଉତ୍କଟ…

3 years ago

ପରଲୋକରେ ଅଭିନେତା ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତ ଦାସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଅକ୍ଲାନ୍ତଙ୍କ ଲିଭରରେ…

3 years ago