ଭୁବନେଶ୍ୱର,୧୪ା୧୧: ଶୀତର ଆଗମନରେ ଗଞ୍ଜାମ ତଟବର୍ତ୍ତୀ ଅଞ୍ଚଳରେ ବିଭିନ୍ନ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ଛତ୍ରପୁର ତହସିଲ ଅନ୍ତର୍ଗତ ପାଇକପଡା ଅଞ୍ଚଳରେ ବିରଳ ଗ୍ଲୋସୀ ଆଇବିସ…
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସୋମବାର ପୁଣି ଜଣେ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଉଦଳା ଆର୍ଡବ୍ଲ୍ୟୁଏସ୍ଏସ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ସୋମବାର ଶିଶୁ ଦିବସ। ଶିଶୁଙ୍କୁ ଉସତ୍ାହିତ କରିବା ପାଇଁ ଏହି ଦିବସଟି ପାଳନ କରାଯାଉଥିବାବେଳେ କୁନି ଝିଅ ଓସିନ୍ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ପାଠପଢ଼ା,…
ଭୁବନେଶ୍ବର, ୧୪ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍ଏଫବିଓ୍ବାଇ)କୁ ନେଇ ଭାଜପାକୁ ଟାର୍ଗେଟ କରିଛି ବିଜେଡି। ଚାଷୀଙ୍କୁ ଫସଲବୀମା ତୁରନ୍ତ କେନ୍ଦ୍ର ସରକାର ପ୍ରଦାନ କରନ୍ତୁ ବୋଲି…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନୀକୁ ନେଇ ରାଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ସ୍ଥାୟୀ ପ୍ରଦର୍ଶନୀ। ୨୬ଟି ବ୍ରୋଞ୍ଜ ସ୍ତମ୍ଭରେ ଲେଜର ଟେକ୍ନୋଲୋଜି ଆଧାରରେ…
ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ରାଜ୍ୟରେ ୨୦୨୨-୨୩ ଶିକ୍ଷାବର୍ଷ ଲାଗି ତୃତୀୟ ପର୍ଯ୍ୟାୟ ଯୁକ୍ତ୩ ନାମଲେଖା ପାଇଁ ଆବେଦନ ସୋମବାରଠାରୁ ଆରମ୍ଭ ହେବ। ରାଜ୍ୟରେ ୧,୦୨୪ଟି ଡିଗ୍ରୀ କଲେଜ ରହିଛି।…
ଭୁବନେଶ୍ବର,୧୪ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳ ବଦଳ କରାଯାଇଛି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ…
ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ରାଜ୍ୟରେ ଅସୁରକ୍ଷିତ ହୋଇପଡିଛନ୍ତି ଶିଶୁ। ଶିଶୁଙ୍କ ଅଧିକାର ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ ସହ ରାଜ୍ୟ ପୋଲିସର ସ୍ବତନ୍ତ୍ର ସେଲ ଓ ଆଇନ…
ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ରାଜ୍ୟରେ ୨୦୨୨-୨୩ ଶିକ୍ଷାବର୍ଷ ଲାଗି ଗତ ସେପ୍ଟେମ୍ବର ୨୨ରୁ ଯୁକ୍ତ୨ ଏବଂ ଅକ୍ଟୋବର ୧୩ରୁ ଯୁକ୍ତ୩ ପ୍ରଥମବର୍ଷ ଛାତ୍ରୀଛାତ୍ରଙ୍କ କ୍ଲାସ୍ରୁମ୍ ପାଠପଢ଼ା ଆରମ୍ଭ ହୋଇଛି।…