ଭୁବନେଶ୍ୱର,୪।୧: ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ରାଜମହଲ ଛକରୁ…
ଭୁବନେଶ୍ୱର,୪।୧: ଆଜି ପଥ ଉତ୍ସବ। ସକାଳ ୬ଟାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପଥ ଉତ୍ସବ ଆରମ୍ଭ ହୋଇଛି। ମାଷ୍ଟର୍ କ୍ୟାଣ୍ଟିନ ଛକଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ…
ଭୁବନେଶ୍ୱର, ୪।୧(ସୁନିତ୍ ମିଶ୍ର): କେନ୍ଦ୍ର ସରକାର ଏମ୍ଜିଏନ୍ଆର୍ଇଜିଏସ୍ର ନାମ ବଦଳାଇ ବିଭି-ଜି ରାମ ଜି ରଖିବା କେବଳ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଉପରେ ଆକ୍ରମଣ ନୁହେଁ, ବରଂ…
ଭୁବନେଶ୍ୱର,୪।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର ବିମାନବନ୍ଦରରୁ ପୁଣି ବିଦେଶୀ ଗଞ୍ଜେଇ (ମାରିଜୁଆନା) ଜବତ କରାଯାଇଛି। ଜବତ ମାରିଜୁଆନାର ମୂଲ୍ୟ ୮କୋଟି ହେବ ବୋଲି ଅନୁମାନ କରାଯାଉଛି। ଜଣେ ଯାତ୍ରୀଙ୍କ…
ଭୁବନେଶ୍ୱର, ୪।୧(ସୁନିତ୍ ମିଶ୍ର): ସାମାଜିକ ଗଣମାଧ୍ୟମରେ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ରିଲ୍ସ, ଭିଡିଓ ଉତ୍ତୋଳନ ଉପରେ ସରକାର କଟକଣା ଲଗାଇଛନ୍ତି। ଏନେଇ…
ଭୁବନେଶ୍ୱର,୩।୧: ମହମଦ୍ ମୋକିମଙ୍କୁ ଅତୃପ୍ତ ଆତ୍ମା କହି ଟାର୍ଗେଟ କଲେ ପସିସି ସଭାପତ ଭକ୍ତ ଦାସ। ସେ କହିଛନ୍ତି ଗୋଟିଏ ଦଳରେ ଶୃଙ୍ଖଳିତ ଭାବେ ରହି ପାରିଲେ…
ଭୁବନେଶ୍ୱର,୩।୧: ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। କିଛି ସମୟ ପୂର୍ବରୁ ‘ଆମ…
ଭୁବନେଶ୍ୱର,୨।୧: ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୈବ ବିବିଧତା ଏବଂ ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି।…