ମେଟ୍ରୋ

ପଦ୍ମପୁରରେ କଂଗ୍ରେସ ଭଲ କରିବ, ଦଳୀୟ ଭୋଟ୍‌ ରହିଛି: ସୁର ରାଉତରାୟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପଦ୍ମପୁର ଉପ-ନିର୍ବାଚନକୁ ନେଇ ମଙ୍ଗଳବାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପଦ୍ମପୁରରେ କଂଗ୍ରେସ ଭଲ ପ୍ରଦର୍ଶନ କରିବ।…

3 years ago

ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ମାରପିଟ୍‌

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ଭୁବନେଶ୍ୱରରେ ମଙ୍ଗଳବାର ହେତୁବାଦୀ-ଈଶ୍ୱରବାଦୀ ପରସ୍ପର ମୁହାଁମୁହିଁ ହୋଇଛନ୍ତି। ଲୋହିୟା ଏକାଡେମୀରେ ହେତୁବାଦୀଙ୍କ ପକ୍ଷରୁ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିବା…

3 years ago

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ରଣନୀତି : ୩ ବ୍ଲକ୍‌ ଦାୟିତ୍ୱରେ ତିନି ମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ଆରମ୍ଭ କରିଛି ବିଜେଡି। ଏଥିପାଇଁ ନେତାଙ୍କୁ ପଦ୍ମପୁର ଦାୟିତ୍ୱ ଦିଆଯାଇଛି। ତେବେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ନିର୍ବାଚନମଣ୍ଡଳୀ…

3 years ago

ପଦ୍ମପୁର ଉପନିର୍ବାଚନ: ଭାଜପାର ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ଧାମନଗରଠୁ ଭାଜପା ପ୍ରସ୍ତୁତି ଆରମ୍ଭ କରିଦେଇଛି। ଧାମନଗର ଭଳି ଅଧିକ ଶକ୍ତିଶାଳୀ ହେବା ସହ ଅଧିକ ପ୍ରଚେଷ୍ଟା କରିବାକୁ ଦଳ ନିଷ୍ପତ୍ତି…

3 years ago

ଓଡ଼ିଶା ଆସିବେ ରାଷ୍ଟ୍ରପତି : ବିମାନବନ୍ଦରରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ…

3 years ago

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ…

3 years ago

‘ମୋତେ ପଢ଼ିବାକୁ ଦିଆଯାଉ’

ଭୁବନେଶ୍ୱର, ୮।୧୧(ବ୍ୟୁରୋ):‘ମୋତେ କଲେଜରେ ରହି ପଢ଼ିବାକୁ ଦିଆଯାଉ। ନ୍ୟାୟ ମିଳୁ। ନଚେତ ମୋତେ ଆତ୍ମହତ୍ୟା କରିବାକୁ ଅନୁମତି ଦିଆଯାଉ।’ ରାଗିଂ ଅଭିଯୋଗ ଆଣିଥିବା ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର…

3 years ago

ଫେରିବ ‘ରାହାଗିରି’: ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ

ଭୁବନେଶ୍ୱର, ୮।୧୧ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଫେରିବ ‘ରାହାଗିରି’ ଓ ‘ସିଟି ଫେଷ୍ଟ’ ଭଳି ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ। ଶୀତୁଆ ସକାଳରେ ରାଜଧାନୀବାସୀ ପୁଣିଥରେ ରାହାଗିରିର ମଜା ଉଠାଇବେ।…

3 years ago

ଓଡ଼ିଶାର ପରିବର୍ତ୍ତନକୁ ବିଶ୍ୱରେ ପ୍ରଶଂସା କରାଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ):ଆଜିର ବିକାଶ ପଥରେ ଓଡ଼ିଶା ବଡ଼ ଅଗ୍ରଗତି କରିଛି। ଓଡ଼ିଶାର ପରିବର୍ତ୍ତନକୁ ଦେଶ ତଥା ସାରା ବିଶ୍ୱରେ ପ୍ରଶଂସା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।…

3 years ago

‘ତଦନ୍ତ କମିଶନ ସତ୍ତ୍ୱେ ପଦୋନ୍ନତି କେମିତି’

ଭୁବନେଶ୍ବର,୮ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛତା ଓ ସାଧୁତାର ଆହ୍ବାନକୁ ଗୃହ ବିଭାଗର ଉଚ୍ଚପଦସ୍ଥ ଅଫିସର ବେଖାତିର କରୁଛନ୍ତି। ଏ ବାବଦରେ ସରକାରଙ୍କ ପାଖରେ ତଥ୍ୟ ରହିଛି ନା…

3 years ago