ମେଟ୍ରୋ

ଆଜି ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର/କୋରାପୁଟ,୩୧ା୧୦(ବ୍ୟୁରୋ/ନି.ପ୍ର.):କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ସୋମବାର ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ।…

3 years ago

ଧାମନଗର ଉପନିର୍ବାଚନ:ଆଜି ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଭଦ୍ରକ ଜିଲାର ଧାମନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ। ଏଥିଲାଗି…

3 years ago

ଆଜିଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାରଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ ହେଉଛି। ଏଥିପାଇଁ ଭିଜିଲାନ୍ସ ପକ୍ଷରୁ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଲୋକସେବା ଭବନରେ ସୋମବାର ପୂର୍ବାହ୍ନ ୧୧ଟାରେ ଏହି…

3 years ago

ପିଜି ସିଟ୍‌ ପୂରଣ ପାଇଁ ୧ରୁ ଆବେଦନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲି ପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ପୁଣିଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା…

3 years ago

ଓଡ଼ିଶାରେ ପ୍ରମୁଖ ବ୍ରିଜ୍‌ ଦୁର୍ଘଟଣା: ବମିଖାଲରୁ ବଲାଙ୍ଗୀର ଯାଏ

ଭୁବନେଶ୍ୱର,୩୧ା୧୦ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲଠାରୁ ବଲାଙ୍ଗୀର ଯାଏ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଅନେକ ବ୍ରିଜ୍‌ ଭୁଶୁଡ଼ିବା ଘଟଣା ଦେଖିବାକୁ ମିଳିଛି। ସେଥିରେ କେତେକ ପୁରୁଣା ବ୍ରିଜ୍‌ ହୋଇଥିବାବେଳେ…

3 years ago

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ଦାୟୀ। ହେଲେ ତାଙ୍କୁ ମନ୍ତ୍ରିପଦରୁ ଏଯାବତ୍‌ ବହିଷ୍କାର…

3 years ago

ଜେଲ ଗଲେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅତିରିକ୍ତ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନୀହାର ରଞ୍ଜନ ଦାସଙ୍କୁ ଶନିବାର…

3 years ago

କେବଳ ପଞ୍ଜୀକୃତ ସଂସ୍ଥାଙ୍କୁ ମିଳିବ ବିଜ୍ଞାପନ ସୁବିଧା

ଭୁବନେଶ୍ୱର, ୩୦।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହରର ସ୍ବଚ୍ଛତା ଏବଂ ସୌନ୍ଦର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ବିଜ୍ଞାପନକୁ ବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି। ବିଜ୍ଞାପନ…

3 years ago

ଅଧାରେ ବସ୍ତିବାସିନ୍ଦାଙ୍କ ଥଇଥାନ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବସ୍ତି ପାଇଁ ସ୍ମାର୍ଟସିଟି ଭୁବନେଶ୍ୱରର ସୌନ୍ଦର୍ଯ୍ୟ ଓ ସ୍ବଚ୍ଛତା ନଷ୍ଟ ହେଉଛି। ସହରର ସାମାଜିକ ସ୍ଥିତି ମଧ୍ୟ ବିଗୁଡୁଛି। ବସ୍ତିଗୁଡ଼ିକର ଉନ୍ନତୀକରଣ ସହ ସୁନ୍ଦର ତଥା…

3 years ago

୩୧ରୁ ନଭେମ୍ବର ୨ ଯାଏ ମେଘୁଆ ପାଗ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର…

3 years ago