ମେଟ୍ରୋ

ରାଜଧାନୀରେ ଲୋକାଲ ସଂକ୍ରମଣ ବଢ଼ୁଛି: ଆଜି ଚିହ୍ନଟ ହେଲେ ୩୧୧ ପଜିଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଡରାଇଲାଣି କରୋନାର ଦ୍ୱିତୀୟ ଲହର। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୩୧୧ ନୂଆ…

3 years ago

ସପ୍ତାହରେ ଦୁଇଦିନ ଟିକାକରଣ ବନ୍ଦ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଏଣିକି ସପ୍ତାହାନ୍ତ ସଟ୍‌ଡାଉନ୍‌ରେ ଟିକାକରଣ ବନ୍ଦ ରହିବ। ୧୦ ଜିଲାର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ଦୁଇଦିନ ଲାଗି ଟିକାକରଣ ବନ୍ଦ ରହିବ। ଜିଲାର…

3 years ago

୧୯ରୁ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ; ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରୋକିବା ନିମନ୍ତେ କଠୋର ପଦକ୍ଷେପର ଆବଶ୍ୟକତା ରହିଛି। ଏହାକୁ…

3 years ago

ପୂର୍ବ ସ୍ଥାନକୁ ଫେରିଲେ ୨୮ ଇନ୍‌ଚାର୍ଜ ଡିଏସ୍‌ପି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡିଶା ପୋଲିସ୍‌ର ୨୮ଜଣ ଇନ୍‌ଚାର୍ଜ ଡିଏସ୍‌ପିଙ୍କୁ ତାଙ୍କ ପୂର୍ବ ସ୍ଥାନକୁ ଫେରାଇ ଅଣାଯାଇଛି। ସେମାନେ ଇନ୍‌ସ୍ପେକ୍ଟର ପ୍ୟାହାରେ କାର୍ଯ୍ୟ କରିବେ। ଏନେଇ ପୋଲିସ ମୁଖ୍ୟାଳୟ ପକ୍ଷରୁ…

3 years ago

ଆଜି ରାଜ୍ୟରେ ୩୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୩୧୦୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା…

3 years ago

ସତ୍ୟନଗର ଶ୍ମଶାନ ବିଦ୍ୟୁତ୍‌ ଚୁଲା ଅଚଳ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସତ୍ୟନଗର ଶ୍ମଶାନର ବିଦ୍ୟୁତ ଚୁଲା ମଙ୍ଗଳବାରଠାରୁ ଅଚଳ ହୋଇପଡିଛି। ଫଳରେ ଶୀଘ୍ର ଓ ସ୍ବଳ୍ପ ମୂଲ୍ୟରେ ମୃତଦେହ ପୋଡିବା ବ୍ୟବସ୍ଥାରେ ବ୍ୟାଘାତ ସୃଷ୍ଟି ହୋଇଛି। ୩ଦିନ…

3 years ago

୧୦ ଦିନ ଲାଗି ୨୫ ଲକ୍ଷ ଟିକା ପଠାଅ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସ୍ବଳ୍ପ ପରିମାଣ ଏବଂ ଅନିୟମିତ ଟିକା ଯୋଗାଣ ଯୋଗୁ ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ପ୍ରଭାବିତ ହେଉଛି। ସମସ୍ୟାର ତ୍ୱରିତ ସମାଧାନ ପାଇଁ ୧୦ଦିନ ଲାଗି…

3 years ago

କୋଭିଡ୍‌ ଦାୟିତ୍ୱରେ ୨୧ ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଓଡ଼ିଶା ସରକାର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଜିଲାସ୍ତରରେ କୋଭିଡ୍‌ ପରିଚାଳନା ଦାୟିତ୍ୱ ଗୁରୁବାର ପ୍ରଦାନ କରିଛନ୍ତି। ୨୧ ଜଣ ଆଇଏଏସ୍‌ ଅଫିସର…

3 years ago

ତେଲଙ୍ଗାନାରେ ଲୁଚିଥିଲା ଗ୍ୟାଙ୍ଗଷ୍ଟର ହାଇଦର

କଟକ,୧୫।୪: କଟକ ବଡ଼ ମେଡିକାଲ(ଏସ୍‌ସିବି)ରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ୫ ଦିନ ପରେ କମିଶନରେଟ ପୋଲିସ ଧରିବାରେ ସଫଳ ହୋଇଛି। ତେଲଙ୍ଗାନାର ସଙ୍ଗାରେଡି ଜିଲାରୁ ହାଇଦରଙ୍କୁ ପୋଲିସ…

3 years ago

କାଳବୈଶାଖୀ ଭୟ: ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା…

3 years ago