ମେଟ୍ରୋ

ଶିଶୁଙ୍କ ପାଇଁ ‘ପ୍ରାରମ୍ଭ’

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଶିଶୁମାନଙ୍କ ସୁରକ୍ଷା, ବଞ୍ଚିବା, ସ୍ବାସ୍ଥ୍ୟ, ଶିକ୍ଷା, ଅଧିକାର ଓ ବିକାଶକୁ ସୁନିଶ୍ଚିତ କରିବାକୁ ସରକାର ରାଜ୍ୟ ଶିଶୁ ନୀତି ‘ପ୍ରାରମ୍ଭ’ ପ୍ରଣୟନ କରିଛନ୍ତି। ମହିଳା ଓ…

4 years ago

ପଦୋନ୍ନତି ପାଇଁ ଜାରି ବିଜ୍ଞପ୍ତିରେ ଲାଗିଲା ରହିତାଦେଶ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପିକୁ ପଦୋନ୍ନତି ପାଇଁ ଏକ ବିଜ୍ଞପ୍ତି ଜାରି ହୋଇଥିଲା। ଓଡ଼ିଶା ହାଇକୋର୍ଟ ଏହା ଉପରେ ରହିତାଦେଶ ଲଗାଇଛନ୍ତି।…

4 years ago

ସାପ କାମୁଡା ଜନିତ ମୃତ୍ୟୁ: ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର,୧୮।୧୧: ସାପ କାମୁଡା ଜନିତ ମୃତ୍ୟକୁ ନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତିି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ଏଆଇଆଇଏମ୍‌ଏସ୍‌ ନିର୍ଦ୍ଦେଶକ,…

4 years ago

ଷ୍ଟାର୍ଟଅପ୍‌ ପ୍ରମୁଖ ଭୂମିକା ଗ୍ରହଣ କରିବ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌:ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’…

4 years ago

ଆର୍‌. ସନ୍ଥ ଗୋପାଳନ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ସଚିବ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ୨୦୦୧ ବ୍ୟାଚ୍‌ର ଆଇଏଏସ୍‌ ଆର୍‌.ସନ୍ଥ ଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…

4 years ago

ଭୀମ ପୃଷ୍ଟିଙ୍କୁ ଅକ୍ଷୟ ସାହିତ୍ୟ, ବିଚିତ୍ରାନନ୍ଦ ଦେଓଙ୍କୁ ଅକ୍ଷୟ ସଙ୍ଗୀତ ସମ୍ମାନ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଆ ସଙ୍ଗୀତ ଜଗତର ମୁକୁଟ ବିହୀନ ସମ୍ରାଟ ଥିଲେ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି। ସାହିତ୍ୟ କ୍ଷେତ୍ରକୁ ମଧ୍ୟ ତାଙ୍କ ଅବଦାନ ଅତୁଳନୀୟ। ସ୍ବର୍ଗତ ମହାନ୍ତିଙ୍କ ୨୦ତମ…

4 years ago

ମନ୍ତ୍ରୀଙ୍କ ପିଏ କହି ୧.୫ ଲକ୍ଷ ଠକେଇ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାଇବର ଠକମାନେ ନୂଆ ନୂଆ ତରିକା ଆପଣାଇ ଲୋକଙ୍କୁ ଠକିବାରେ ଲାଗିଛନ୍ତି। ଏଭଳି ଜଣେ ସାଇବର ଠକ ନିଜକୁ ବଡ଼ ମନ୍ତ୍ରୀଙ୍କ ପିଏ କହି ଜଣେ…

4 years ago

ରାୟ ସଂରକ୍ଷିତ, ଏନ୍‌ଏଚ୍‌ଆଇକୁ ଇଡିର ରିପୋର୍ଟ ତଲବ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକ୍‌ମେଲ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଅର୍ଚ୍ଚନା ନାଗଙ୍କ ୩ୟଥର ଜାମିନ ଆବେଦନର ଶୁଣାଣି ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ…

4 years ago

ଜରୁରୀ ସେବାକୁ ଆସୁଛି ଫେକ୍‌ କଲ୍‌

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଲୋକଙ୍କୁ ଜରୁରିକାଳୀନ ଆମ୍ବୁଲାନ୍ସ ଓ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ସରକାରଙ୍କ ୨୪ଘଣ୍ଟିଆ ମାଗଣା ୧୦୮ ଓ ୧୦୪ କଲ୍‌ ସୁବିଧା ରହିଛି। ହେଲେ କେତେଜଣ ଅସାମାଜିକ…

4 years ago

କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୧୧: କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଗୁରୁବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲରେ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ‘ପ୍ରାୟୋରିଟାଇଜିଂ ମାଇଣ୍ଡଫୁଲ୍‌ ଇଟିଂ: ଦ…

4 years ago