ମେଟ୍ରୋ

ଆଜି ରାଜ୍ୟରୁ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୦୭୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

3 years ago

ସାଇବର ଠକଙ୍କ ଟାର୍ଗେଟରେ ଓଡ଼ିଶା ମହିଳା

ଭୁବନେଶ୍ୱର,୨।୯(ବ୍ୟୁରୋ): ଦେଶରେ ମହିଳା ବିରୋଧୀ, ନିର୍ଯାତନା, ବଳାତ୍କାର ଆଦି ଅପରାଧ ମାମଲା ବଢ଼ୁଥିବା ବେଳେ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମଧ୍ୟ ଚିନ୍ତାଜନକ ସ୍ଥିତିରେ ରହିଛି।…

3 years ago

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ…

3 years ago

୩୦ ହଜାର ଠକେଇ, ନକଲି କମ୍ପାନୀ କର୍ମଚାରୀ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୁଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। କମ୍‌ ଟଙ୍କାରେ ଅମୁଲ ଆଉଟ୍‌ଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ…

3 years ago

ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀରେ ବିଜେଡି ଦେବ ସମ୍ବର୍ଦ୍ଧନା

ଭୁବନେଶ୍ବର,୨ା୯(ବ୍ୟୁରୋ): ଆସନ୍ତା ୪ ତାରିଖରେ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ…

3 years ago

ପୁରୀରେ ଏଫ୍‌ଏନ୍‌ପିର ଏକ୍ସକ୍ଳୁସିଭ ଆଉଟଲେଟ୍‌

ଭୁବନେଶ୍ୱର,୨।୯:ଦେଶର ପ୍ରମୁଖ ଷ୍ଟାର୍ଟଅପ୍‌ ୟୁନିଟ୍‌ ଫର୍ନସ ଏନ୍‌ ପେଟାଲ୍ସ (ଏଫ୍‌ଏନ୍‌ପି) ର ଏକ୍ସକ୍ଳୁସିଭ ଆଉଟଲେଟ୍‌ ନିକଟରେ ପୁରୀ ସହରରେ ଉଦ୍‌ଘାଟିତ ହୋଇଯାଇଛି। ୭୫୦ ବର୍ଗଫୁଟ ପରିମିତ ସ୍ଥାନରେ…

3 years ago

‘ଓଡ଼ିଶାରେ ବୃଦ୍ଧି ପାଉଛି ରପ୍ତାନି କାରବାର’

ଭୁବନେଶ୍ୱର,୨।୯:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର କର୍ପୋରେଟ୍‌ ବ୍ୟାଙ୍କିଙ୍ଗ୍‌ ଶାଖା ଦ୍ୱାରା ନିକଟରେ ଏକ ଦିନିକିଆ ରପ୍ତାନି ଓ ଆମଦାନୀକାରୀଙ୍କ ବୈଠକ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପରିସରରେ ଆୟୋଜିତ…

3 years ago

ଜି-୨୦ ବୈଠକରେ ବାଲିଯାତ୍ରା କଥା ଉଠାଇଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୨ା୯(ବ୍ୟୁରୋ):ଓଡ଼ିଶାର ବାଲିଯାତ୍ରା ୨ ହଜାର ବର୍ଷର ପୁରୁଣା ପରମ୍ପରା। କେଉଁ ଆବହମାନ କାଳରୁ ଏହା ଇଣ୍ଡୋନେସିଆ ସହିତ ଜଡ଼ିତ। ଇଣ୍ଡୋନେସିଆର ବାଲିଠାରେ ଅନୁଷ୍ଠିତ ଜି-୨୦ ଡିଜିଟାଲ ଇକୋନୋମି…

3 years ago

ଭୁବନେଶ୍ୱରରୁ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କୋକେନ୍‌ ଜବତ ଘଟଣା:ମୁଖ୍ୟ ଅଭିଯୁକ୍ତ ଉତ୍ତରପ୍ରଦେଶରୁ ଗିରଫ

ଭୁବନେଶ୍ୱର,୨।୯(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଭୁବନେଶ୍ୱରରୁ ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଦୁଇ ଆନ୍ତଃରାଜ୍ୟ ନିଶା ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୦ ଲକ୍ଷ ଟଙ୍କାରୁ…

3 years ago

ଓଡ଼ିଶା ସମେତ ୮ରାଜ୍ୟରୁ ରିପୋର୍ଟ ତଲବ

ଭୁବନେଶ୍ୱର,୨ା୯(ବ୍ୟୁରୋ):ଓଡ଼ିଶା ସମେତ ୮ରାଜ୍ୟରେ ଖ୍ରୀଷ୍ଟିଆନ ବିରୋଧୀ ଆକ୍ରମଣ ଘଟଣାରେ କି କି କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ସେ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିବାକୁ ଗୁରୁବାର ସର୍ବୋଚ୍ଚ ଅଦାଲତ…

3 years ago