ମେଟ୍ରୋ

ପୁରୁଣା ସ୍ମୃତିକୁ ମନେପକାଇଲା ‘ସେବେ ଓ ଏବେ ଫଟୋ’ ପ୍ରଦର୍ଶନୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ରାଜଧାନୀ ଏବେ ଚଳ ଚଞ୍ଚଳ। ନାଚ, ଗୀତ, ଖାଦ୍ୟ, ଖେଳ, ମନୋରଞ୍ଜନ ସହ ଆବାଳବୃଦ୍ଧ ଆଜି ଏକତ୍ରିତ। ରାଜଧାନୀ ଛାତିରେ ଲେଖା…

4 years ago

ଶିକ୍ଷା ମାଧ୍ୟମରେ ସାମଗ୍ରିକ ଓଡ଼ିଶା ଗଠନକୁ ଗୁରୁତ୍ୱ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବ୍ରହ୍ମପୁର ଜୋନ୍‌ରେ ଥିବା ୮ ଜିଲାର ଜିଲା ଶିକ୍ଷାଧିକାରୀ(ଡିଇଓ) ଓ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର…

4 years ago

ରାଜ୍ୟରେ ହେବ ‘ଶାଶୁ-ବୋହୂ’ ସମ୍ମିଳନୀ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): ଜନସଂଖ୍ୟା ନିୟନ୍ତ୍ରଣ ଓ ପରିବାର ନିୟୋଜନ ଲକ୍ଷ୍ୟ ହାସଲ ପାଇଁ ରାଜ୍ୟ ସରକାର ଖୁବ୍‌ଶୀଘ୍ର ‘ଶାଶୁ-ବୋହୂ’ ସମ୍ମିଳନୀ ଆୟୋଜନ କରିବେ। ଏହା ବର୍ଷକୁ ଦୁଇଥର…

4 years ago

ଲକରରୁ ମିଳିଲା ୧୭ କେଜି ସୁନା, ୧.୫୭ କୋଟି ଟଙ୍କା

ଭୁବନେଶ୍ୱର, ୧୮।୧ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତଟ ରେଳପଥର ଅବସରପ୍ରାପ୍ତ ପ୍ରିନ୍ସିପାଲ ଚିଫ୍‌ ଅପରେଶନ୍‌ ମ୍ୟାନେଜର ପ୍ରମୋଦ କୁମାର ଜେନାଙ୍କ ଘର ସମେତ…

4 years ago

ଦୁଇ ନାବାଳିକାଙ୍କୁ ବାନ୍ଧି ଗଣବଳାତ୍କାର

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ସୋମବାର ଭୁବନେଶ୍ୱର ପଟିଆ ରେଳ ଷ୍ଟେଶନ ନିକଟରେ ଦୁଇ ନାବାଳିକାଙ୍କ ହାତଗୋଡ଼ ବାନ୍ଧି ରାତିସାରା ଗଣ ବଳାତ୍କାର କରାଯାଇଥିବା…

4 years ago

ଆସନ୍ତା ୨୬ରୁ ଡିଏଲ୍‌ ନବୀକରଣ ପାଇଁ ଅନ୍‌ଲାଇନ୍‌ ଡାକ୍ତରୀ ପ୍ରମାଣପତ୍ର ବାଧ୍ୟତାମୂଳକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ରୁ ଡ୍ରାଇଭିଂ ଲାଇସେନ୍ସ ନବୀକରଣ ପାଇଁ ଅନ୍‌ଲାଇନ ଡାକ୍ତରୀ ପ୍ରମାଣପତ୍ର ବାଧ୍ୟତାମୂଳକ ହେବ। ୪୦ ବର୍ଷରୁ ଅଧିକ ବୟସ ଆବେଦନକାରୀଙ୍କ ପାଇଁ ଏହି…

4 years ago

ରେଳ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ: ପୁଳାପୁଳା ଟଙ୍କାକୁ ,ମାଳମାଳ ସୁନା ଜବତ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): ଅବସରପ୍ରାପ୍ତ ରେଳବାଇ ମୁଖ୍ୟ ବାଣିଜ୍ୟକ ପରିଚାଳକ ପ୍ରମୋଦ ଜେନାଙ୍କ ଘରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଚଢ଼ଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ…

4 years ago

ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାର ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ…

4 years ago

ଏଥର ତାଲିକା ଭୁଲ୍‌ ହେଲେ ନବୀନ ନିବାସ ଘେରାଉ: ଭାଜପା

ଭୁବନେଶ୍ବର,୧୭ା୧(ବ୍ୟୁରୋ):ରାଜ୍ୟରେ ଥିବା ବାସହୀନଙ୍କୁ ଘରଟିଏ ଦେବାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସଫଳ ରୂପାୟନ ପାଇଁ ଭାଜପା ରାଜ୍ୟ ସରକାରଙ୍କୁ ବାରମ୍ବାର ଚେତାବନୀ ଦେବା ସହ ଆନ୍ଦୋଳନ କରୁଛି।…

4 years ago

ମଦ ଟ୍ରକ ହାଇଜାକ୍‌ କରିଥିବା ଗ୍ୟାଙ୍ଗ୍‌ ଧରାପଡିଲା

ଭୁବନେଶ୍ୱର,୧୭।୧(ବ୍ୟୁରୋ):ଗାଡି ନମ୍ବର, ଆଧାର କାର୍ଡ ଓ କାଗଜପତ୍ର ଜାଲିଆତି କରିଥିଲେ। ପରେ ମଦ ବୋଝେଇ ଟ୍ରକ୍‌ ହାଇଜାକ୍‌ କରି ରାଜଧାନୀରୁ ନେଇ ଅନୁଗୋଳର ଏକାଧିକ ମଦ ବ୍ୟବସାୟୀଙ୍କୁ…

4 years ago