ଭୁବନେଶ୍ୱର,୯।୧୦(ବ୍ୟୁରୋ):ଓଡ଼ିଶାର ପ୍ରଥା, ପରମ୍ପରା, ସଂସ୍କୃତିକୁ ନେଇ ନୃତ୍ୟ ମାଧ୍ୟମରେ ପାରମ୍ପରିକ ଢଙ୍ଗରେ ପାଳନ ହୋଇଛି କୁଆଁର ପୂନେଇଁ ଉତ୍ସବ। ଶନିବାର ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟାୟନ ପକ୍ଷରୁ ଏହି…
ପୁରୁଣା ଭୁବନେଶ୍ୱର,୮ା୧୦(ଡି.ଏନ୍.ଏ.):ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ପୂର୍ବତନ ଏମ୍ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସହଧର୍ମିଣୀ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ ଶନିବାର…
ଭୁବନେଶ୍ୱର,୯।୧୦(ବ୍ୟୁରୋ):କ୍ଷତ ବିକ୍ଷତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ଜଣେ ସ୍ବିଗି ବୟଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ଉଦ୍ଧାର କରାଯାଇଛି। ସେ ହେଲେ ଜଗତ୍ସିଂହପୁର ଜିଲା ପାଟେଣି…
ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ…
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ବ୍ରଏଲର କୁକୁଡ଼ା ଚାଷୀଙ୍କ ପ୍ରତିନିଧି ଏବଂ ଇଣ୍ଟିଗ୍ରେଟର କମ୍ପାନୀ ପ୍ରତିନିଧିଙ୍କ ସହିତ ଅକ୍ଟୋବର ୧୦ରେ କୃଷି ଭବନଠାରେ ହେବାକୁ ଥିବା ଆଲୋଚନାକୁ ସ୍ଥଗିତ ରଖାଯାଇଛି।…
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରାଚୀନ କାଳରୁ ବିଭିନ୍ନ ସମ୍ପ୍ରଦାୟର ରାଜାଙ୍କ ଶାସନ ଚାଲିଆସୁଥିବା ବେଳେ ଅନେକ କୀର୍ତ୍ତିରାଜିର ଛାପ ଛାଡ଼ିଯାଇଛନ୍ତି। ସେହି କୀର୍ତ୍ତିରାଜିଗୁଡ଼ିକ ଏବେ ବି ଓଡ଼ିଶାର ବିଭିନ୍ନ…
ଭୁବନେଶ୍ୱର,୯।୧୦(ବ୍ୟୁରୋ):ଚଳିତ ଶିକ୍ଷାବର୍ଷରେ ଆବାସିକ ଜନଜାତି ଅନୁଷ୍ଠାନ କିସ୍ର ଛାତ୍ରୀଛାତ୍ର ଉଚ୍ଚକୋଟୀର ଶୈକ୍ଷିକ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ୩୯୨ଜଣଙ୍କ ମଧ୍ୟରୁ କିସ୍ରୁ…
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି)ରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ୨୦୨୧-୨୨ ଆର୍ଥିକବର୍ଷ ଶେଷ ସୁଦ୍ଧା ଓଏଚ୍ଆର୍ସିରେ ୧୭,୪୧୮ଟି ମାନବିକ ଅଧିକାର ଉଲ୍ଲଂଘନ ମାମଲା…
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଆସନ୍ତା ୧୯ କିମ୍ବା ୨୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ପାଣିପାଗ ମଡେଲ ସୂଚନା ଅନୁଯାୟୀ…
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୨୫,୦୩୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…