ମେଟ୍ରୋ

୨୦୩ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ…

4 years ago

ପୁଣି ଶ୍ରଦ୍ଧାଞ୍ଜଳିଙ୍କୁ ଜେରା, ଚନ୍ଦନ ମୁହଁରେ ଅର୍ଚ୍ଚନା ଚରିତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୧୫ଜଣଙ୍କ ତାଲିକା…

4 years ago

ବିଧାନସଭାରେ ଚାଷୀ ଝଡ଼

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବଡ଼ଗଡ଼ ଜିଲାର ପଦ୍ମପୁର ଉପନିର୍ବାଚନରେ ଚାଷୀ ସମସ୍ୟା ମୁଖ୍ୟ ପ୍ରସଙ୍ଗ ହୋଇଛି। ଚାଷୀଙ୍କ ଭୋଟ ହାତେଇବା ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ଜୋର ଲଗାଇଛନ୍ତି। ଏହିକ୍ରମରେ…

4 years ago

ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ…

4 years ago

ଗୃହ ସ୍ବାଭାବିକ ଭାବେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୫।୧୧: (ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ପ୍ରବଳ…

4 years ago

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଡ୍ରାଇଭର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ତେବେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ଶୁକ୍ରବାର ଆଉ ଥରେ ଇଡିରେ ହାଜର ହୋଇଥିବା…

4 years ago

ପ୍ୟାସି ହୁଁ ମେଁ ତୁମ୍‌କୋ ପିଲାକେ…

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ‘ଧରିତ୍ରୀ’ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ କର୍ନାଟକର ଗାୟକ ବାସୁ ମୁଖ୍ୟ ଆକର୍ଷଣ ସାଜିଥିଲେ। ଫ୍ୟୁଜନ୍‌ର ତାଳେତାଳେ ଉପସ୍ଥିତ ଶ୍ରୋତାଙ୍କୁ ମତୁଆଲା କଲେ ଗାୟକ ବାସୁ।…

4 years ago

ଆରମ୍ଭରୁ ଗୃହ ମୁଲତବୀ

ଭୁବନେଶ୍ୱର,୨୫।୧୧: (ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନ ଆରମ୍ଭରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ…

4 years ago

ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଶୁକ୍ରବାର ପୁଣି ଇଡିରେ ହାଜର ହୋଇଛନ୍ତି। ଏହା ପୂର୍ବରୁ ଅର୍ଥାତ୍‌ ଗତ ବୁଧବାର ମଧ୍ୟ ଶ୍ରଦ୍ଧାଞ୍ଜଳିଙ୍କୁ…

4 years ago

‘ଡିଜିଟାଲ କାରବାରରେ ସତର୍କତାକୁ ଗୁରୁତ୍ୱ ’

ଭୁବନେଶ୍ୱର,୨୫।୧୧:ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ) ପକ୍ଷରୁ ନିକଟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ବ୍ୟାଙ୍କର ଅମରେନ୍ଦ୍ର କୁମାର ମୁଖ୍ୟ…

4 years ago