ଭୁବନେଶ୍ୱର,୧।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସେସ୍(ଓସିଏସ୍) ପରୀକ୍ଷା ଓଡ଼ିଆ ଭାଷାରେ ଦେଇହେବ। ଯେଉଁ ପ୍ରାର୍ଥୀମାନେ ଚାହିଁବେ ସମସ୍ତ ବିଷୟକୁ ଓଡ଼ିଆରେ ପରୀକ୍ଷା ଦେଇପାରିବେ। ତେବେ ଯେଉଁ ପ୍ରାର୍ଥୀମାନେ ଚାହିଁବେ…
ଭୁବନେଶ୍ବର,୩୦।୯(ବ୍ୟୁରୋ): ବଢିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି । ଏନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧,୨,୩,୪ରେ ସରୁଥିବା ନମ୍ବର ପାଇଁ…
ଭୁବନେଶ୍ବର,୩୦।୯(ବ୍ୟୁରୋ): ରାଜ୍ୟ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ର ପୂର୍ବତନ ସଭାପତି ତେଜେଶ୍ବର ପରିଡା ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ଟୁଇଟ୍ କରି…
ଭୁବନେଶ୍ବର,୩୦।୯(ବ୍ୟୁରୋ): ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧିକୁ ବୃଦ୍ଧି କରାଯିବ। ଏ ସମ୍ପର୍କିତ ମାମଲାର ଶୁଣାଣି ହାଇକୋର୍ଟରେ ଚାଲିଥିବା ବେଳେ ଆଉ ମାସେ ସମୟସୀମା ବୃଦ୍ଧି କରିବା ପାଇଁ…
ଭୁବନେଶ୍ବର,୩୦।୯(ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ଏହି ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ଭିଡିଓ…
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୦୯୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ଭୁବନେଶ୍ୱର,୩୦।୯ (ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅନ୍ତର୍ଗତ ଟଙ୍କପାଣିରୋଡ୍ସ୍ଥିତ ବ୍ରହ୍ମେଶ୍ୱର ଦୁର୍ଗାପୂଜା କମିଟି ପକ୍ଷରୁ ନିର୍ମାଣ କରାଯାଉଥିବା ଲାଇଟ୍ ତୋରଣ ଗୁରୁବାର ହୋଇଥିବା ବର୍ଷା ଓ ପବନରେ…
ପୁରୁଣା ଭୁବନେଶ୍ୱର,୩୦ା୯(ଡି.ଏନ୍.ଏ.): ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ। ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମା’ଙ୍କ…
ଭୁବନେଶ୍ୱର,୩୦।୯(ବ୍ୟୁରୋ): ବର୍ଷକୁ କୋଟି କୋଟି କମାଉଛୁ, କିନ୍ତୁ ପଚାଶ ହଜାର ଦେବୁ ନାହିଁ କାହିଁକି? ମୁଁ ଓଲ୍ଡଟାଉନ୍ ଗୁଣ୍ଡା, ମୋର କିଛି ଶୁଣିବାର ନାହିଁ। ଦୁର୍ଗା ପୂଜା…
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ…