ଭୁବନେଶ୍ୱର (ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ୍/ପାରଳାଖେମୁଣ୍ଡି (ଡି.ଏନ୍.ଏ.)/ଯାଜପୁର ଅଫିସ୍/ ବଲାଙ୍ଗୀର ଅଫିସ୍, ୧୫ା୧୧ ରାଜ୍ୟ ସରକାର ଆଳୁ ମିଶନକୁ ଜୋରସୋରରେ ପ୍ରଚାର ପ୍ରସାର କଲେ। ବଜାରର ଚାହିଦା ଓ ମୂଲ୍ୟକୁ…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା। ଏହି ଚଢାଉ ବେଳେ ଯନ୍ତ୍ରୀଙ୍କର…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ବର୍ଷା ସିଂ ବରିହାଙ୍କ ନାମ ବିଜେଡି ସୋମବାର ଘୋଷଣା କରିଛି। ତେବେ ନାଁ ଘୋଷଣା ହେବା ପରେ ବର୍ଷା ବରିହା ନିଜର…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ନାହିଁ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ। ଚାଷୀଙ୍କୁ ସମର୍ଥନ ଜଣାଇ ନାମାଙ୍କନ ପତ୍ର ଭରି ନାହାନ୍ତି ।…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସ୍ବର୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ ବଡ ଝିଅ ବର୍ଷା ସିଂ ବରିହା ହେଲେ ବିଜେଡି…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପୂର୍ବରୁ ଧାର୍ଯ୍ୟ ହୋଇଥିବା ସମୟସୀମାକୁ ହ୍ରାସ କରାଯାଇଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ଶୀତଦିନ…
ଭୁବନେଶ୍ୱର,୧୪ା୧୧: ଶୀତର ଆଗମନରେ ଗଞ୍ଜାମ ତଟବର୍ତ୍ତୀ ଅଞ୍ଚଳରେ ବିଭିନ୍ନ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ଛତ୍ରପୁର ତହସିଲ ଅନ୍ତର୍ଗତ ପାଇକପଡା ଅଞ୍ଚଳରେ ବିରଳ ଗ୍ଲୋସୀ ଆଇବିସ…
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସୋମବାର ପୁଣି ଜଣେ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଉଦଳା ଆର୍ଡବ୍ଲ୍ୟୁଏସ୍ଏସ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ସୋମବାର ଶିଶୁ ଦିବସ। ଶିଶୁଙ୍କୁ ଉସତ୍ାହିତ କରିବା ପାଇଁ ଏହି ଦିବସଟି ପାଳନ କରାଯାଉଥିବାବେଳେ କୁନି ଝିଅ ଓସିନ୍ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ପାଠପଢ଼ା,…
ଭୁବନେଶ୍ବର, ୧୪ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍ଏଫବିଓ୍ବାଇ)କୁ ନେଇ ଭାଜପାକୁ ଟାର୍ଗେଟ କରିଛି ବିଜେଡି। ଚାଷୀଙ୍କୁ ଫସଲବୀମା ତୁରନ୍ତ କେନ୍ଦ୍ର ସରକାର ପ୍ରଦାନ କରନ୍ତୁ ବୋଲି…