ମେଟ୍ରୋ

ଅକ୍ଟୋବର ୧୬ରେ ହେବ ଓଏଏସ୍‌ ପ୍ରିଲିମ୍‌

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ପ୍ରିଲିମ୍‌ ପରୀକ୍ଷା ପାଇଁ ଗୁରୁବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୧୬ ତାରିଖରେ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓଡ଼ିଶା…

4 years ago

ରାଜ୍ୟରୁ ସୁସ୍ଥ ହେଲେ ୧୨୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୯୫,୧୫୭ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

4 years ago

ଠିକ୍‌ ସମୟରେ ଠିକ୍‌ କଥା କହିବି: ବାବୁସାନ୍‌

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ବିବାଦରେ ଫସିଥିବା ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ଗୁରୁବାର ଘରର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି, ଠିକ୍‌ ସମୟରେ ଠିକ୍‌ କଥା କହିବି। ଏବେ…

4 years ago

ଆଉ ଏକ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୭(ବ୍ୟୁରୋ): କରୋନା ନେଲା ଆଉ ଏକ ମୁଣ୍ଡ। ଗୁରୁବାର ପୁଣି ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତକଜଣଙ୍କ ହେଉଛନ୍ତି କଟକର ୬୭ ବର୍ଷୀୟ ବୃଦ୍ଧ।…

4 years ago

ରାଜଧାନୀରେ ଗଡ଼ିବ ଇ-ବସ୍‌, ଇ-ରିକ୍ସା: ଆସନ୍ତା ୨୯ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ରାଜଧାନୀରେ ଗଡିବ ଇ-ବସ ଏବଂ ଇ-ରିକ୍ସା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଇ-ବସ୍‌ର…

4 years ago

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ଗୁରୁବାର ପୂର୍ବାହ୍ନରେ ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିବାରୁ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ…

4 years ago

ବଢ଼ୁଛି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୦ ଆକ୍ରାନ୍ତ; ଜାଣନ୍ତୁ କେଉଁ ଜିଲାରୁ …

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୩ କ୍ୱାରାଣ୍ଟାଇନ୍‌ରୁ ଓ ୪୨୭…

4 years ago

ଭରସା ତୁଟିବା ପରେ ଚରମ ପଦକ୍ଷେପ

ସତ୍ୟଜିତ୍‌ ରାଉତ ଭୁବନେଶ୍ୱର,୨୮।୭(ବ୍ୟୁରୋ): କୌଣସି ଲୋକ ଥାନାରେ ଅଭିଯୋଗ କଲେ, ପୋଲିସ ତାହାକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ତଦନ୍ତ କରିବା କଥା। ହେଲେ ଅନେକ…

4 years ago

ହଟୁଛି ବେଆଇନ ପୋଷ୍ଟର, ସାଇନ୍‌ ବୋର୍ଡ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ସହରକୁ ସ୍ବଚ୍ଛ ସୁନ୍ଦର କରି ଗଢ଼ିତୋଳିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ବିଶେଷକରି ବ୍ୟବସାୟ ସ୍ଥଳରେ ସ୍ବଚ୍ଛତାରେ ଖିଲାପ ହେଲେ…

4 years ago

କନ୍ଦମୂଳ ଉତ୍ପାଦନରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟରେ ଉଦ୍ୟାନ କୃଷି ସଫଳତାର ସହ କୃଷକଙ୍କ ନିକଟରେ ପହଞ୍ଚି ପାରିଛି। ଜାତୀୟ ଉଦ୍ୟାନ ବୋର୍ଡ ତଥ୍ୟ ଅନୁଯାୟୀ ସର୍ବ ଭାରତୀୟସ୍ତରରେ ଫଳ ଓ…

4 years ago