ମେଟ୍ରୋ

ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌, ୨ ସପ୍ତାହ ଭିତରେ ଜବାବ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ  ନୋଟିସ୍‌। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି କାରଣ ଦର୍ଶାଅ…

4 years ago

୧୧.୩୦ ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀରେ ଛାଡିବାକୁ…

4 years ago

ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ: ଜିଲାପାଳଙ୍କୁ ଡିଟେଲ୍ଡ ପ୍ରୋଜେକ୍ଟ ରିପୋର୍ଟ ପ୍ରଦାନ

ଖୋର୍ଦ୍ଧା ଅଫିସ,୨୨ା୭: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧାସ୍ଥିତ ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ହେବ। ପାଇକ ବିଦ୍ରୋହର ସ୍ମୃତିଚିହ୍ନସ୍ବରୂପ ଗଡ଼ଖୋର୍ଦ୍ଧା ଛକରେ ରହିଛି ଜୟୀ…

4 years ago

ମଧ୍ୟାହ୍ନ ଭୋଜନ ଦୁର୍ନୀତି: ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋରାପୁଟ ଓ ବଲାଙ୍ଗିରରେ ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣାରେ ସବୁ…

4 years ago

ଆଜି ରାଜ୍ୟରୁ ୧୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୪୬ ଶିଶୁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ରାଜ୍ୟ ସରକାର-ଆଇଏଫ୍‌ସି ବୁଝାମଣାପତ୍ର ସ୍ବାକ୍ଷର

ଭୁବନେଶ୍ବର,୨୨ା୭(ବ୍ୟୁରୋ): ରାଷ୍ଟ୍ରାୟତ୍ତ ସମ୍ପତ୍ତି ମୁଦ୍ରୀକରଣ ଓ ପୁନଃ ବିନିଯୋଗ ପାଇଁ ରାଜ୍ୟ ସରକାର ଓ ବିଶ୍ୱବ୍ୟାଙ୍କର ଅନ୍ତର୍ଜାତୀୟ ଅର୍ଥ ନିଗମ (ଆଇଏଫ୍‌ସି) ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ…

4 years ago

ଦାରିଦ୍ର୍ୟ ହ୍ରାସରେ ଓଡ଼ିଶା ସବୁଠୁ ଆଗରେ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କ ସଂଖ୍ୟା ହ୍ରାସ କ୍ଷେତ୍ରରେ ଓଡ଼ିଶା ଦେଶରେ ସବୁ ରାଜ୍ୟଠାରୁ ଆଗରେ ରହିଛି। ଗୁରୁବାର ବିଧାନସଭାରେ ଯୋଜନା…

4 years ago

ଅନ୍ତର୍ଭୁକ୍ତ ହେବାକୁ ୪ ଯୋଗ୍ୟତାସୂଚକ ତାରିଖ

ଭୁବନେଶ୍ବର, ୨୧ା୭(ବ୍ୟୁରୋ): ନିର୍ବାଚନ ଆୟୋଗଙ୍କ ସଂଶୋଧିତ ନୂତନ ନିୟମ ଅନୁଯାୟୀ ତ୍ରୁଟିଶୂନ୍ୟ ଓ ନିର୍ଭୁଲ୍‌ ଭୋଟର ତାଲିକା ପ୍ରସ୍ତୁତି ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

4 years ago

ରାଜ୍ୟରେ ୧୫,୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଆଡ଼ିବନ୍ଧ ଯୋଜନାରେ ରାଜ୍ୟରେ ୧୫ ହଜାର ୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ଲାଗି ସରକାର ପ୍ରସ୍ତାବ ରଖିଛନ୍ତି। ସେଥିମଧ୍ୟରୁ ୩ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୫ ସୁଦ୍ଧା…

4 years ago

ଆଜିଠାରୁ ସ୍ବାଭାବିକ ହେବ ଟିକାକରଣ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଟିକା କମ୍‌ ପରିମାଣର ଥିବାରୁ ଟୀକାକରଣରେ ବ୍ୟାଘାତ ଦେଖାଦେଇଥିଲା। ଏବେ ରାଜ୍ୟକୁ ଟିକା ଆସିଥିବାରୁ ଶୁକ୍ରବାରଠାରୁ ଟୀକାକରଣ ସ୍ବାଭାବିକ ହେବ ବୋଲି ପରିବାର…

4 years ago