ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୫୩୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୮୫,୩୭୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ପୁଣି ବ୍ରାଉନସୁଗାର ଜବତ ହୋଇଛି । ଭୁବନେଶ୍ବର ଅବକାରୀ ବିଭାଗ ୩୪ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଜଣଙ୍କୁ…
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍ ଦିଆଯାଉଛି। ତେବେ ଟିକାକରଣକୁ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ…
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜିଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ…
ଭୁବନେଶ୍ୱର,୧୮।୭(ବ୍ୟୁରୋ): ଓଡ଼ିଶାର ଲୋକେ ଚୁଡ଼ା, ମୁଢ଼ିକୁ ସକାଳେ ସନ୍ଧ୍ୟାରେ ଜଳଖିଆ ଭାବେ ବ୍ୟବହାର କରନ୍ତି। ତେଣୁ ସେସବୁରେ ଜିଏସ୍ଟି ଲାଗିବା ପ୍ରସଙ୍ଗ ସୋମବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା…
ଭୁବନେଶ୍ୱର,୧୮।୭(ବ୍ୟୁରୋ): ଅପରାହ୍ନ ୪ଟା ଯାଏ ପୁଣି ଗୃହ ମୁଲତବୀ। ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରିଛନ୍ତି। ସୂଚନାନୁସାରେ, ସୋମବାରଠୁ ଖାଉଟି ସାମଗ୍ରୀ…
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍ପି ଭାବେ ସୋମବାର ଶପଥ ନେଇଛନ୍ତି ସସ୍ମିତ୍ ପାତ୍ର। ସେ ଦ୍ବିତୀୟ ଥର ଭାବେ ଶପଥ ନେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା…
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ଯୁବତୀ ଓ ମହିଳାଙ୍କୁ ବିବାହ କରି ଗିରଫ ହୋଇଥିଲେ ରମେଶ ସ୍ବାଇଁ। ସେ ଏବେ…
ଭୁବନେଶ୍ୱର,୧୮।୭ (ବ୍ୟୁରୋ): ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣୀସ୍ଥିତ ମୁଣ୍ଡାସାହିଠାରେ ନିର୍ମାଣଧିନ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି) ଭିତରେ ଜେଲ ଫେରନ୍ତା ବିହାରୀ ଯୁବକ ମୁକେଶ ଚୌଧୁରୀଙ୍କୁ…