ଭୁବନେଶ୍ବର, ୨୯ା୭(ବ୍ୟୁରୋ): ନୂଆଦିଲ୍ଲୀରେ ଆସନ୍ତା ଅଗଷ୍ଟ ୭ରେ ଅନୁଷ୍ଠିତ ହେବ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକ। ଏଥିରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ…
ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତା ବଢ଼ାଇବାରେ ଲାଗିଛି। ସୁପ୍ରିମକୋର୍ଟ ସୁରକ୍ଷା କମିଟି ପରାମର୍ଶ ସତ୍ତ୍ୱେ ରାଜ୍ୟରେ ଦୁର୍ଘଟଣା ହାର ବଢ଼ିଚାଲିଛି। ଗତ ୫ ବର୍ଷରେ ସଡ଼କ…
ଭୁବନେଶ୍ୱର,୨୯।୭(ବ୍ୟୁରୋ): କେନ୍ଦ୍ର ସରକାର ଦେଶବାସୀଙ୍କୁ କିଛି ସୁନେଲି ସ୍ବପ୍ନ ଦେଖାଇଥିଲେ। ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ଦୁଇଗୁଣ କରିବା, ପ୍ରତି ଘରେ ରନ୍ଧନ ଗ୍ୟାସ୍ ପହଞ୍ଚାଇବା ଓ…
ଭୁବନେଶ୍ବର,୨୯ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି…
ଭୁବନେଶ୍ୱର,୨୯।୭(ବ୍ୟୁରୋ): ମହାନଦୀ ପାଣିକୁ ଛତିଶଗଡ଼ ବଡ଼ ବଡ଼ ବ୍ୟାରେଜ କରି ଅଟକାଇଛି। ଅଣମୌସୁମୀ ବେଳେ ନଦୀର ଜଳସ୍ରୋତ ହ୍ରାସ ପାଇଛି। ଏହାକୁ ନେଇ ବହୁ ତୁମ୍ବିତୋଫାନ ହୋଇଛି।…
ଭୁବନେଶ୍ୱର(ବ୍ୟୁରୋ)/ନରସିଂହପୁର (ସ୍ବ.ପ୍ର.)୨୯।୭: ଆଠଗଡ଼ ବନଖଣ୍ଡ ନରସିଂହପୁର ଜଙ୍ଗଲରେ ଗତ ୬ଦିନ ହେଲା ବୁଲୁଥିବା ଗୁଳିବିଦ୍ଧ ଦନ୍ତାକୁ ବନ ବିଭାଗ ଗୁରୁବାର ଠାବ କରି ଚିକିତ୍ସା ଆରମ୍ଭ କରିଛି।…
ଭୁବନେଶ୍ୱର,୨୯।୭(ବ୍ୟୁରୋ): ଶିକ୍ଷା ଅଧିକାର ଆଇନ (ଆର୍ଟିଇ)-୨୦୦୯ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍ ସଂରକ୍ଷଣ ବ୍ୟବସ୍ଥା ରହିଛି। ହେଲେ ବହୁ ଘରୋଇ…
ଭୁବନେଶ୍ୱର,୨୮।୭(ବ୍ୟୁରୋ): ଅଭିନେତା ବାବୁସାନ୍ ମହାନ୍ତିଙ୍କ ପାରିବାରିକ ବିବାଦର ଆପୋସ ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ବାବୁସାନ୍ଙ୍କ ଓକିଲ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ ଏ ସମ୍ପର୍କରେ…
ଭୁବନେଶ୍ୱର,୨୮।୭(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ର ପ୍ରିଲିମ୍ ପରୀକ୍ଷା ପାଇଁ ଗୁରୁବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୧୬ ତାରିଖରେ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓଡ଼ିଶା…
ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨,୯୫,୧୫୭ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…