ଭୁବନେଶ୍ବର, ୩ା୮(ବ୍ୟୁରୋ): ଦିନକୁ ଦିନ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ହେବାରେ ଲାଗିଛି। ବେକାରି ସମସ୍ୟା, ଅଗ୍ନିପଥ ଯୋଜନା…
ଭୁବନେଶ୍ବର, ୩ା୮(ବ୍ୟୁରୋ): ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ୨ଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର…
ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର…
ଭୁବନେଶ୍ୱର,୩।୮(ବ୍ୟୁରୋ): ସ୍କୁଲଗୁଡ଼ିକରୁ ଡ୍ରପ୍ଆଉଟ୍ ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛି। ଆସନ୍ତା ଶିକ୍ଷା ବର୍ଷରୁ ଅପଗ୍ରେଡ ହେବ ୧୦୦ଟି ହାଇସ୍କୁଲ।…
ଭୁବନେଶ୍ୱର,୩ା୮(ବ୍ୟୁରୋ): ଶିକ୍ଷାନୁଷ୍ଠାନରେ ରାଗିଂ ରୋକିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜ୍ୟ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ କର୍ତ୍ତୃପକ୍ଷଙ୍କୁ ଉଚ୍ଚ ଶିକ୍ଷା…
ନୂଆଦିଲ୍ଲୀ/ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାର ୨୪ ଜଣ ବିଧାୟକ ବୁଧବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସବୁ ଦଳର ବିଧାୟକ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତିଙ୍କୁ…
ଭୁବନେଶ୍ୱର,୩।୮(ବ୍ୟୁରୋ): ଭୁବନେଶ୍ୱରରୁ କୋରାପୁଟର ଜୟପୁରକୁ ବୁଧବାର ପରୀକ୍ଷାମୂଳକ ବିମାନ ଉଡାଣ କରାଯାଇଛି। ଇଣ୍ଡିଆ ଏୟାର ଓ୍ବାନ୍ ବିମାନଟି ବିନା ଯାତ୍ରୀରେ କେବଳ ବିମାନ କର୍ମଚାରୀଙ୍କୁ ନେଇ ଉଡିଥିବା…
ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୬୬ ଜଣ ପିଲା ଅଛନ୍ତି।…
ଭୁବନେଶ୍ୱର,୩।୮(ବ୍ୟୁରୋ): ଦକ୍ଷିଣ ମୁହାଁ ମୌସୁମୀ ନିମ୍ନ ଚାପ ରେଖା, ହିମାଳୟ ପାଦ ଦେଶରୁ ସ୍ବାଭାବିକ ଅବସ୍ଥାନକୁ ଫେରୁଛି ମୌସୁମୀ। ୫ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ…
ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର କେନ୍ଦୁଝର ଜିଲାର ତେଲକୋଇ ବ୍ଲକରେ ଏସ୍ଟି କମିଶନ ସଦସ୍ୟ ଅନନ୍ତ ନାୟକ ଆଦିବାସୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜନଶୁଣାଣି ପାଇଁ ଯାଇଥିଲେ। ବଳଭଦ୍ରପୁର ଏବଂ…