ମେଟ୍ରୋ

ନବୀନଙ୍କ ସହ କଥା ହେଲେ ନଡ୍ଡା

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ସଭାପତି ଜେ.ପି ନଡ୍ଡା କଥା ହୋଇଥିବା ନବୀନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗ…

4 years ago

ରଶ୍ମିରେଖାଙ୍କ ପ୍ରେମିକଙ୍କୁ ଥାନାରେ ହାଜର ହେବା ପାଇଁ ନୋଟିସ୍‌

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଲିଉଡ୍‌ର ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ଘଟଣା ଦିନକୁ ଦିନ ନୂଆମୋଡ଼ ନେଉଛି। ତେବେ ତାଙ୍କ ପ୍ରେମିକ କୁହାଯାଉଥିବା ସନ୍ତୋଷ ପାତ୍ରଙ୍କୁ ନୟାପଲ୍ଲୀ ଥାନାରେ…

4 years ago

ସ୍କୁଲର କେୟାରଟେକରଙ୍କୁ ଦସ୍ତଖତ ଶିଖାଇଥିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜୀବନ ସଂଘର୍ଷମୟ ଥିଲା। ୫ଦଶନ୍ଧି ତଳେ ରାଜ୍ୟର ଗମନାଗମନ କ୍ଷେତ୍ର ବିଶେଷ ନ ଥିବା ସତ୍ତ୍ୱେ ୧୯୭୪ରେ…

4 years ago

ଦିଲ୍ଲୀ ଗଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ଗୁରୁବାର ସକାଳ ୯.୪୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ…

4 years ago

ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩ ଆକ୍ରାନ୍ତ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ…

4 years ago

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ…

4 years ago

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ…

4 years ago

ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ  ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ…

4 years ago

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ…

4 years ago

ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର ଓଡ଼ିଶାକୁ…

4 years ago