ମେଟ୍ରୋ

ଆଜି ଇମାମି-କିସ୍‌ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ବାଲେଶ୍ୱର ଜିଲା ରେମୁଣା ବ୍ଲକ୍‌ ଅନ୍ତର୍ଗତ ଆରମଳାଠାରେ ନିର୍ମିତ କିସ୍‌ର ନୂତନ ଶାଖା ଇମାମି-କିସ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩ ତାରିଖ ସୋମବାର ଉଦ୍‌ଘାଟନ…

4 years ago

୨୦୨୫ ସୁଦ୍ଧା ଓଡ଼ିଶାକୁ ଶିଶୁ ଶ୍ରମମୁକ୍ତ ରାଜ୍ୟ ଲକ୍ଷ୍ୟ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଓଡ଼ିଶାକୁ ୨୦୨୫ ସୁଦ୍ଧା ଶିଶୁ ଶ୍ରମ ମୁକ୍ତ ରାଜ୍ୟ ଭାବରେ ଗଢ଼ିତୋଳିବା ପାଇଁ ଲକ୍ଷ୍ୟ ରହିଛି। ଏଥିପାଇଁ ସବୁ କ୍ଷେତ୍ରରେ ଉଦ୍ୟମର ଆବଶ୍ୟକତା ରହିଛି…

4 years ago

ମୌସୁମୀ ଅଧିବେଶନରେ ନବୀନଙ୍କ ଭର୍ଚୁଆଲ ଉପସ୍ଥିତିକୁ ନେଇ ଟୁଇଟ୍‌ ରାଜନୀତି

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ସମାଲୋଚନା ଆରମ୍ଭ ହୋଇଯାଇଛି। ଟୁଇଟ୍‌ରେ ଏହି…

4 years ago

ଆଜି କଂଗ୍ରେସର ସତ୍ୟାଗ୍ରହ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି(ଏନଫୋର୍ସମେଣ୍ଟ ଡିରେକ୍ଟୋରେଟ)ରେ ହାଜର ହେବା କଥାକୁ…

4 years ago

ବାଚସ୍ପତି ନିର୍ବାଚନ ଲାଗି ଆଜି ସ୍ବତନ୍ତ୍ର ବୈଠକ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟାରେ ବିଧାନସଭାର ସ୍ବତନ୍ତ୍ର ବୈଠକ ଲାଗି ଉଭୟ ଶାସକ ଓ ବିରୋଧୀ ଦଳର…

4 years ago

ଗାଙ୍ଗୁଲିଙ୍କୁ ହକି ଇଣ୍ଡିଆର ଜର୍ସି ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ଗାଙ୍ଗୁଲି ମ୍ୟାଚ୍‌ ପୂର୍ବରୁ…

4 years ago

ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି…

4 years ago

ବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ୨ ଦଳର ଖେଳାଳି

କଟକ ଅଫିସ୍‌,୧୨।୫: କଟକର ବାରବାଟୀ ଷ୍ଟାଡିୟମରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଉଭୟ ଦଳର ଖେଳାଳି ମେ’…

4 years ago

ହୋଟେଲ୍‌ରୁ ବାରବାଟୀ ଷ୍ଟାଡିୟମ ଅଭିମୁଖେ ଖେଳାଳି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଦୀର୍ଘ ଅଢେଇ ବର୍ଷ ବ୍ୟବଧାନ ପରେ ପୁଣି ବାରବାଟୀ ଷ୍ଟାଡିୟମରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ…

4 years ago

ଭୁବନେଶ୍ୱରରେ ପହଞ୍ଚିଲେ ସୌରଭ ଗାଙ୍ଗୁଲି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାରବାଟୀ ମ୍ୟାଚ୍‌ ଦେଖିବା ପାଇଁ ଭୁବନେଶ୍ୱରରେ ପହଞ୍ଚିି ସାରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ କଡା ସୁରକ୍ଷା ବଳୟ…

4 years ago