ଭୁବନେଶ୍ୱର,୨୦ା୭(ବ୍ୟୁରୋ): ରାଜ୍ୟରୁ ଆଉ ୮୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍…
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଷ୍ଟର ଅଥବା ପ୍ରିକସନ୍ ଡୋଜ୍ ଦେବା ପ୍ରକ୍ରିୟାକୁ ତ୍ୱରାନ୍ବିତ…
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜଧାନୀ ରାସ୍ତାପାର୍ଶ୍ୱ କାନ୍ଥରେ ପୋଷ୍ଟର ଲଗାଇବା ମନା। ଯଦି କେହି ଏପରି କରେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଟୁଇଟ୍…
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାୟଗଡ଼ାଜିଲା କାଶୀପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ସେଠାରେ ଭିବ୍ରିଓ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି । ଯେହେତୁ ସାଧାରଣ ପାଣି ସୋର୍ସ…
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଛୁଆ ପାଇଁ ମା’ ସବୁକିଛି। ଛୁଆଙ୍କ ପାଇଁ ସେ ତା ଜୀବନ ଦେବାକୁ ମଧ୍ୟ ପଛାଏ ନାହିଁ। ନିଜେ ମା’ର ପରିଚୟ ସୃଷ୍ଟି କରିଛି ନାଗୁଣି।…
ନୂଆଦିଲ୍ଲୀ,ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.in ଓ୍ବେବ୍ସାଇଟ ମାଧ୍ୟମରେ ଦେଖିପାରିବେ।
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଆଇଏଲ୍ଏସ୍ ନିର୍ଦ୍ଦେଶକ ଡ. ଅଜୟ ପରିଡ଼ାଙ୍କ ମରଶରୀର ଗୌହାଟୀରୁ ବୁଧବାର ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଡ. ପରିଡ଼ାଙ୍କ ମୃତଦେହ ପହଞ୍ଚିବା ପରେ ବିମାନବନ୍ଦରରେ ଶୋକାକୁଳ…
ଭୁବନେଶ୍ୱର,୨୦।୭(ବ୍ୟୁରୋ) : ରାଜ୍ୟରେ ସଂକ୍ରମଣ ଉପରମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା…
ଭୁବନେଶ୍ୱର,୨୦ା୭(ବ୍ୟୁରୋ): ଓଡ଼ିଶାରେ ସୂଚନା ଓ ପ୍ରଯୁକ୍ତି (ଆଇଟି) କ୍ଷେତ୍ରକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଏହି କ୍ଷେତ୍ରରେ ଅଧିକରୁ ଅଧିକ…
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ ‘ମୋ ସ୍କୁଲ୍ ଅଭିଯାନ’ ଓଡ଼ିଶା ବିଜ୍ଞାନ ଏକାଡେମୀ ଏବଂ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର…