ମେଟ୍ରୋ

୧୧ ହଜାର ଶିକ୍ଷକ ପାଇବେ ନିଯୁକ୍ତି

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟର ହାଇସ୍କୁଲଗୁଡ଼ିକରେ ୧୧ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଜୁନ୍‌ ଶେଷ ସୁଦ୍ଧା ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ…

4 years ago

ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର କ୍ରାଇମ…

4 years ago

ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବଦ୍ଧ ଦନ୍ତା, ଚିକିତ୍ସା ପାଇଁ ଜଙ୍ଗଲ ମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର, ୭।୬(ବ୍ୟୁରୋ)- ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବଦ୍ଧ ଦନ୍ତା। ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଏ ନେଇ ମଙ୍ଗଳବାର ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି। ବିଧାୟକ…

4 years ago

୮ରୁ ୧୦ ଯାଏ ସିଝିବ ପଶ୍ଚିମ ଓଡ଼ିଶାରେ

ଭୁବନେଶ୍ୱର, ୭।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ୮ରୁ ୧୦ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ୮ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ…

4 years ago

୧୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୭।୬(ବ୍ୟୁରୋ): ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ…

4 years ago

ଜୁନ୍‌ ଶେଷ ସୁଦ୍ଧା ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ: ମନ୍ତ୍ରୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଜୁନ୍‌ ମାସ ଶେଷ ସୁଦ୍ଧା ରାଜ୍ୟର ବିଭିନ୍ନ ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ। ତେବେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ…

4 years ago

ଜୁନ ୯ରେ ଚିଲିକାରେ ହାଉସ୍‌ ବୋଟ୍‌ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଚିଲିକାରେ ଆସନ୍ତା ଜୁନ ୯ ତାରିଖରୁ ହାଉସ୍‌ ବୋଟ୍‌ ଚାଲିବ । ଏହା ରାଜ୍ୟରେ ପ୍ରଥମ । ଏହାକୁ ମୁଖ୍ୟମନ୍ତ୍ରୀ…

4 years ago

କୃଷକଙ୍କୁ ସମବାୟ ଋଣରେ ମିଳିବ ୨ ପ୍ରତିଶତ ରିହାତି

ଭୁବନେଶ୍ୱର,୭।୬(ବ୍ୟୁରୋ): କୃଷକଙ୍କ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। କୃଷକଙ୍କୁ ସମବାୟ ବ୍ୟାଙ୍କ ଋଣରେ ୨ୂଚନାଯୋ ପ୍ରତିଶତ ରିହାତି ମିଳିବ। ଏଥିରେ ରାଜ୍ୟରେ…

4 years ago

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୭।୫: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ…

4 years ago

ଛୁରାମାଡ଼ କରି ଲୁଟୁଥିବା ଗ୍ୟାଙ୍ଗ ଧରାପଡିଲା

ଭୁବନେଶ୍ୱର,୭।୬(ବ୍ୟୁରୋ):ରାତିହେଲେ ରାଜଧାନୀରେ ମୁଖ୍ୟ ରାସ୍ତାଠାରୁ ଗଳିକନ୍ଦି ଘୁରି ବୁଲୁଥିଲେ। ଯାହାକୁ ପାରିଲେ ଛୁରାମାଡ଼ କରି ଲୁଟୁଥିଲେ। ଗତ ୧୬ ତାରିଖରେ ଜଣେ ଧୂପ ବ୍ୟବସାୟୀଙ୍କୁ ଛୁରି ଭୁସି…

4 years ago