ମେଟ୍ରୋ

ଆଣ୍ଟିଜେନ ଟେଷ୍ଟ କିଟ୍‌ ଶୁଭାରମ୍ଭ

ଭୁବନେଶ୍ୱର,୨୭।୫(ବ୍ୟୁରୋ): କରୋନା ପରୀକ୍ଷା ପାଇଁ ରାପିଡ ଆଣ୍ଟିଜେନ ଟେଷ୍ଟ କିଟ୍‌ ନିର୍ମାଣର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ଇନ୍‌ଫୋସିଟିରେ ଏହି…

4 years ago

୧୦ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟର ୧୦ ଜିଲାରେ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ଶୁକ୍ରବାର ସତର୍କ ସୂଚନା ଜାରି କରିଛି। ଏହି ସବୁ ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର,…

4 years ago

ପରୀକ୍ଷକଙ୍କୁ ମିଳିବ ସାବିତ୍ରୀ ଛୁଟି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ପରୀକ୍ଷକ ସାବିତ୍ରୀରେ ଛୁଟି ନେଇପାରିବେ ବୋଲି ଶୁକ୍ରବାର ସରକାର ଘୋଷଣା କରିଛନ୍ତି। ଏ ନେଇ ସବୁ ବିଇଓ, କ୍ୟାମ୍ପ ଅଧିକାରୀ ଓ ସୁପରଭାଇଜରଙ୍କୁ ମାଧ୍ୟମିକ ଶିକ୍ଷା…

4 years ago

ରାଜଧାନୀରେ ଭାରି ମୋଟରଯାନ ଚଲାଇବେ ମହିଳା, କିନ୍ନର

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଥର ଭାରି ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । କ୍ରୁଟ ବା ମୋ ବସ୍‌ ପରିଚାଳନା ସଂସ୍ଥା ପକ୍ଷରୁ ସେମାନଙ୍କୁ…

4 years ago

ଆଜିଠୁ ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା ଦ୍ୱାରା…

4 years ago

ଆଜି ରାଜ୍ୟରୁ ୯ ପଜିଟିଭ୍‌ ଚିହ୍ନଟ, ୧୨,୮୮,୪୧୦ରେ ପହଞ୍ଚିଲାଣି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ବିପଦରେ ବନ୍ୟପ୍ରାଣୀ

ଭୁବନେଶ୍ୱର,୨୭।୫ (ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ଦିନକୁ ଦିନ ବଢିବାରେ ଲାଗିଛି। ଫଳରେ ବନ୍ୟପ୍ରାଣୀ ବିପଦରେ ପଡ଼ିଲେଣି। ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ଚୋରା…

4 years ago

ମୋ ସରକାର’ରେ ମିଶିଲା ଆଉ ୩ ବିଭାଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ମୋ ସରକାର’ ବ୍ୟବସ୍ଥାରେ ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗକୁ ସାମିଲ କରାଯାଇଛି। ଏହାପରେ ମୋଟ୍‌ ୩୧ଟି ବିଭାଗର ୨୫୦ ସେବା ଏହା ଅଧୀନକୁ…

4 years ago

ଜନ୍ମମୃତ୍ୟୁ ପଞ୍ଜୀକରଣ ତାଲିମ ଆରମ୍ଭ

ଭୁବନେଶ୍ୱର,୨୭ା୫: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବାସ୍ଥ୍ୟ ସୂଚନା ଓ ସ୍ବାସ୍ଥ୍ୟ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଓ ୟୁନିସେଫ୍‌ ଆନୁକୂଲ୍ୟରେ ଏକ ଦୁଇଦିନିଆ ତାଲିମ କାର୍ଯ୍ୟକ୍ରମ…

4 years ago

ଶିଶୁ ମୃତ୍ୟୁହାର ହ୍ରାସରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଶିଶୁ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ସମଗ୍ର ଦେଶରେ ଓଡ଼ିଶା ଦୃଷ୍ଟାନ୍ତମୂଳକ ଉଦାହରଣ ପାଲଟିଛି। ଏସ୍‌ଆର୍‌ଏସ୍‌ ବୁଲେଟିନ୍‌…

4 years ago