ମେଟ୍ରୋ

ଦ୍ୱିତୀୟ ଡୋଜ୍‌ କୋଭିଡ୍‌ ଟିକା ନେଇନାହାନ୍ତି ୨୯ ଲକ୍ଷ ଲୋକ

ଭୁବନେଶ୍ୱର, ୨୧।୬(ବ୍ୟୁରୋ):ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ ଲକ୍ଷ ଲୋକ ଦ୍ୱିତୀୟ ଡୋଜ୍‌ କରୋନା ବା କୋଭିଡ୍‌ ଟିକା ନେଇନାହାନ୍ତି। ସେହିଭଳି ୪୦ ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ପ୍ରିକଶନ ଡୋଜ୍‌…

4 years ago

ଅଗଷ୍ଟ ୧ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୧ା୬(ବ୍ୟୁରୋ):ଅଗଷ୍ଟ ୧ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ଆରମ୍ଭ ହେବ। ଏନେଇ ସୋମବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏହି…

4 years ago

ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବର୍ଷା

ଭୁବନେଶ୍ୱର,୨୧।୬(ବ୍ୟୁରୋ):ପାରିବାରିକ ବିବାଦ ମାମଲାରେ ପୁଣିଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ତାଙ୍କ ସ୍ବାମୀ ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ସେ ସୋମବାର…

4 years ago

ଖରିଫ୍‌ର ୮, ରବିର ୯ ଫସଲ ବୀମାଭୁକ୍ତ ହେବ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଚଳିତ ବର୍ଷ ଖରିଫ୍‌ ଋତୁରେ ୮ ଓ ରବି ଋତୁରେ ୯ ଟି ଫସଲକୁ ବୀମାଭୁକ୍ତ କରାଯିବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ…

4 years ago

ଆଜି ଏସ୍‌ଆଇଟିର ପ୍ରଥମ ବୈଠକ

ଭୁବନେଶ୍ୱର(ବ୍ୟୁରୋ)/ ଆଠଗଡ଼(ସ୍ବ.ପ୍ର.),୨୧ା୬:ଆଠଗଡ଼ ବନଖଣ୍ଡରେ ମାଟିତଳୁ ହାତୀ କଙ୍କାଳ ଜବତ ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଗତ ୧୬ ତାରିଖରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)…

4 years ago

ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ: ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ସବୁ ଅଞ୍ଚଳକୁ ପ୍ରବେଶ କରିଛି। ଏନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ଯୋଗୁ…

4 years ago

ଇଟାଲୀରେ ନବୀନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତରେ ଅଛନ୍ତି। ସୋମବାର ଭୋର୍‌ରୁ ବିମାନ ଯୋଗେ ବିଦେଶ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀରେ ଥିବା…

4 years ago

ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ଓଡିଶାରେ ଅଗ୍ରସର ହୋଇଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର…

4 years ago

ଅଭିନେତ୍ରୀ ଆତ୍ମହତ୍ୟା କରିଥିବା କହିଲେ ଡିସିପି, ହତ୍ୟା ଅଭିଯୋଗ ଆଣିଲା ପରିବାର

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି। ଏହା ସ୍ପଷ୍ଟ ଭାବେ ଜଣାପଡୁଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ।…

4 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୪୭୯ ଜଣ…

4 years ago